Posted inଜାତୀୟ

‘ବିଜୟ ଜ୍ୟୋତି’ ଜଳାଇଲେ ରାଜନାଥ

ନୂଆଦିଲ୍ଲୀ,୧୫ା୭(ପି.ଟି.): ଅପରେଶନ୍‌ ବିଜୟର ୨୦ତମ ବାର୍ଷିକୀ ଅବସରରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ରବିବାର ଜାତୀୟ ଯୁଦ୍ଧ ସ୍ମାରକୀଠାରେ ‘ବିଜୟ ଜ୍ୟୋତି’ ଜଳାଇଛନ୍ତି। ଏହି ବିଜୟ ଜ୍ୟୋତିକୁ ସେନାର ଏକ ମୋଟରସାଇକ୍ଲିଷ୍ଟ ଟିମ୍‌ ୧୧ଟି ସହର ଓ ମହାନଗର ପରିକ୍ରମା କରାଇ ୨୬ ତାରିଖ ବିଜୟ ଦିବସରେ ଦ୍ରାସ୍‌ସ୍ଥିତ କାର୍ଗିଲ ଯୁଦ୍ଧ ସ୍ମାରକସ୍ଥଳୀରେ ପହଞ୍ଚାଇବେ। ଯୁଦ୍ଧରେ ଦେଶ ପାଇଁ ପ୍ରାଣବଳୀ ଦେଇଥିବା ଯବାନମାନଙ୍କୁ ସମ୍ମାନ ଜଣାଇ ପ୍ରତିବର୍ଷ ଜୁଲାଇ ୨୬ରେ କାର୍ଗିଲ ବିଜୟ ଦିବସ ପାଳନ କରାଯାଇଥାଏ। ଜାତୀୟ ଯୁଦ୍ଧ ସ୍ମାରକୀଠାରେ ଥିବା ଅମର ଯବାନ ଜ୍ୟୋତିଠାରେ ରାଜନାଥ ଓ ସେନାଧ୍ୟକ୍ଷ ଜେନେରାଲ ବିପିନ୍‌ ରାଓ୍ବତ ଶହୀଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହଜମ କ୍ରିୟାକୁ ସକ୍ରିୟ କରେ ଖଜୁରି

ଖଜୁରିରେ ଫାଇବର୍‌, କ୍ୟାଲ୍‌ସିୟମ୍‌ ଏବଂ ମ୍ୟାଗ୍ନେସିୟମ୍‌ ଆଦି ପ୍ରଚୁର ପରିମାଣରେ ଭରି ରହିଛି। ଖଜୁରିକୁ ଆମେ ସବୁ ସମୟରେ ଖାଇପାରିବା, କିନ୍ତୁ ମୁଖ୍ୟତଃ ଏହାକୁ ସକାଳ ଜଳଖିଆ…

ବଲାଙ୍ଗୀର ତହସିଲ୍ ଅଫିସ ପରିସରେ ଜଳିଗଲା ବୁଲେଟ୍, କେମିତି ଲାଗିଲା ନିଆଁ?

ବଲାଙ୍ଗୀର,୧୩।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଅଭାବନୀୟ ଘଟଣା । ଜଣେ ଓକିଲ ତାଙ୍କ ବୁଲେଟ୍ ରଖି ରେକର୍ଡ ରୁମକୁ ଯାଇଥିବା ବେଳେ ହଠାତ୍…

ମହିଳାଙ୍କୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଅପେକ୍ଷାର ଅନ୍ତ ହେବାକୁ…

ନୂଆଦିଲ୍ଲୀ,୧୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ନାରୀ ଶକ୍ତି ବନ୍ଦନ ସମ୍ମିଳନୀକୁ ସମ୍ବୋଧିତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଦେଶର ବିକାଶ ଯାତ୍ରାର ଏହି ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ…

ଅପମାନିତ ପରେ ମନ ବୁଝିଲାନି, ପୁଣି ଥରେ ଆମେରିକା-ଇରାନ ମଧ୍ୟରେ ଆଲୋଚନା ପାଇଁ ପାକିସ୍ତାନ…

ଇସଲାମାବାଦ,୧୩ା୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ବିଫଳ ହେବା ପରେ, ପାକିସ୍ତାନ ଦୁଇ ଦେଶକୁ ଆଲୋଚନା ଟେବୁଲକୁ ଫେରାଇ ଆଣିବା ପାଇଁ…

ବନ୍ଧାହେଲେ କୁବେର ଗୁଡାରି ରେଞ୍ଜର

ଗୁଡାରି,୧୩।୪(ପ୍ରମୋଦ କୁମାର ପତି): ଗୁଡାରି ରେଞ୍ଜର ସୁକୁମାର ଦୁଖୁ ରବିବାର ରାତିରେ ଓଡିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଗୁଡାରି ରେଞ୍ଜର ନିଜ ଅଫିସ ଗାଡ଼ି (ବୋଲେରୋ…

ରଙ୍ଗ ରୁଟ୍‌ରେ ପଶିଆସିଲା ହାଇଓ୍ବା: ଧକ୍କାଦେଲା କଲେଜ ବସ୍‌,୧୫ରୁ ଉର୍ଦ୍ଧ୍ୱ ଛାତ୍ର ଗୁରୁତର  

କଳିଙ୍ଗନଗର,୧୩୪(ଶୁଭାଶିଷ ରାଉତ ): ଯାଜପୁର ଜିଲା କୋରେଇ ଥାନା ଅନ୍ତର୍ଗତ ଓଉପଦା ଛକ ନିକଟରେ ଏକ ଘରୋଇ କଲେଜ(ପ୍ରୟାସ)ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ରଙ୍ଗରୁଟରେ ପଶିଆସିଥିବା ଏକ ହାଇୱାକୁ…

ଶାନ୍ତି ଆଲୋଚନା ବାଟବଣା ହେବା ବେଳେ, ଆକ୍ରମଣାତ୍ମକ ମନୋଭାବ ଗ୍ରହଣ କରିଛନ୍ତି ଟ୍ରମ୍ପ

ଓ୍ବାଶିଂଟନ,୧୩।୪: ପାକିସ୍ତାନରେ ଆମେରିକା-ଇରାନ ‘ଶାନ୍ତି ଆଲୋଚନା’ ବିଫଳ ହୋଇଛି। ଇରାନ ଆମେରିକୀୟ ପ୍ରସ୍ତାବକୁ ଗ୍ରହଣ କରିବାକୁ ମନା କରିଛି। ଫଳସ୍ବରୂପ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ…

ଯୁବ ବ୍ୟବସାୟୀଙ୍କୁ ଗାଡ଼ି ଚଢ଼ାଇ ହତ୍ୟା ଉଦ୍ୟମ: ପ୍ରି ପ୍ଲାନ୍‌ରେ ଲୁଚାଯାଇଥିବା ଗାଡ଼ି ଜବତ

ବଲାଙ୍ଗୀର/ସଇଁତଳା,୧୩।୪(ସୁନିଲ ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଳା ଜାତୀୟ ରାଜପଥ-୨୬ ନବୀନ ଛକ ନିକଟରେ ଶୁକ୍ରବାର ଅପରାହ୍ନ ସମୟରେ ଏକ ଚାରି ଚକିଆ ଗାଡ଼ି ମଡ଼ାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri