ବିଜେପୁର ଉପନିର୍ବାଚନ LIVE UPDATE: ଦ୍ୱାଦଶ ରାଉଣ୍ଡ ସୁଦ୍ଧା ବିଜେଡି ୫୯,୬୬୬ ଭୋଟରେ ଆଗୁଆ

ବରଗଡ଼ ଅଫିସ/ପଦ୍ମପୁର,୨୪।୧୦: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନର ଭୋଟ ଗଣତି ଗୁରୁବାର ସକାଳୁ ଜାରି ରହିଛି। ଦ୍ୱାଦଶ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ରୀତା ସାହୁ ୫୯,୬୬୬ ଭୋଟରେ ଆଗୁଆ ଅଛନ୍ତି। ରୀତାଙ୍କୁ ମୋଟ ୮୨ ହଜାର ୮୯୩ ଖଣ୍ଡ ଭୋଟ ମିଳିଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦୀ ଭାଜପାର ସନତ ଗଡତିଆଙ୍କୁ ୨୩ ହଜାର ୨୨୭ ଖଣ୍ଡ ଭୋଟ ମିଳିଛି। ସେହିପରି କଂଗ୍ରେସ ପ୍ରାର୍ଥୀ ଦିଲୀପ ପଣ୍ଡା ୩୪୮୨, ହିନ୍ଦୁ ମହାସଭାର ଅଶୋକ ମିତ୍ତଲ ୬୯୧, ସ୍ବାଧୀନ ପ୍ରାର୍ଥୀ ବୃନ୍ଦାବନ ପୁରୋହିତ ୫୩୧ ଖଣ୍ଡ ଭୋଟ ପାଇଥିଲାବେଳେ ନୋଟାରେ ୧୨୭୩ ଖଣ୍ଡ ଭୋଟ ପଡିଛି। ଏପର୍ଯ୍ୟନ୍ତ ୧ଲକ୍ଷ ୧୨ହଜାର ୩୭ଖଣ୍ଡ ଭୋଟ ଗଣତି ସରିଛି। କଡ଼ା ସୁରକ୍ଷା ବଳୟ ମଧ୍ୟରେ ଭୋଟଗଣତି ଜାରି ରହିଥିବା ବେଳେ ୨୨ ରାଉଣ୍ଡରେ ଗଣନା ସରିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ୧୦ଟା ପରେ ବାଜିବନି ଲାଉଡ୍‌ ସ୍ପିକର, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ଛତ୍ରପୁର,୯ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆସନ୍ତା ୧୪ ତାରିଖରେ ହେବାକୁ ଯାଉଥିବା ଶ୍ରୀଗଣେଶ ପୂଜାକୁ ଶୃଙ୍ଖଳିତ ଓ ଭକ୍ତିପୂର୍ଣ୍ଣ ପରିବେଶରେ ପାଳନ କରିବାକୁ ଛତ୍ରପୁର ପୋଲିସ ଏବଂ ପ୍ରଶାସନ…

ବିବାହ ପରେ ବି ପିଛା ଛାଡ଼ୁ ନ ଥିଲେ! ନାବାଳିକାଙ୍କୁ ଅସଦାଚରଣ କରି ବ୍ରହ୍ମପୁର ଜେଲ୍‌ ଗଲେ ରାଜମିସ୍ତ୍ରୀ

ଦିଗପହଣ୍ଡି, ୯।୯ (ଅଶେଷ ନାଥ ମିଶ୍ର): ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଅସଦାଚରଣ କରିବା ମାମଲାରେ ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ବୁଧବାର ଜଣେ ଯୁବକଙ୍କୁ ଗିରଫ…

ସ୍ତ୍ରୀଙ୍କୁ ଦେଉ ନ ଥିଲେ ଭରଣପୋଷଣ: କୋର୍ଟ ୱାରେଣ୍ଟ ବଳରେ ସ୍ୱାମୀଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି, ୯।୯ (ଅଶେଷ ନାଥ ମିଶ୍ର): ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନ ଦେବା ସ୍ୱାମୀଙ୍କୁ ପଡ଼ିଲା ମହଙ୍ଗା। କୋର୍ଟଙ୍କ ନିର୍ଦ୍ଦେଶ ଅବମାନନା କରିବା ଅଭିଯୋଗରେ ଶେଷରେ ପୋଲିସ…

ହାଟଡିହୀରେ ରୋମିଓଙ୍କ ହାଇଭୋଲଟେଜ୍ ଡ୍ରାମା: ଗିଫ୍ଟ ଫେରାଇ ବ୍ଲକ୍ କରିବାରୁ ଛାତ୍ରୀଙ୍କୁ ପିଟିଲେ ‘ଇନଷ୍ଟା ଆଶିକ୍’

ହାଟଡିହୀ, ୯।୯(ଶୁଭକାନ୍ତ ନାୟକ): ଇନଷ୍ଟାଗ୍ରାମରେ ପ୍ରେମ, ତା’ପରେ ପ୍ରତ୍ୟାଖ୍ୟାନ, ଆଉ ଶେଷରେ ରାସ୍ତା ମଝିରେ ଗୁଣ୍ଡାଗର୍ଦ୍ଦି। ବୁଧବାର ଏଭଳି ଏକ ଲଜ୍ଜାଜନକ ଘଟଣା କେନ୍ଦୁଝର ଜିଲା ହାଟଡିହୀ…

ହାଟଡିହୀ ବିଇଓ ରାଜୀବ ଦଳେଇ ନିଲମ୍ବିତ: କାର୍ଯ୍ୟରେ ଅବହେଳା ଅଭିଯୋଗରେ କାର୍ଯ୍ୟାନୁଷ୍ଠାନ

ହାଟଡିହୀ/ଛେନାପଦୀ, ୯।୯(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶିକ୍ଷା ଅଧିକାରୀ (ବିଇଓ) ରାଜୀବ ଦଳେଇଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ବୁଧବାର ମଧ୍ୟାହ୍ନରେ ସ୍ପେଶାଲ ମେସେଞ୍ଜର…

ବିନା ଅନୁମତିରେ ସାଉଣ୍ଡ ବାଜିଲେ ଜବତ ହେବ ଡିଜେ ଗାଡ଼ି, ସିଧା ହେବେ ଗିରଫ: ପାର୍ବଣ ପୂର୍ବରୁ ପୋଲିସର ଚେତାବନୀ

ପୁରୁଷୋତ୍ତମପୁର,୯।୯(ସବିତା ମିଶ୍ର): ଆଗାମୀ ପୂଜାପାର୍ବଣ ସମୟରେ ଶବ୍ଦ ପ୍ରଦୂଷଣ ରୋକିବା ପାଇଁ ପୁରୁଷୋତ୍ତମପୁର ପୋଲିସ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ଉପଜିଲାପାଳଙ୍କ ବିନା ଅନୁମତିରେ କୌଣସି ସ୍ଥାନରେ…

ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ, ୩ ବର୍ଷ ଝିଅକୁ ହତ୍ୟା ଉଦ୍ୟମ କରି ନିଜେ…

ବଲାଙ୍ଗୀର,୯ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡ଼ା ଅଞ୍ଚଳରେ ଦିନକୁ ଦିନ ଅପରାଧ ବଢ଼ିବାରେ ଲାଗିଛି, ବାରମ୍ବାର ଚୋରି ଡକାୟତ ପରେ ବୁଧବାର ପୁଣି ବେଲପଡ଼ା ଥାନା…

ବରଗଡ଼ରେ ସ୍କ୍ରବ୍ ଟାଇଫସ୍‌ ଆତଙ୍କ! ବୃଦ୍ଧଙ୍କ ଜୀବନ ଗଲା, ବଢ଼ୁଛି ସଂକ୍ରମଣ ଭୟ

ବରଗଡ଼, ୯।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଥିବା ବେଳେ ଏବେ ଏହା ଏକ ଚିନ୍ତାଜନକ ପରିସ୍ଥିତି ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri