ବିଜେପୁରରେ କଂଗ୍ରେସର ପ୍ରଚାର

ବିଜେପୁର,୩।୧୦(ଡି.ଏନ୍‌.ଏ.):ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ କଂଗ୍ରେସ ପ୍ରଚାର ଆରମ୍ଭ କରିଛି। ଏହିକ୍ରମରେ ବିଜେପୁର ବ୍ଲକପଡ଼ା ଗ୍ରାମର କ୍ରିକେଟ ପଡ଼ିଆରେ ଏକ ବିଶାଳ କର୍ମୀ ସମ୍ମିଳନୀ ଗୁରୁବାର ଅନୁଷ୍ଠିତ ହୋଇଛି। ଜିଲା ସଭାପତି ସତ୍ୟ ଭୂଷଣ ସାହୁଙ୍କ ଅଧ୍ୟକ୍ଷତାରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ଓଡ଼ିଶା ପ୍ରଭାରୀ ଜିତେନ୍ଦ୍ର ସିଂ, ବିଧାୟକ ଦଳ ନେତା ନରସିଂହ ମିଶ୍ର, କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜା, ପୂର୍ବତନ ମନ୍ତ୍ରୀ ପ୍ରକାଶ ଦେବତା, ପୂର୍ବତନ ସାଂସଦ ପ୍ରଦୀପ ମାଝୀ, ଯଜ୍ଞେଶ୍ବର ବାବୁ, ପୂର୍ବତନ ବିଧାୟକ ନିହାର ରଞ୍ଜନ ମହାନନ୍ଦ, ପୂର୍ବତନ ସାଂସଦ ପ୍ରାର୍ଥୀ ପ୍ରଦୀପ ଦେବତା, ଅବଦୁଲ ଗଫର, ପ୍ରାର୍ଥୀ ଦିଲୀପ କୁମାର ପଣ୍ଡା ପ୍ରମୁଖ ଯୋଗଦେଇଥିଲେ। ବହୁ ସଂଖ୍ୟାରେ ମତଦାନ କରି ପ୍ରାର୍ଥୀଙ୍କୁ ବିଜୟୀ କରିବାକୁ ଦଳୀୟ କର୍ମୀମାନେ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀଙ୍କୁ ନ ଜଣାଇ ଝିଅର ବାହାଘର କରାଇଲେ ପତ୍ନୀ, କୋର୍ଟ ଦେଲେ ଛାଡପତ୍ର ଅନୁମତି

ଚେନ୍ନାଇ,୨୩।୫: ପତ୍ନୀ ଯଦି ସ୍ୱାମୀଙ୍କୁ ନଜଣାଇ କିମ୍ୱା ତାଙ୍କ ଅଗୋଚରରେ ଝିଅର ବିବାହ କରାଇ ଦିଅନ୍ତି, ତେବେ ତାହାକୁ ସ୍ୱାମୀଙ୍କ ପ୍ରତି ‘ମାନସିକ ନିର୍ଯାତନା’ ବୋଲି ଧରାଯିବ…

ମାଛକୁଣ୍ଡ ଜଳବିଦ୍ୟୁତ୍‌ କେନ୍ଦ୍ରରେ ଲାଗିଲା ନିଆଁ, ଲିଭାଇବାକୁ ଯାଇ ଯନ୍ତ୍ରୀ…

ନନ୍ଦପୁର/ଲମତରପୁଟ,୨୩ା୫(ତୁଷାରକାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକରେ ଥିବା ମାଛକୁଣ୍ଡ ଜଳ ବିଦ୍ୟୁତ୍‌ କେନ୍ଦ୍ରରେ ଶନିବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର…

ଏହି ୩ ଜିଲାରେ ଘଡ଼ଘଡ଼ି ସହ ବର୍ଷା, ୩ ଘଣ୍ଟାରେ ହେବ…

ଭୁବନେଶ୍ୱର,୨୩ା୫: ଓଡ଼ିଶାରେ ପ୍ରଚଣ୍ଡ ଗ୍ରୀଷ୍ମ ଜାରି ରହିଥିବାବେଳେ ଖରାତାତି ଓ ଗୁଳୁଗୁଳିରେ ଛଟପଟ ହେଉଛନ୍ତି ରାଜ୍ୟବାସୀ। ରାଜ୍ୟର ୩ ଜିଲାକୁ ପାଣିପାଗ ବିଭାଗ ସତର୍କ ସୂଚନା ଜାରି…

‘ଜନସାଧାରଣଙ୍କ ରୋଜଗାରକୁ କିସ୍ତିରେ ଲୁଟୁଛନ୍ତି ସରକାର’, ଭାଜପାକୁ କଡ଼ା ଟାର୍ଗେଟ କଲେ ଖାର୍ଗେ

ନୂଆଦିଲ୍ଲୀ,୨୩।୫: ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ନିରନ୍ତର ବୃଦ୍ଧିକୁ ନେଇ ଦେଶରେ ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଛି। ମାତ୍ର ଆଠ ଦିନ ମଧ୍ୟରେ ତୃତୀୟ ଥର ପାଇଁ…

୧୫ ବର୍ଷ ପରେ IPLରେ ଏମିତି କାରନାମା କଲା RCB

ନୂଆଦିଲ୍ଲୀ,୨୩।୫: ଗତ ବର୍ଷ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ପ୍ରଥମ ଥର ପାଇଁ ଇଣ୍ଡିଆନ ପ୍ରିମିୟର ଲିଗ ଟାଇଟଲ ଜିତିଥିଲା। ସେହି ସିଜିନରେ ମଧ୍ୟ ଦଳ ଟେବୁଲ-ଟପର ନ…

ବଢ଼ୁଛି ଆନ୍ଧ୍ର-ଓଡ଼ିଶା ବିବାଦ: କୋଟିଆରେ ଦୁଇ ରାଜ୍ୟର ଚେକ୍‌ପୋଷ୍ଟ ପୋଲିସ ମୁତୟନ କଲା ଆନ୍ଧ୍ର ପୋଲିସ

ପଟ୍ଟାଙ୍ଗି,୨୩ା୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ଯାଉଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମ ଉପରସେମ୍ବି ଗ୍ରାମରେ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ପକ୍ଷରୁ ଚେକ୍‌ପୋଷ୍ଟ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଝାଲମୁଢି ଖୁଆଇଥିବା ବ୍ୟକ୍ତିଙ୍କୁ ମିଳିଲା ସୁରକ୍ଷା: ଜାଣନ୍ତୁ କିଏ ଉଠାଇବ ଖର୍ଚ୍ଚ

ନୂଆଦିଲ୍ଲୀ,୨୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଝାଲମୁଢି ପରିବେଷଣ କରିଥିବା ବିକ୍ରେତାଙ୍କୁ ଏବେ ସୁରକ୍ଷା ଯୋଗାଇ ଦିଆଯାଇଛି ବୋଲି ଜଣାପଡ଼ିଛି। ତାଙ୍କୁ ପାକିସ୍ତାନ ଏବଂ ବାଂଲାଦେଶ ସହିତ ଜଡିତ…

ନୂଆ ଶିଶୁ ମଙ୍ଗଳ ସମିତି ଗଠନ ସମ୍ପର୍କିତ ବିଜ୍ଞପ୍ତି ସ୍ଥଗିତ, ପୂର୍ବ କମିଟି ଜାରି ରଖିବ କାର୍ଯ୍ୟ

କେନ୍ଦୁଝର,୨୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶିଶୁ ମଙ୍ଗଳ ସମିତି ଗଠନକୁ ନେଇ ଚାଲୁଥିବା ଆଇନଗତ ପ୍ରକ୍ରିୟା ମଧ୍ୟରେ ଓଡ଼ିଶା ସରକାରଙ୍କ ମହିଳା ଓ ଶିଶୁ ବିକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri