ବିଜେପୁର ଉପନିର୍ବାଚନ: ୩ଟା ସୁଦ୍ଧା ୫୬.୫% ମତଦାନ

ବରଗଡ଼ ଅଫିସ/ବିଜେପୁର, ୨୧।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ସୋମବାର ମତଦାନ ଚାଲିଛି । ନିର୍ବାଚନମଣ୍ଡଳୀର ୨୮୫ ବୁଥ୍‌ରେ ମତଦାନ ପ୍ରକ୍ରିୟା ଚାଲିଥିବା ବେଳେ ମତଦାନ ହାର ଧୀରେ ଧୀରେ ବଢ଼ିବାରେ ଲାଗିଛି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିବା ବେଳେ ଅପରାହ୍ନ ୩ଟା ସୁଦ୍ଧା ୫୬.୫% ମତଦାନ ହୋଇଥିବା ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି।
ଏଥର ମୋଟ ୨,୩୨,୨୬୪ଜଣ ମତଦାତା ୫ଜଣ ପ୍ରାର୍ଥୀଙ୍କର ଭାଗ୍ୟ ନିର୍ଦ୍ଧାରଣ କରିବେ। ମୋଟ ଭୋଟରଙ୍କ ମଧ୍ୟରେ ପୁରୁଷ ଭୋଟରଙ୍କ ସଂଖ୍ୟା ୧,୨୦,୧୩୫ ରହିଛି। ସେହିପରି ମହିଳାଙ୍କ ସଂଖ୍ୟା ୧,୧୨,୧୧୪ ଓ ୧୫ଜଣ ତୃତୀୟ ଲିଙ୍ଗ ମତଦାତା ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣା-ତାସିଗୁଡ଼ା ଓଏସଆରଟିସି ବସ୍ ବନ୍ଦ: ଲାଭଜନକ ରୁଟ୍‌ରେ ସେବା ଠପ୍, ଆସନ୍ତା ଶନିବାର ସୁଦ୍ଧା…

ଥୁଆମୂଳ ରାମପୁର, ୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ସଦର ମହକୁମା ଭବାନୀପାଟଣାରୁ ଥୁଆମୂଳ ରାମପୁର ଓ ଗୁଣପୁର ଦେଇ ତାସିଗୁଡ଼ା ପର୍ଯ୍ୟନ୍ତ ଚାଲୁଥିବା ସରକାରୀ (ଓଏସଆରଟିସି)…

ପ୍ରଶାସନର ନାକତଳେ ଖୋଲାଖୋଲି ଭାବେ ଶ୍ରମିକ ଚାଲାଣ, ସବୁ ଜାଣି ଶ୍ରମ ବିଭାଗ ଚୁପ୍‌

ଥୁଆମୂଳ ରାମପୁର,୯ା୯(ଦୁର୍ଗା କୀର୍ତ୍ତି): ଗ୍ରାମାଞ୍ଚଳରେ ଶ୍ରମିକଙ୍କୁ ସୋହାଗୀ ନିଯୁକ୍ତି ଏବଂ ମନରେଗା ଯୋଜନାରେ ବେକାର ଯୁବକ ଉପକୃତ ହେଉଥିବା ନେଇ ସରକାରୀ ଦାବିର ସତ୍ୟତା ଏବେ ପଦାରେ…

ତୁରୁମୁଙ୍ଗା ଜାତୀୟ ରାଜପଥ କଡ଼ରୁ ହଟିଲା ଜବରଦଖଲ: ଚାଲିଲା ଜେସିବି, ଥଇଥାନ ଦାବି କଲେ ବ୍ୟବସାୟୀ

ପାଟଣା,୯।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ର ତୁରୁମୁଙ୍ଗା ବଜାର ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ କଡ଼ରୁ ବୁଧବାର ବ୍ୟାପକ ଜବରଦଖଲ ଉଚ୍ଛେଦ…

ଘର ପଛ ଅଣ୍ଡରଗ୍ରାଉଣ୍ଡ୍‌ ସିକ୍ରେଟ୍‌ ଚାମ୍ବରରୁ ଚାଲିଥିଲା କଫ୍‌ ସିରପ୍‌ କାରବାର: ୮୧୩ ବୋତଲ ଜବତ, ମହିଳା ଗିରଫ, ସ୍ୱାମୀ ଫେରାର

ବରଗଡ଼,୯ା୯(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ପୋଲିସ୍‌ ନିଶା କାରବାର ବିରୋଧରେ ନିଜର ଧରପଗଡ଼ ଅଭିଯାନକୁ ଅଧିକ ଜୋରଦାର କରିଛି। ବୁଧବାର ଭଟଲି ଥାନା ପୋଲିସ୍‌ ବଡ଼ମାଳ ଗ୍ରାମରେ…

ଦାଦନ ସମସ୍ୟା ଦୂର ସହ ଯୁବପିଢ଼ିଙ୍କୁ ସ୍ବାବଲମ୍ବୀ କରିବା ଲକ୍ଷ୍ୟରେ ଆଲୋଚନା

ଦାରିଙ୍ଗବାଡ଼ି,୯ା୯(ଅରୁଣ ସାହୁ): କନ୍ଧମାଳ ଜିଲାରୁ ଦାଦନ ସମସ୍ୟା ଦୂର କରିବା ସହ ସ୍ଥାନୀୟ ଅଞ୍ଚଳରେ ରୋଜଗାର ସୃଷ୍ଟି କରି ଯୁବପିଢ଼ିଙ୍କୁ ସ୍ବାବଲମ୍ବୀ କରିବା ଲକ୍ଷ୍ୟରେ ଦାରିଙ୍ଗବାଡ଼ି ଜାଗୃତି…

KBC କୁ ବାଏ ବାଏ କରିବେ ଅମିତାଭ! କୋଟି କୋଟି ପ୍ରଶଂସକଙ୍କୁ ଝଟ୍‌କା…

ମୁମ୍ବାଇ: ହିନ୍ଦୀ ସିନେମାର ମହାନାୟକ ଅମିତାଭ ବଚ୍ଚନ ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି ଦର୍ଶକଙ୍କ ମନୋରଞ୍ଜନ କରିଆସୁଛନ୍ତି। କେବଳ ଜଣେ ଅଭିନେତା ଭାବରେ ନୁହେଁ, ବରଂ…

ଗଣେଶ ପୂଜାକୁ ନେଇ ପୋଲିସର କଡ଼ା ଆଭିମୁଖ୍ୟ: ଡିଜେ ଶୋଭାଯାତ୍ରା ସମ୍ପୂର୍ଣ୍ଣ ନିଷେଧ

ଗଞ୍ଜାମ,୯ା୯(ବିଦ୍ୟାଧର ସାହୁ): ଚଳିତ ମାସ ୧୪ରେ ପାଳିତ ହେବ ଅଗ୍ର୍ୟ ପୂଜ୍ୟ ମହାବିନାୟକ ଗଣେଶ ପୂଜା l ଚଳିତ ବର୍ଷ ଗଣେଶ ପୂଜା ନିମନ୍ତେ କଡା ଆଭିମୁଖ୍ୟ…

କଳାହାଣ୍ଡିରେ ନୂଆ ଡିଆଇପିଆର୍‌ଓଙ୍କ ଯୋଗଦାନ

ଭବାନୀପାଟଣା,୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ନୂତନ ସୂଚନା ଓ ଲୋକସମ୍ପର୍କ ଅଧିକାରୀ (ଡିଆଇପିଆର୍‌ଓ) ଭାବେ ମନୋଜ କୁମାର ବେହେରା ଯୋଗଦେଇଛନ୍ତି। ଭବାନୀପାଟଣାସ୍ଥିତ ଡିଆଇପିଆରଙ୍କ କାର୍ଯ୍ୟାଳୟରେ ଭାରପ୍ରାପ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri