ବିଜେପୁର ଉପନିର୍ବାଚନ: ୧ଟା ସୁଦ୍ଧା ୩୭.୧୦% ମତଦାନ

ବରଗଡ଼ ଅଫିସ /ବିଜେପୁର, ୨୧।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ସୋମବାର ମତଦାନ ଚାଲିଛି। ନିର୍ବାଚନମଣ୍ଡଳୀର ୨୮୫ ବୁଥ୍‌ରେ ମତଦାନ ପ୍ରକ୍ରିୟା ଚାଲିଥିବା ବେଳେ ମତଦାନ ହାର ଧୀରେ ଧୀରେ ବଢ଼ିବାରେ ଲାଗିଛି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିବା ବେଳେ ଦିନ ୧ଟା ସୁଦ୍ଧା ୩୭.୧୦% ମତଦାନ ହୋଇଥିବା ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନୁଦାନ ବଣ୍ଟନରେ ପାତରଅନ୍ତର ଅଭିଯୋଗ, ନିର୍ଦ୍ଦିଷ୍ଟ ପଞ୍ଚାୟତ ପାଇଁ ଏତେ ଅନୁକମ୍ପା କାହିଁକି

କର୍ଲାମୁଣ୍ଡା,୧୨ା୯(ପ୍ରଦୀପ କୁମାର ସାହୁ): କର୍ଲାମୁଣ୍ଡା ବ୍ଲକରେ ‘ବିକଶିତ ଓଡ଼ିଶା ବିକଶିତ ଗାଁ’ ଯୋଜନାରେ ଅନୁଦାନ ବଣ୍ଟନକୁ ନେଇ ପାତରଅନ୍ତର କରାଯାଇଥିବା ଅଭିଯୋଗ ଉଠିଛି। ବ୍ଲକର ୧୨ଟି ପଞ୍ଚାୟତ…

ଜଲେଶପଟ୍ଟା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ: ଆଦର୍ଶ ଛାତ୍ର ହୋଇ ଲକ୍ଷ୍ୟସ୍ଥଳରେ ପହଞ୍ଚି…

ତୁମୁଡ଼ିବନ୍ଧ, ୧୨।୯ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧସ୍ଥିତ ଜଲେଶପଟ୍ଟା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଶନିବାର ପାଳିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ ଭିକାର…

ବ୍ରିକ୍ସ ଘୋଷଣାପତ୍ରରେ ଏକପାଖିଆ ଯୁଦ୍ଧକୁ ନିନ୍ଦା, ଭାରତର ବଡ଼ କୂଟନୈତିକ ବିଜୟ କହି…

ନୂଆଦିଲ୍ଲୀ,୧୨ା୯: ବ୍ରିକ୍ସ(BRICS)ଶିଖର ସମ୍ମିଳନୀର ଶେଷ ଅଧିବେଶନରେ ସର୍ବସମ୍ମତିକ୍ରମେ ‘ଦିଲ୍ଲୀ ଘୋଷଣାପତ୍ର ୨୦୨୬’ ଗୃହୀତ ହୋଇଛି। ଏହି ଘୋଷଣାନାମାରେ ପହଲଗାମ ଆତଙ୍କବାଦୀ ଆକ୍ରମଣକୁ କଡ଼ା ନିନ୍ଦା କରାଯାଇଛି, ଯାହା…

ଅନ୍ଧବିଶ୍ୱାସ ଦୂରେଇବା ଲାଗି ପ୍ରୟାସ, ରଣଝାଲିରେ ପୋଲିସ ପଇଁତରା ମାରି…

ପୁରୁଷୋତ୍ତମପୁର,୧୨ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ରଣଝାଲି ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଘଟିଯାଇଥିବା ଅଭାବନୀୟ ଘଟଣାକୁ ନେଇ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଏକ ସଚେତନତା…

୧୨ ଗାଁରେ ମହିଳାଙ୍କ ମଦ ବିରୋଧୀ ଆନ୍ଦୋଳନ, ଥାନାଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ମଦ ବିରୋଧରେ ମହିଳାଙ୍କ ମହାମେଳି। ବେଆଇନ ମଦ ରନ୍ଧା ଏବଂ ବିକ୍ରି ବନ୍ଦ ପାଇଁ ଏକାଠି ହେଲେ ୧୨ଟି ଗ୍ରାମର ମହିଳା। ନବରଙ୍ଗପୁର…

ଚୋରି ଯାଇଥିବା ମୂଲ୍ୟବାନ ଜିନିଷ ଉଦ୍ଧାର, ଜଣଙ୍କୁ ଗିରଫ କରି…

ଗୁଡ଼ାରି,୧୨ା୯(ପ୍ରମୋଦ କୁମାର ପତି): ଗୁଡାରି ପୋଲିସ ଦ୍ୱାରା ଚୋରି ବାଇକ ଉଦ୍ଧାର ହେବା ସହ ଘଟଣାରେ ସମ୍ପୃକ୍ତ ଥାନା ଅନ୍ତର୍ଗତ ସୁନାପାଲି ଗ୍ରାମର ସିଦ୍ଧାନ୍ତ ପାଲକାକୁ ଗିରଫ…

ବେଆଇନ ବନ୍ଧୁକ କାରଖାନା ଠାବ: ୫ଟି ଦେଶୀ ବନ୍ଧୁକ ସହ ୩ ଗିରଫ

ଭଞ୍ଜନଗର, ୧୨।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ପୋଲିସ ଏକ ବେଆଇନ ଦେଶୀ ବନ୍ଧୁକ ନିର୍ମାଣ ୟୁନିଟ୍‌ ଉପରେ ଶୁକ୍ରବାର ରାତିରେ ଚଢ଼ଉ କରି…

BRICS : ‘ପ୍ରତ୍ୟେକ ଦେଶର ସ୍ବର ଶୁଣାଯିବା ଉଚିତ; କିଛି ରାଷ୍ଟ୍ର ନେଉଛନ୍ତି ନିଷ୍ପତ୍ତି’ ପ୍ରଧାନମନ୍ତ୍ରୀଙ୍କ ଏହି କଥା ମଧ୍ୟରେ ଲୁଚି ରହିଛି ଏକ ଗୁପ୍ତ ବାର୍ତ୍ତା

ନୂଆଦିଲ୍ଲୀ,୧୨।୯: BRICS ସମ୍ମିଳନୀ ୨୦୨୬କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଏହି ବାର୍ତ୍ତା ଦେଇଥିଲେ ଯେ, ଏହି ସଂଗଠନ ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବାକୁ ପ୍ରୟାସ କରୁଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?