ବିଜେପୁର ଅଞ୍ଚଳରେ କୁଆପଥର ବୃଷ୍ଟି: ବ୍ୟାପକ ଧାନ ଫସଲ ନଷ୍ଟ, ପ୍ରଶାସନିକ ତଦନ୍ତ ଆରମ୍ଭ

ବିଜେପୁର, ୨୫।୪(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ବ୍ଲକ ଅଞ୍ଚଳରେ ଶୁକ୍ରବାର ଅପରାହ୍ନ ଓ ରାତିରେ କୁଆପଥର ବୃଷ୍ଟି ହୋଇଥିଲା। ବର୍ତ୍ତମାନ ରବି ଧାନ ଅମଳ ସମୟ ହୋଇଗଲାଣି। ତେଣୁ ଉକ୍ତ କୁଆପଥର ବୃଷ୍ଟି ଯୋଗୁ ବ୍ୟାପକ ଧାନ ଫସଲ ନଷ୍ଟ ହୋଇଥିବା ଅଭିଯୋଗ ହୋଇଛି। ଫଳରେ ଶନିବାର ପ୍ରଶାସନିକ ତଦନ୍ତ ଆରମ୍ଭ ହୋଇଛି। ତହସିଲଦାର କୁଳମଣି ରଣବିଡ଼ାଙ୍କ ନିର୍ଦ୍ଦେଶରେ ଚାରି ରାଜସ୍ବ ସର୍କଲର ରାଜସ୍ବ ନିରୀକ୍ଷକଗଣ ବିଭିନ୍ନ ଅଞ୍ଚଳକୁ ଯାଇ କ୍ଷୟକ୍ଷତି ଆକଳନ କରୁଛନ୍ତି। ତହସିଲଦାର କୁଳମଣି ରଣବିଡା ନିଜେ ମଧ୍ୟ ବିଭିନ୍ନ ଅଞ୍ଚଳକୁ ଯାଇ ଚାଷୀଙ୍କ ସହ ଏ ବିଷୟରେ ଆଲୋଚନା କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନ: ମଇଦାନରେ ୨୩ ପ୍ରାର୍ଥୀ, ଜଣଙ୍କ ପ୍ରାର୍ଥିପତ୍ର ନାକଚ

ପୁରୁଷୋତ୍ତମପୁର, ୯/୧୦ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁରସ୍ଥିତ ତାରାତାରିଣୀ କଲେଜରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ପରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା…

୨୨ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର କାଏମ: କ୍ୟାମ୍ପସ୍‌ରେ ରାଜନୈତିକ ଉଷ୍ମତା

ପାଟଣା, ୯/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ସ୍ୱାମପାଟଣାସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ଶେଷ ହୋଇଛି। ନାମାଙ୍କନ…

ସ୍ନାତକ ମହାବିଦ୍ୟାଳୟରେ ଇଲେକ୍ସନ ବଦଳରେ ସିଲେକ୍ସନ

ଗୁଡ଼ାରି, ୯।୧୦ (ପ୍ରମୋଦ କୁମାର ପତି): ଗୁଡ଼ାରି ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ଛାତ୍ର ସଂସଦର ବିଭିନ୍ନ ପଦବୀ ପାଇଁ ଶୁକ୍ରବାର…

ବାଲିଯାତ୍ରାରେ ରକ୍ତପାତ: ଛୁରାମାଡ଼ରେ ଜଣେ ମୃତ, ଅନ୍ୟଜଣେ ଗୁରୁତର

କଲ୍ୟାଣସିଂହପୁର, ୯।୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିଖରପାଇ ବାଲିଯାତ୍ରାରେ ଘଟିଛି ଏକ ଅଭାବନୀୟ ଘଟଣା। ସାମାନ୍ୟ ବଚସାକୁ କେନ୍ଦ୍ର କରି…

୧୦୦ରୁ ଊର୍ଦ୍ଧ୍ୱ ଅଫିସକୁ ଅଗ୍ନିଶମ ବିଭାଗର କଡ଼ା ନୋଟିସ

ପାରଳାଖେମୁଣ୍ଡି,୯ା୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର କେତେକ ପ୍ରମୁଖ ସରକାରୀ କାର୍ଯ୍ୟାଳୟରେ ଅଗ୍ନି ର୍ନିବାପକ ଯନ୍ତ୍ର ନ ଥିବା ଅଭିଯୋଗ ହୋଇଛି। ତହସିଲ, ଜିଲା କୋଷାଗାର ଓ ନିବନ୍ଧକ…

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?