ବିଜେଡି ନେତାଙ୍କୁ ନିଯୁକ୍ତି: ଜାଣନ୍ତୁ କାହାକୁ ମିଳିଲା କେଉଁ ପଦବୀ

ଭୁବନେଶ୍ୱର,୧୬।୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ବହୁ ବିଜେଡି ନେତାଙ୍କୁ ବିଭିନ୍ନ ପଦବୀରେ ନିଯୁକ୍ତ କରିଛନ୍ତି। କେଉଁ ବିଜେଡି ନେତାଙ୍କୁ କେଉଁ ପଦରେ ନିଯୁକ୍ତ କରାଯାଇଛି ଜାଣନ୍ତୁ-

ଲେନିନ ମହାନ୍ତି- ସମ୍ପାଦକ, ଉତ୍କଳ ପ୍ରସଙ୍ଗ ଓ ଓଡ଼ିଶା ରିଭ୍ୟୁ
ସୁଜିତ କୁମାର- ଉପଦେଷ୍ଟା, ସ୍ବତନ୍ତ୍ର ଉନ୍ନୟନ ପରିଷଦ
ଅନୁଭବ ପଟ୍ଟନାୟକ- ଉପଦେଷ୍ଟା ଇଟି ଆଣ୍ଡ ଆଇଟି
କୃତିବାସ ପାତ୍ର- ଉପଦେଷ୍ଟା, କୃଷି ଓ କୃଷକ ସଶକ୍ତିକରଣ ବିଭାଗ
ଉତ୍କଳ କେଶରୀ ପରିଡ଼ା- ଉପଦେଷ୍ଟା, ଚିଲିକା ଉନ୍ନୟନ ବିଭାଗ
ଦେବାଶିଷ ଘୋଷ- ଉପଦେଷ୍ଟା, ଓଡ଼ିଶା ବନ ଉନ୍ନୟନ ନିଗମ
ସୁଲତା ଦେଓ- ଉପଦେଷ୍ଟା, ମହିଳା ଓ ଶିଶୁ ବିକାଶ ବିଭାଗ
ଜନ୍ମେଜୟ ଲେଙ୍କା-ଉପଦେଷ୍ଟା, ଓଡ଼ିଆ ଭାଷା ସାହିତ୍ୟ, ସଂସ୍କୃତି ବିଭାଗ
ରାମଚନ୍ଦ୍ର ପଣ୍ଡା- ଉପଦେଷ୍ଟା, ରାଜ୍ୟ କୃଷି ବିପଣନ ବୋର୍ଡ
ଦେବାଶିଷ ମହାନ୍ତି-ଅଧ୍ୟକ୍ଷ, ଓଡ଼ିଶା ଆଗ୍ରୋ ଇଣ୍ଡଷ୍ଟ୍ରିଜ୍‌ କର୍ପୋରେସନ
ଈଶ୍ୱର ପାଣିଗ୍ରାହୀ-ଅଧ୍ୟକ୍ଷ, ରାଜ୍ୟ ବିହନ ନିଗମ
ପ୍ରଭାତ ଆଦିତ୍ୟ ମିଶ୍ର- ଅଧ୍ୟକ୍ଷ, ଆପିକଲ
ଅନୁପ ସାଏ-ଅଧ୍ୟକ୍ଷ, ରାଜ୍ୟ ପାଣ୍ୟାଗାର ନିଗମ
ଅସିତ ପଟ୍ଟନାୟକ-ଅଧ୍ୟକ୍ଷ, ଓଡ଼ିଶା ମତ୍ସ୍ୟ ଉପାଦନ ନିଗମ
ସୁଧୀର ଦାସ- ଉପଦେଷ୍ଟା, ବିଜୁ ସ୍ବାସ୍ଥ୍ୟକରଣ ଯୋଜନା
ଦିଲୀପ ତିର୍କୀ-ଅଧ୍ୟକ୍ଷ, ରାଜ୍ୟ ହକି ପ୍ରମୋସନ କାଉନସିଲ
ମାନସ ମାଡ଼କାମୀ- ଅଧ୍ୟକ୍ଷ, ମାଲକାନଗିରି ସ୍ବତନ୍ତ୍ର ଉନ୍ନୟନ ପରିଷଦ
ବିନୟପ୍ପୋ-ଅଧ୍ୟକ୍ଷ, ସୁନ୍ଦରଗଡ଼ ସ୍ବତନ୍ତ୍ର ବିକାଶ ପରିଷଦ
ସୁସ୍ମିତା ବାଗଚୀ-ଅଧ୍ୟକ୍ଷ, ମୋ ସ୍କୁଲ
ଆକାଶ ଦାସ ନାୟକ- ଅଧ୍ୟକ୍ଷ, ମୋ କଲେଜ
ମିନତି ବେହେରା- ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା
କସ୍ତୁରୀ ମହାପାତ୍ର- ସମାଜ ମଙ୍ଗଳ ବୋର୍ଡ ଅଧ୍ୟକ୍ଷା
ସୁଲୋଚନା ଦାସ- ଭିନ୍ନକ୍ଷମ କମିଶନ ଅଧ୍ୟକ୍ଷା
ଲୋପାମୁଦ୍ରା ବକ୍ସିପାତ୍ର-ମିଶନ ଶକ୍ତି ଉପଦେଷ୍ଟା
ପୁଷ୍ପେନ୍ଦ୍ର ସିଂହଦେଓ- ସଭ୍ୟ, ପଶ୍ଚିମ ଓଡ଼ିଶା ବିକାଶ ପରିଷଦ
ଅମରେନ୍ଦ୍ର ଦାସ-ଅଧ୍ୟକ୍ଷ, କାଜୁ ଉନ୍ନୟନ ନିଗମ
ଲୁଲୁ ଅମାତ-ଅଧ୍ୟକ୍ଷ, ରାଜ୍ୟ ଗ୍ରାମ୍ୟ ଗୃହ ନିର୍ମାଣ ନିଗମ
ଚିନ୍ମୟ ସାହୁ-ଅଧ୍ୟକ୍ଷ, ଓଡ଼ିଶା କ୍ଷୁଦ୍ର ଶିଳ୍ପ ନିଗମ
ଶ୍ରୀମୟୀ ମିଶ୍ର- ଅଧ୍ୟକ୍ଷ, ରାଜ୍ୟ ପର୍ଯ୍ୟଟନ ଉନ୍ନୟନ ନିଗମ
ଅମରେଶ ପତ୍ରୀ- ଅଧ୍ୟକ୍ଷ, ଓଡ଼ିଶା ଉଠା ଜଳସେଚନ ନିଗମ
ସତ୍ୟବ୍ରତ ତ୍ରିପାଠୀ-ଅଧ୍ୟକ୍ଷ, ଓଡ଼ିଶା ସିନେ ବିକାଶ ନିଗମ
ବିଜୟ କୁମାର ନାୟକ- ଅଧ୍ୟକ୍ଷ, ଓଡ଼ିଶା ଯୁବ ମଙ୍ଗଳ ବୋର୍ଡ
ପ୍ରିୟଦର୍ଶୀ ମିଶ୍ର- ଅଧ୍ୟକ୍ଷ, ଓଡ଼ିଶା ରାଜ୍ୟ ହାଉସିଂ ବୋର୍ଡ
ସୁବାସ ସିଂହ-ଅଧ୍ୟକ୍ଷ, ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ
ସଞ୍ଜିବ ପାଇକରାୟ-ଓଡ଼ିଶା ଖଦି ଓ ଗ୍ରାମୋଦ୍ୟୋଗ ନିଗମ


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri