ବିଜୟା ଦଶମୀରେ ମହିଳାଙ୍କ ସିନ୍ଦୂର ଖେଳ

ବାରିପଦା ଅଫିସ,୮।୧୦- ସଂସ୍କୃତି ଓ ପରମ୍ପରାକୁ ନେଇ ଉତ୍ତର ଓଡ଼ିଶାର ସାଂସ୍କୃତିକ ପ୍ରାଣ କେନ୍ଦ୍ର ବାରିପଦା ସହର ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ସହରର ୨୬ଟି ପୂଜାମଣ୍ଡପରେ ଜଗତଜନନୀ ମା ଦୁର୍ଗା, ହରାପର୍ବତୀ ଓ ହନୁମାନଙ୍କ ପୂଜାର୍ଚ୍ଚନା କରାଯାଉଛି। ବିଜୟାଦଶମୀରେ ପରମ୍ପରା ମୁତାବକ ସ୍ବାମୀମାନଙ୍କ ମଙ୍ଗଳ ମନାସୀ ମହିଳାମାନେ ସ୍ବତନ୍ତ୍ର ପୂଜାର୍ଚ୍ଚନା କରିଛନ୍ତି। ପ୍ରାୟ ସମସ୍ତ ପୂଜା ମଣ୍ଡପରେ ଏହି ପୂଜାର୍ଚ୍ଚନା ହୋଇଛି। ପୂଜାର୍ଚ୍ଚନା ପରେ ମହିଳାମାନେ ପରସ୍ପରକୁ ସିନ୍ଦୂର ବୋଳିଥିଲେ। ବାରିପଦା ସହରର ବାରୁଣୀରୋଡ଼ ଦୁର୍ଗା ପୂଜାମଣ୍ଡପରେ ଏଥିପାଇଁ ମହିଳାମାନଙ୍କ ଭିଡ଼ ଲାଗିରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହୃଦ୍‌ଘାତରେ ଚାଲିଗଲା ଡାକ୍ତରଙ୍କ ଜୀବନ

ଖଡିଆଳ,୧୩ା୧୦ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଚଲାନପଡ଼ା ଗ୍ରାମର ଆୟୁଷ ଡାକ୍ତର ଚିତ୍ତରଞ୍ଜନ ରାଉତ (୫୫)ଙ୍କ ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ବୋଡ଼େନ ବ୍ଲକ…

ଲୁକ୍କାୟିତ ପ୍ରତିଭାକୁ ଲୋକଲୋଚନକୁ ଆଣିବାର ମାଧ୍ୟମ ‘ସୁରଭି’

ଦାରିଙ୍ଗବାଡ଼ି,୧୩।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ବ୍ଲକସ୍ତରୀୟ ‘ସୁରଭି-୨୦୨୬’ କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି। ଛାତ୍ରୀଛାତ୍ରଙ୍କ ମଧ୍ୟରେ ଥିବା ଲୁକ୍କାୟିତ…

ଅମାନତ ଟଙ୍କାକୁ ନେଇ ଟଣାଓଟରା, ଯନ୍ତ୍ରୀ-ଛାୟା ଠିକାଦାର ମୁହାଁମୁହିଁ

କଟକ ସଦର, ୧୩।୧୦ (ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ୍‌ରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅମାନତ ରାଶି ଉଠାଣକୁ ନେଇ ଯନ୍ତ୍ରୀ ଓ ଛାୟା ଠିକାଦାରଙ୍କ…

କାନ୍ଦୁଲ ଜଙ୍ଗଲକୁ ଯାଇଥିଲେ ବେତେସା: ହଠାତ୍‌ ଆକ୍ରମଣ କଲା ମହୁମାଛି, ଆଉ ତା’ପରେ…

ମୋହନା,୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ମହୁମାଛି ଆକ୍ରମଣରେ ଜଣେ ୫୨ ବର୍ଷୀୟ ବ୍ୟକ୍ତି ଗୁରୁତର ହୋଇପଡ଼ିଛନ୍ତି। ଗୁରୁତର ବ୍ୟକ୍ତି ହେଉଛନ୍ତି କଟାମା ପଞ୍ଚାୟତ ଅନ୍ତର୍ଗତ…

ପାଣିପାଗ ବିଭାଗର ବଡ଼ ଅପ୍‌ଡେଟ୍‌: ୧୦ ଜିଲାରୁ ଫେରିଗଲା ମୌସୁମୀ, ଜାଣନ୍ତୁ…

ଭୁବନେଶ୍ୱର,୧୩।୧୦: ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁପ୍ରତ୍ୟାହାର ଜାରି ରହିଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ୧୦ ଜିଲାରୁ ମୌସୁମୀ ବାୟୁ ସଂପୂର୍ଣ୍ଣ ବିଦାୟ ନେଇଥିବା ପାଣିପାଗ ବିଭାଗ ପକ୍ଷରୁ…

ଭିଜିଲାନ୍ସ ଜାଲରେ ସଇଁତଳା RI: ୩ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଲେ

ବଲାଙ୍ଗୀର, ୧୩।୧୦(ସୁନିଲ କୁମାର ମହାନ୍ତି): ଲାଞ୍ଚ ନେବା ଅଭିଯୋଗରେ ବଲାଙ୍ଗୀର ଜିଲା ସଇଁତଳା ରାଜସ୍ବ ସର୍କଲର ରାଜସୱ ନିରୀକ୍ଷକ (RI) ଆଲନ ବେହେରାଙ୍କୁ ଓଡ଼ିଶା ଭିଜିଲାନ୍ସ ମାଡ଼ିବସିଛି।…

ଶିକ୍ଷାର ଗୁଣାତ୍ମକ ଉନ୍ନତି ଶିକ୍ଷାର୍ଥୀଙ୍କ ଫଳାଫଳ ସମୀକ୍ଷା ଉପରେ ଗୁରୁତ୍ୱ

ଥୁଆମୂଳ ରାମପୁର, ୧୩।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ, ଭବାନୀପାଟଣା ଆନୁକୂଲ୍ୟରେ ଥୁଆମୂଳ ରାମପୁର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ‘ପ୍ରକାଶ ୩.୦’…

ଭୟୂରଭଞ୍ଜରେ ଲଜ୍ଜା, ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର

ଉଦଳା,୧୩।୧୦: ଭୟୂରଭଞ୍ଜ ଜିଲା ଉଦଳା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?