ବିଜେପୁର ଉପନିର୍ବାଚନ : ୯ଟା ସୁଦ୍ଧା ୧୧ ପ୍ରତିଶତ ମତଦାନ

ବରଗଡ଼ ଅଫିସ/ବିଜେପୁର,୨୧।୧୦(ଡି.ଏନ୍‌.ଏ.) : ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ସୋମବାର ମତଦାନ ଚାଲିଛି । ନିର୍ବାଚନ ମଣ୍ଡଳିର ୨୮୫ଟି ବୁଥ୍‌ରେ ମତଦାନ ପ୍ରକ୍ରିୟା ଚାଲିଥିବା ବେଳେ ମତଦାନ ହାର ଧୀରେ ଧୀରେ ବଢ଼ିବାରେ ଲାଗିଛି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିବା ବେଳେ ସକାଳ ୯ଟା ସୁଦ୍ଧା ଅର୍ଥାତ୍‌ ୨ଘଣ୍ଟା ମଧ୍ୟରେ ୧୧ ପ୍ରତିଶତ ମତଦାନ ହୋଇଥିବା ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଓଡ଼ିଶା ପୋଲିସ ପ୍ରଗତି ଡ୍ୟାସବୋର୍ଡ ରାଙ୍କିଙ୍ଗ୍‌: ପୁରୁଷୋତ୍ତମପୁର ଏସ୍‌ଡିପିଓ, ଗଞ୍ଜାମ ଥାନା ପ୍ରଥମ

ଗଞ୍ଜାମ/ଛତ୍ରପୁର, ୧ା୧ (ଅନାଥ ତରାଇ/ଦିଲୀପ ସାମଲ)- ଓଡ଼ିଶା ପୋଲିସର କ୍ରାଇମ ଆଣ୍ଡ କ୍ରିମିନାଲ ଟ୍ରାକିଙ୍ଗ୍‌ ନେଟ୍‌ୱର୍କ ଆଣ୍ଡ ସିଷ୍ଟମ (ସିସିଟିଏନ୍‌ଏସ୍‌) ଅଧୀନରେ ପ୍ରଗତି ଡ୍ୟାସବୋର୍ଡର ର଼୍ୟାକିଙ୍ଗ୍‌...

ଅବ୍ୟବସ୍ଥା ଘେରରେ ମୋହନା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଡାକ୍ତରଙ୍କ ମରୁଡି, କାମରେ ଆସୁନି …

ମୋହନା,୧। ୧(ମନ୍ମଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାର ସ୍ୱାସ୍ଥ୍ୟ ସେବା ପାଇଁ କୋଟି କୋଟି ଟଙ୍କା ପାଣି ଭଳିଆ ଖର୍ଚ୍ଚ କରି ଚାଲିଛନ୍ତି। କିନ୍ତୁ...

ଏହି ଦିନ ଗଡ଼ିବ ଭାରତର ପ୍ରଥମ ବୁଲେଟ୍ ଟ୍ରେନ୍: ବୁକ୍ କରନ୍ତୁ ଟିକେଟ୍

ନୂଆଦିଲ୍ଲୀ,୧।୧: ଭାରତୀୟ ପରିବହନ କ୍ଷେତ୍ରରେ ଏକ ଐତିହାସିକ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି। ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଘୋଷଣା ଅନୁଯାୟୀ, ଆସନ୍ତା ଅଗଷ୍ଟ ୧୫,...

ଗଞ୍ଜାମ ଜିଲା ଭାଜପା  ସମ୍ପାଦକ ଭାବେ ମନୋନୀତ ହେଲେ ଦୁର୍ଯ୍ୟୋଧନ ରେଡ୍ଡି, ଗୁରୁ ଦାୟିତ୍ୱ ମିଳିବା ପରେ…

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ /ଦିଲ୍ଲୀପ ସାମଲ): ଭାରତୀୟ ଜନତା ପାର୍ଟି(ଭାଜପା) ଗଞ୍ଜାମ ଜିଲା ସମ୍ପାଦକ ଭାବେ ଏନ୍‌ ଦୁର୍ଯ୍ୟୋଧନ ରେଡ୍ଡି (ପିତୁ ଭାଇ)ଙ୍କୁ ମନୋନୀତ କରିଛି ।...

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

ନୂଆ ରେକର୍ଡ କଲା ନନ୍ଦନକାନନ: ବୁଲିଲେ ୪୦ ଲକ୍ଷ ପର୍ଯ୍ୟଟକ

ଭୁବନେଶ୍ୱର,୧।୧: ୨୦୨୫ରେ ନନ୍ଦନକାନନକୁ ରେକର୍ଡ ସଂଖ୍ୟକ ପର୍ଯ୍ୟଟକ ଆଗମନ କରିଥିବା ଗୁରୁବାର ସୂଚନା ମିଳିଛି। ୨୦୨୫ରେ ନନ୍ଦନକାନନକୁ ୪୦ ଲକ୍ଷ ୨୦ହଜାର ୫୩୯ ପର୍ଯ୍ୟଟକ ଆସିଛନ୍ତି।...

ରାଜଧାନୀରେ ମଦର ମାହୋଲ: ୭ ଦିନରେ ୩୨ କୋଟି ଟଙ୍କାର ମଦ ପିଇଲେ ଭୁବନେଶ୍ୱରବାସୀ

ନୂଆଦିଲ୍ଲୀ,୧।୧: ନୂଆବର୍ଷ ସ୍ୱାଗତ ଉତ୍ସବକୁ ନେଇ ସାରା ରାଜଧାନୀ ଚଳଚଞ୍ଚଳ ଥିବାବେଳେ, ମଦ ବିକ୍ରି କ୍ଷେତ୍ରରେ ଏକ ନୂଆ ରେକର୍ଡ ସୃଷ୍ଟି ହୋଇଛି। ଅବକାରୀ ବିଭାଗର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri