ବିଜେପୁରରେ ବିଆର୍‌ସି ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ପାଇଖାନା ବିଲ୍‌ ବିବାଦ ହତ୍ୟାର କାରଣ, ୩ ଅଭିଯୁକ୍ତ ଗିରଫ

ବରଗଡ଼ ଅଫିସ/ବିଜେପୁର,୧୫।୧୦- ବରଗଡ଼ ଜିଲା ବିଜେପୁର ନିକଟ ବାଉଁଶପୋଲା ଡମ୍ପିଂୟାର୍ଡରୁ ଆରଡବ୍ଲୁଏସ୍‌ଏସ୍‌ ବିଭାଗ ଅଧୀନ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମର ଗୋଷ୍ଠୀ ସାଧନ ସଂଯୋଜକ (ବିଆର୍‌ସି) ତରଣୀସେନ ମହଲାଙ୍କ ମୃତଦେହ ଉଦ୍ଧାର ଘଟଣାର ପର୍ଦ୍ଦାଫାଶ ହୋଇଛି। ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ ଯୋଜନାର ପାଇଖାନା ନିର୍ମାଣର ବିଲ୍‌ ବିବାଦକୁ ନେଇ ତାଙ୍କୁ ହତ୍ୟା କରିଥିବା ତଦନ୍ତରୁ ଜଣାପଡିଛି ବୋଲି ମଙ୍ଗଳବାର ଅପରାହ୍ନରେ ବିଜେପୁର ଥାନାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ବରଗଡ଼ ଏସ୍‌ପି ପଦ୍ମିନୀ ସାହୁ କହିଛନ୍ତି। ଉକ୍ତ ହତ୍ୟା ମାମଲାରେ ୩ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତମାନେ ହେଲେ, ବିଜେପୁର ଥାନା ଅନ୍ତର୍ଗତ ଜାମପାଲି ଗ୍ରାମର ରିକୁ ସାହୁ, ମେଲଛାମୁଣ୍ଡା ଥାନା ଅନ୍ତର୍ଗତ ଖଲାବାହାଲ ଗ୍ରାମର ରମା ଓରଫ ହରିବନ୍ଧୁ ମେହେର ଏବଂ ଫକୀର ମେହେର। ସେମାନଙ୍କ ପାଖରୁ ହତ୍ୟାକାଣ୍ଡରେ ବ୍ୟବହୃତ ହାତୁଡ଼ି, ପୋଡି ଯାଇଥିବା ଲାପଟପ୍‌ ଜବତ ହୋଇଛି। ଗତ ୧୨ ତାରିଖ ବିଜେପୁରର ଏକ ଭଡ଼ାଘରେ ତରଣୀସେନଙ୍କୁ ଅଭିଯୁକ୍ତ ରିକୁ ଏବଂ ରମା ହତ୍ୟା କରିଥିବାବେଳେ ଅନ୍ୟ ଅଭିଯୁକ୍ତ ଫକୀର ଡମ୍ପିଂୟାର୍ଡକୁ ମୃତଦେହ ନେବାରେ ସହଯୋଗ କରିଥିଲେ ବୋଲି ଏସ୍‌ପି ସାହୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri