ବିଜେପୁର ଉପନିର୍ବାଚନ: ୭୨% ମତଦାନ

ବରଗଡ଼ ଅଫିସ /ବିଜେପୁର, ୨୧।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ସୋମବାର ସା ୫ଟାରେ ମତଦାନ ପ୍ରକ୍ରିୟା ଶେଷ ହୋଇଛି। ନିର୍ବାଚନ ମଣ୍ଡଳୀର ୨୮୫ ବୁଥ୍‌ରେ ଶେଷ ସୁଦ୍ଧା ୭୨% ମତଦାନ ହୋଇଥିବା ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି। ସେହିପରି ମତଦାନ ସମୟରେ ସେଭଳି କୌଣସି ବିଶୃଙ୍ଖଳା ହୋଇ ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାନୀୟ ଜଳ ପ୍ରକଳ୍ପରୁ ମିଳୁନି ପିଇବା ପାଣି: ୧୦୩ରୁ ୨୨ ଅଚଳ, ବଢ଼ୁଛି ଜନ ଅସନ୍ତୋଷ

ଦିଗପହଣ୍ଡି, ୨୩ ଜୁନ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକର ୨୫ଟି ପଞ୍ଚାୟତ ଅଧୀନ ବିଭିନ୍ନ ଗ୍ରାମରେ ସ୍ଥାପିତ ୧୦୩ଟି ପାନୀୟ ଜଳ ପ୍ରକଳ୍ପ…

ବକେୟା ଋଣ ଚାପରେ ଯୁବକଙ୍କ ଆତ୍ମହତ୍ୟା! କାଜୁ ବଗିଚାରୁ ମିଳିଲା ମୃତଦେହ

ଭଞ୍ଜନଗର, ୨୩।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ଶିଶୁଣ୍ଡା ଗ୍ରାମରେ ଜଣେ ଯୁବକଙ୍କ ସନ୍ଦେହଜନକ ଆତ୍ମହତ୍ୟା ଘଟଣା ଅଞ୍ଚଳରେ ଶୋକାକୂଳ ପରିବେଶ ସୃଷ୍ଟି କରିଛି।…

ତାମିଲନାଡୁ ଗ୍ୟାସ୍‌ ଟ୍ରାଜେଡି: ଭୁବନେଶ୍ୱରରେ ପହଞ୍ଚିଲା ୫ ମୃତଦେହ, ପରିବାରକୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୬: ତାମିଲନାଡୁରେ ଘଟିଥିବା ଦୁଃଖଦ ଗ୍ୟାସ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଓଡ଼ିଆ ଶ୍ରମିକଙ୍କ ମଧ୍ୟରୁ ୫ ଜଣଙ୍କ ମୃତଦେହ ମଙ୍ଗଳବାର ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରକୁ ଅଣାଯାଇଛି।…

କେନ୍ଦ୍ର କ୍ୟାବିନେଟ ଅଦଳବଦଳ: ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦି; ଆସିବ ମନ୍ତ୍ରୀମଣ୍ଡଳ ଲିଷ୍ଟ!

ନୂଆଦିଲ୍ଲୀ,୨୩।୬: କେନ୍ଦ୍ରୀୟ ମନ୍ତ୍ରୀମଣ୍ଡଳରେ ଅଦଳବଦଳ ନେଇ ଚାଲିଥିବା ଚର୍ଚ୍ଚା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି। ପିଏମ ମୋଦୀଙ୍କ…

ବଡ଼ ଧରଣର ଚଢ଼ାଉ: ୧୯ ଦୋକାନୀ ନାଁରେ ମାମଲା ରୁଜୁ, ଜରିମାନା ଆଦାୟ

ରିଷିଡ଼ା ୨୩।୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜିଲାରେ ତମାଖୁ ନିୟନ୍ତ୍ରଣ ଆଇନକୁ କଡ଼ାକଡ଼ି କରିବା ପାଇଁ ଏକ ସ୍ପେଶାଲ…

୩ ଓଡ଼ିଆଙ୍କୁ ପଦ୍ମଶ୍ରୀ: ସାହିତ୍ୟ ଓ କଳା କ୍ଷେତ୍ରରେ ଅବଦାନ ପାଇଁ ସମ୍ମାନ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୩।୬: ଚଳିତ ବର୍ଷର ପଦ୍ମ ପୁରସ୍କାର ପ୍ରଦାନ ସମାରୋହରେ ରାଜ୍ୟର ତିନିଜଣ ବିଶିଷ୍ଟ ବ୍ୟକ୍ତିତ୍ୱଙ୍କୁ ପଦ୍ମଶ୍ରୀ ସମ୍ମାନରେ ଭୂଷିତ କରାଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭବନରେ…

Padma Awards: ଶିବୁ ସୋରେନ, ଆର୍. ମାଧବନ ଓ ରୋହିତ ଶର୍ମାଙ୍କ ସମେତ ଦେଶର ୬୫ ବିଶିଷ୍ଟ ବ୍ୟକ୍ତିତ୍ୱ ସମ୍ମାନିତ

ନୂଆଦିଲ୍ଲୀ,୨୩।୬: ନୂଆଦିଲ୍ଲୀର ରାଷ୍ଟ୍ରପତି ଭବନରେ ଆୟୋଜିତ ‘ସିଭିଲ ଇନଭେଷ୍ଟିଚର ସେରେମୋନି-୨’ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ୨୦୨୬ ବର୍ଷ ପାଇଁ ପଦ୍ମ ପୁରସ୍କାର ପ୍ରଦାନ କରିଛନ୍ତି। ଏହି…

ଆକାଶଙ୍କୁ ଶୁଭେଚ୍ଛା ଜଣାଇଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ

ଭବାନୀପାଟଣା,୨୩।୬(ଉତ୍ତମ କୁମାର ଦାଶ): ତୁର୍କୀର ମରସିନ ଠାରେ ଅନୁଷ୍ଠିତ ୱାର୍ଲ୍ଡ ଆବିଲିଟି ସ୍ପୋର୍ଟ ୟୁଥ୍ ଗେମ୍ସ-୨୦୨୬ରେ କଳାହାଣ୍ଡି ପୁଅ ଆକାଶ ରଞ୍ଜନ ମୁଣ୍ଡ ୨ଟି ସ୍ୱର୍ଣ୍ଣ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri