ବିଜେପୁର ଅଞ୍ଚଳରେ ବରଫପାତ: ବ୍ୟାପକ ପରିବା ଫସଲ ନଷ୍ଟ, ଚିନ୍ତାରେ ଚାଷୀ

ବିଜେପୁର,୧୯।୩(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଅଞ୍ଚଳରେ ଗୁରୁବାର ଅପରାହ୍ନରେ ବରଫପାତ ହୋଇଛି। ଫଳରେ ଚାଷୀଙ୍କ ଲକ୍ଷାଧିକ ଟଙ୍କାର ପରିବା ଫସଲ ନଷ୍ଟ ହୋଇଥିବା ଅଭିଯୋଗ ହୋଇଛି। ଅପରାହ୍ନ ୪ଟାରେ ହଠାତ୍‌ ଝଡ ତୋଫାନ ସହ ବର୍ଷା ହୋଇଥିଲା। ଏଥିସହ ପ୍ରାୟ ପାଞ୍ଚ ମିନିଟ ଧରି ବରଫପାତ ହୋଇଥିଲା। ଏହାଦ୍ବାରା ଜାରି, ସମଲାପଦର, ଗୁଡ ମୁଣ୍ଡା, ବିଲେଇପାଲି, ବେନିଆଁଚାଲ, କଲଙ୍ଗାପାଲି ଆଦି ବଭିନ୍ନ ଗାଁର ଚାଷୀମାନଙ୍କର ଲକ୍ଷାଧିକ ଟଙ୍କାର ପରିବା ଫସଲ ନଷ୍ଟ ହୋଇଥିବା ଅଭିଯୋଗ ହୋଇଛି। ଏପରିକି ଗଛରେ ଧରିଥିବା ଆମ୍ବ, ମହୁଲ, ଚାର କଷି ମଧ୍ୟ ଝଡି ପଡିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା…

ପୌର ପରିଷଦ ଅଧ୍ୟକ୍ଷା,ଉପାଧ୍ୟକ୍ଷଙ୍କୁ ଭାଜପାର ସ୍ବାଗତ

ଗୁଣପୁର,୨୨।୭(ସୁଜାତା ପାଢ଼ୀ)- ନିକଟରେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଓ ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡ଼ ତାଙ୍କ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ…

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ: ଭକ୍ତଙ୍କ ଜମୁଛି ଭିଡ଼

ଜି ଉଦୟଗିରି, ୨୨।୭( ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଜି ଉଦୟଗିରି ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ କରାଯାଇଛି। ମହାପ୍ରଭୁଙ୍କ ପର୍ଶୁରାମ ବେଶ ଓ…

ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri