ବିଜୟଙ୍କ ରୋଡ୍‌ ଶୋ’ରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସାମିଲ

ପାଟକୁରା,୧୪।୭(ଡି.ଏନ୍‌.ଏ.) : କେନ୍ଦ୍ରାପଡ଼ା ଜିଲା ପାଟକୁରା ନିର୍ବାଚନମଣ୍ଡଳୀରେ ଭାଜପା ପ୍ରାର୍ଥୀ ବିଜୟ ମହାପାତ୍ରଙ୍କ ରୋଡ୍‌ ଶୋ’ରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସାମିଲ ହୋଇଛନ୍ତି। ବିଜୟ ମହାପାତ୍ର ରାଜ୍ୟର ଜଣେ ଟାଣୁଆ ନେତା। ସେ ନିର୍ବାଚିତ ହେଲେ ପାଟକୁରା ଅଞ୍ଚଳ ଅଧିକ ବିକଶିତ ହେବ ବୋଲି ଧର୍ମେନ୍ଦ୍ର ଭୋଟରଙ୍କୁ କହିଛନ୍ତି। ଗରଦପୁର ବ୍ଲକର ମଧୁ, ବଡ଼ବେତ୍ରା, ଭଗବାନପୁର, ସାନଓଢ଼ଙ୍ଗା, ତିକନପୁର ଏବଂ ନଡ଼ିଆବରେଇରେ ଭାଜପା ରୋଡ୍‌ ଶୋ’ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର: ଅକ୍ଟୋବର ୧ରୁ ଏମାନଙ୍କୁ ଆଉ ମିଳିବନି LPG ସିଲିଣ୍ଡର, କେନ୍ଦ୍ର ସରକାର ନେଲେ କଡ଼ା ଆକ୍ସନ

ନୂଆଦିଲ୍‌ଲୀ,୩୦।୯: କେନ୍ଦ୍ର ସରକାର ଏବଂ ତୈଳ କମ୍ପାନୀଗୁଡ଼ିକ ଅକ୍ଟୋବର ୧ ତାରିଖରୁ ଏଲପିଜି ସବସିଡି (LPG Subsidy) ପାଇଁ ଇ-କେୱାଇସି (e-KYC) ବାଧ୍ୟତାମୂଳକ କରିଛନ୍ତି। ଏହି ସମୟରେ…

ଦାଉ ସାଧୁଛି ମହାନଦୀ ବନ୍ୟା: ନଷ୍ଟ ହେଉଛି ଫସଲ, ଆନ୍ଦୋଳନ ଚେତାବନୀ ଦେଇ ଚାଷୀ କହିଲେ…

ମଜାକାଳପଡ଼ା,୩୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡ଼ାଶାଳୀ ସ୍ଲୁଇସ୍‌କ୍ରିକ ଖୋଲାପଡିଛି। ଏହାଦ୍ୱାରା ମହାନଦୀରେ ଆସିଥିବା ଚତୁର୍ଥ ବନ୍ୟା ଜଳ ପ୍ରବେଶ କରି ଚାଷୀଙ୍କ ଧାନ…

୫ ରାଶି ଉପରେ ଶନିଙ୍କ କୋପଦୃଷ୍ଟି: ୧୧ ଡିସେମ୍ୱର ପର୍ଯ୍ୟନ୍ତ ରହିବାକୁ ହେବ ସତର୍କ, ଆରମ୍ଭ ହେଲା ଘୋର ଶନିଦଶା!

ଶନି ଗ୍ରହ ୨୭ ଜୁଲାଇ ୨୦୨୬ରେ ବକ୍ରୀ ହୋଇଥିଲେ। ଏବେ ୧୧ ଡିସେମ୍ୱରରେ ଶନି ମାର୍ଗୀ ହେବେ। ଏହି ସମୟ ମଧ୍ୟରେ ଶନିଙ୍କର ବକ୍ରୀ ଚଳନ ୫ଟି…

ଭୟାବହ ଅଗ୍ନିକାଣ୍ଡ: ଶୋ-ରୁମରେ ୫୦ରୁ ଅଧିକ ବାଇକ ଭସ୍ମ

ବାଲେଶ୍ୱର, ୩୦।୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ବୁଧବାର ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ। ସହଦେବଖୁଣ୍ଟା ମ୍ୟୁନିସିପାଲ ହାଇସ୍କୁଲ ସମ୍ମୁଖରେ ଥିବା ଏକ ହିରୋ ବାଇକ ଶୋ-ରୁମରେ ପୂର୍ବାହ୍ନରେ…

ପହଲଗାମ ଆକ୍ରମଣର ପ୍ରତିଶୋଧ ନେଲା ଭାରତ: ଟଳିପଡ଼ିଲେ ମୂସା

ଶ୍ରୀନଗର,୩୦।୯: ଜମ୍ମୁ-କଶ୍ମୀରର ବଡଗାମ ଜିଲାରେ ସୁରକ୍ଷାବାହିନୀକୁ ବଡ଼ ସଫଳତା ମିଳିଛି। ୟୁସମର୍ଗ ଅଞ୍ଚଳରେ ଚାଲିଥିବା ତଲାସୀ ଅଭିଯାନ ବେଳେ ପାକିସ୍ତାନ ଭିତ୍ତିକ ଆତଙ୍କୀ ସଂଗଠନ ଲସ୍କର-ଏ-ତୋଏବା (LeT)ର…

ଓଡ଼ିଶା ପାଇଁ ଗୌରବ ଆଣିଲେ ଆଶୀର୍ବାଦ: ମାଉଣ୍ଟ ମଚୋଇ-୨ ଶିଖରରେ ଉଡ଼ାଇଲେ ତ୍ରିରଙ୍ଗା

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ କୁଲିତା ଟୁକୁରା ଗ୍ରାମର ପର୍ବତାରୋହୀ ଆଶୀର୍ବାଦ ମହାପାତ୍ର ପ୍ରାୟ ୫,୧୩୦ ମିଟର(୧୬,୮୩୦ ଫୁଟ) ଉଚ୍ଚତାବିଶିଷ୍ଟ ଜମ୍ମୁ-କଶ୍ମୀରର ମାଉଣ୍ଟ ମଚୋଇ-୨…

ସନ୍ତାନ ବତ୍ସଳତା

ଅମୃତ କାଳରେ ଅସହାୟତାର ଦୌଡ଼ ଜୀବନର ଦୌଡ଼ରେ ସମସ୍ତଙ୍କ ପାଖରେ ସମାନ ସୁଯୋଗ ନ ଥାଏ। କାହା ପାଖରେ ଦାମୀ ଜୋତା ଥାଏ, କାହା ପାଖରେ ଆଧୁନିକ…

ସଭ୍ୟତାର ନୀରବ ନିର୍ମାତା

କେବେ କ୍ଳାନ୍ତ, କେବେ ନିରାଶ, କେବେ ବିଷାଦ ପୁଣି କେବେ ହତାଶ- ଏସବୁ ଭିତରେ ବି ଯିଏ ହସିହସି ପ୍ରତିଦିନ ପିଲାଙ୍କ ଆଗରେ ଛିଡ଼ା ହୋଇପାରନ୍ତି, ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?