ବିଜେପୁର ଉପନିର୍ବାଚନ: ଖୁବ୍‌ଶୀଘ୍ର କଂଗ୍ରେସର ପ୍ରାର୍ଥୀ ଘୋଷଣା, ୨୬ରେ କରିପାରେ ବିଜେଡି

ଭୁବନେଶ୍ୱର,୨୪।୯(ବ୍ୟୁରୋ): ବିଜେପୁର ଉପନିର୍ବାଚନକୁ ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଦଳଗୁଡ଼ିକୁ ଏବେ ପ୍ରାର୍ଥୀ ଚୟନ ଚିନ୍ତା। ବିଜେଡି ପକ୍ଷରୁ ନବୀନ ନିବାସରେ ବୈଠକ ପରେ ବୈଠକ ବସୁଥିବା ବେଳେ କଂଗ୍ରେସ ଓ ଭାଜପା ମଧ୍ୟ ପଛରେ ନାହାନ୍ତି। ଆସନ୍ତା ୨୭ରେ ବିଜେଡି ପ୍ରାର୍ଥୀପତ୍ର ଘୋଷଣା କରିପାରେ। ସେହିଭଳି ମଙ୍ଗଳବାର କଂଗ୍ରେସ ପକ୍ଷରୁ ବସିଥିବା ବୈଠକରେ ପ୍ରାର୍ଥୀ ଚୟନ ହୋଇସାରିଛି। ଦିନେ ଅଥବା ଦୁଇଦିନ ମଧ୍ୟରେ ଦଳ ବିଜେପୁର ଲାଗି ପ୍ରାର୍ଥୀ ଘୋଷଣା କରିବ ବୋଲି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କହିଛନ୍ତି। ଅପରପକ୍ଷେ ବୈଠକଟି ଅସମାପ୍ତ ରହିଥିବା ଚୟନ କମିଟି ଅଧ୍ୟକ୍ଷ ତଥା ବରିଷ୍ଠ ବିଧାୟକ ନରସିଂହ ମିଶ୍ର କହିଛନ୍ତି।

କାଶ ପାଇଥିବା ବିଜ୍ଞପ୍ତି ଅନୁଯାୟୀ, ୩୦ ତାରିଖ ପର୍ଯ୍ୟନ୍ତ ପୂର୍ବାହ୍ନ ୧୧ଟାରୁ ୩ଟା ମଧ୍ୟରେ ପ୍ରାର୍ଥୀମାନେ ନିଜର ପ୍ରାର୍ଥୀପତ୍ର ଦାଖଲ କରିପାରିବେ। ଆସନ୍ତା ୧ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ ହେବ। ଅକ୍ଟୋବର ୩ରେ ନାମାଙ୍କନ ପ୍ରତ୍ୟାହାର ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ରହିଛି। ଅକ୍ଟୋବର ୨୧ରେ ବିଜେପୁର ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ କରାଯିବ। ୨୪ରେ ଭୋଟଗରତି ହେବ। ଅକ୍ଟୋବର ୨୭ ସୁଦ୍ଧା ନିର୍ବାଚନ ପ୍ରକ୍ରିୟା ଶେଷ ହେବ ବୋଲି ଭାରତୀୟ ନିର୍ବାଚନ କମିଶନ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା   

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri