ବିଜେଡି ସଂସଦୀୟ ଦଳର ବୈଠକ ଶେଷ; ଏନ୍‌ପିଆର, ମହାନଦୀ, ପୋଲାଭରମ ପ୍ରସଙ୍ଗ ଉଠାଇବ ଦଳ: ପିନାକୀ

ଭୁବନେଶ୍ୱର,୨୮।୧(ବ୍ୟୁରୋ): ବିଜେଡିର ସଂସଦୀୟ ଦଳର ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ନବୀନ ନିବାସରେ ଅନୁଷ୍ଠିତ ଏହି ବୈଠକରେ ଚଳିତ ମାସ ୨୯ରେ ପାର୍ଲାମେଣ୍ଟର ବଜେଟ ଅଧିବେଶନବେଳେ ଉଭୟ ସଦନରେ ଦଳର ରଣନୀତି ନେଇ ଆଲୋଚନା ହୋଇଛି। ବୈଠକ ପରେ ବିଜେଡି ସଂସଦୀୟ ଦଳ ନେତା ପିନାକୀ ମିଶ୍ର କହିଛନ୍ତି, ଏଥର ଅଧିବେଶନରେ କୋଇଲା ରୟାଲ୍‌ଟି ବୃଦ୍ଧି, ମହାନଦୀ ସମସ୍ୟାର ସମାଧାନ, ପୋଲଭରମ ଭଳି ବିଭିନ୍ନ ପ୍ରସଙ୍ଗରେ ରାଜ୍ୟର ପୂର୍ବରୁ ଯେଉଁ ଦାବି ରହିଥିଲା ତାହା ପୁଣି ଉତ୍ଥାପନ କରାଯିବ। ବିଶେଷ କରି ଜିଏସଟି ଲାଗୁ ହେବା ଦ୍ୱାରା ରାଜ୍ୟର ଯେଉଁ ରାଜସ୍ବ କ୍ଷତି ଘଟିଛି ତାହା କିପରି ଭରଣା କରାଯିବ ଏବଂ ଏନ୍‌ପିଆର ନେଇ ମଧ୍ୟ ଆଲୋଚନା କରାଯିବ ବୋଲି ପିନାକୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଖେଳାଳିଙ୍କ ରେକର୍ଡ ଭାଙ୍ଗି ଇତିହାସ ରଚିଲେ ଅଭିଷେକ ଶର୍ମା,ସମସ୍ତେ କରୁଛନ୍ତି ଖୁବ ପ୍ରଶଂସା

ନୂଆଦିଲ୍ଲୀ,୧୨।୧୦: ଇନ୍ଦୋରରେ ୱେଷ୍ଟଇଣ୍ଡିଜ ବିପକ୍ଷ ମ୍ୟାଚରେ ଅଭିଷେକ ଶର୍ମା ୫ଟି ଛକା ଓ ୬ଟି ଚୌକା ସହାୟତାରେ ୬୯ ରନର ଏକ ଚମତ୍କାର ଇନିଂସ ଖେଳିଥିଲେ। ୨୩୦ର…

ଭୁବନେଶ୍ବରରେ ଚାଞ୍ଚଲ୍ୟ! ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍‌ଦାର ଗିରଫ, ଅଭିଯୋଗ ଚାପିଥିଲା ବଡ଼ଗଡ଼ ପୋଲିସ

ଭୁବନେଶ୍ୱର,୧୨ା୧୦(ତ୍ରିନାଥ ମହାନ୍ତି): ମହିଳାଙ୍କୁ ସୁରକ୍ଷା ବଦଳରେ ଇଜ୍ଜତ ଲୁଟୁଛି ପୋଲିସ। ଖୋଦ୍‌ ଜଣେ ରାଜନେତ୍ରୀଙ୍କୁ ୬ ମାସ ହେବ ଯୌନ ନିର୍ଯାତନା ଦେଉଥିଲେ ପୋଲିସ କର୍ମଚାରୀ। ରାତି…

କେସିଙ୍ଗା ଛାତ୍ର ସଂସଦ ନିର୍ବାଚନ, ବିଜେଡି ପ୍ରାର୍ଥୀ ଅନୁଭବଙ୍କ ନାମାଙ୍କନ କାୟମ

କେସିଙ୍ଗା,୧୨ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ବିଜେଡି ସମର୍ଥିତ ଛାତ୍ର ନେତା ଅନୁଭବ ପଟ୍ଟନାୟକ ସଭାପତି ପଦ ପାଇଁ ନାମାଙ୍କନ କାୟମ୍ କଲେ ମହାବିଦ୍ୟାଳୟର ନିର୍ବାଚନ…

କମୁଛି କେନ୍ଦ୍ରୀୟ ସହାୟତା, ପୌରାଞ୍ଚଳକୁ ଟଙ୍କାଟିଏ ମିଳିନି

ଭୁବନେଶ୍ୱର,୧୨ା୧୦(ରବିନାରାୟଣ ଜେନା): କେନ୍ଦ୍ର ସରକାରଙ୍କ ପକ୍ଷରୁ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା(ସିଏସ୍‌ଏସ୍‌), ଷୋଡ଼ଶ ଅର୍ଥ ଆୟୋଗଙ୍କ ସୁପାରିସ ଓ ରାଜ୍ୟଗୁଡ଼ିକୁ ସ୍ବତନ୍ତ୍ର ସହାୟତା ଯୋଜନା(ଏସ୍‌ଏଏସ୍‌ସିଆଇ)ଭଳି ବିଭିନ୍ନ ପ୍ରକାରରେ ଆର୍ଥିକ…

ଏଇ ଭାରତରେ

ବିନୟ ଦାସ ଦିଲ୍ଲୀର ଓ୍ବାଜିରପୁରରେ ରହୁଥିବା ପ୍ରବାସୀ ଶ୍ରମିକଙ୍କ ପିଲାଙ୍କୁ ମାଗଣାରେ ପଢ଼ାଉଛନ୍ତି। ସେ ୨୦୧୩ରେ ପ୍ରଥମେ ତାଙ୍କ ପଡ଼ିଶା ଘର ପିଲାଙ୍କୁ ପଢ଼ାଇବା ଆରମ୍ଭ କରିଥିଲେ।…

ସୈନିକଙ୍କୁ ଟେଷ୍ଟୋଷ୍ଟେରୋନ୍‌ ଚିକିତ୍ସା

ଦୀର୍ଘଦିନ ହେଲା ଚାଲିଆସିଛି ଆମେରିକା-ଇରାନ ଯୁଦ୍ଧ। ଏଥିପାଇଁ ବିଦେଶ ଭୂଇଁରେ ଥିବା ଆମେରିକୀୟ ସୈନ୍ୟମାନଙ୍କ ମଧ୍ୟରୁ ଅନେକଙ୍କଠାରେ ସୃଷ୍ଟି ହେଉଛି ମାନସିକ ଚାପ। ଏକଥା ଅନୁଭବ କରି…

ଛାତ୍ର ଆନ୍ଦୋଳନ ଓ ପୋଲିସ କାର୍ଯ୍ୟାନୁଷ୍ଠାନ

ସ୍ବାଧୀନତା ପରେ ବିଭିନ୍ନ ସ୍ଥାନୀୟ ଓ ଜାତୀୟ ସମସ୍ୟା ପାଇଁ ଛାତ୍ରମାନେ ଅଣ୍ଟା ଭିଡ଼ିଛନ୍ତି ଏବଂ ପୋଲିସ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି। ୧୯୬୩ ମସିହାରେ ତତ୍କାଳୀନ କେନ୍ଦ୍ର…

ଦୋମୁହାଁ ଟ୍ରମ୍ପ

ଡୋନାଲ୍ଡ ଟ୍ରମ୍ପ୍‌ ଦ୍ୱିତୀୟ ଥର ପାଇଁ ଆମେରିକା ରାଷ୍ଟ୍ରପତି ହେବା ପରେ ନେଉଥିବା ନିଷ୍ପତ୍ତି ଆମେରିକା ସମେତ ବିଶ୍ୱକୁ ବାରମ୍ବାର ଅସୁବିଧାରେ ପକାଇ ଚାଲିଛି। ଅନ୍ତର୍ଜାତୀୟ ଅର୍ଥନୈତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?