ବିଡ଼ିପୁର କଲେଜରୁ ଚୋରି

ଭଞ୍ଜନଗର,୧୫।୬(ଡି.ଏନ.ଏ.)-ଜଗନ୍ନାଥପ୍ରସାଦ ବ୍ଲକ ବିଡ଼ିପୁରସ୍ଥିତ ତେନ୍ତୁଳିଆ ଶାସନ ଦେବସ୍ଥାନ କଲେଜରୁ ଶୁକ୍ରବାର ରାତିରେ ଚୋରି ହୋଇଛି । ଦୁର୍ବୃତ୍ତମାନେ ଅଫିସ୍‌ କବାଟ ଭାଙ୍ଗି ଗୋଟିଏ କମ୍ପ୍ୟୁଟର, ଗୋଟିଏ ଟିଭି ଓ ଇନଭଟର ଚୋରାଇ ନେଇଛନ୍ତି। ଶନିବାର ସକାଳେ କଲେଜ କର୍ମଚାରୀ ପହଞ୍ଚିବା ପରେ ଚୋରି ସମ୍ପର୍କରେ ଜାଣିବାକୁ ପାଇଥିଲେ। ଏହାପରେ କଲେଜ ଅଧ୍ୟକ୍ଷ ପ୍ରଭାକର ଶତପଥୀ ଜଗନ୍ନାଥପ୍ରସାଦ ଥାନାରେ ଘଟଣା ସମ୍ପର୍କରେ ଲିଖିତ ଭାବେ ଅଭିଯୋଗ କରିଥିଲେ । ଅପରାହ୍ନରେ ସାଇଣ୍ଟିଫିକ୍‌ ଟିମ୍‌ ଓ ସନ୍ଧାନୀ କୁକୁର ଆସି ଘଟଣାର ତଦନ୍ତ କରିଛି । ଖୁବଶୀଘ୍ର ଅଭିଯୁକ୍ତ ଚିହ୍ନଟ ହୋଇଯିବେ ବୋଲି ପୋଲିସ ଆଶା ରଖିଛି । କଲେଜରେ ସିସିଟିଭି କ୍ୟାମେରା ବ୍ୟବସ୍ଥା ଥିତ୍ବାବେଳେ ଚୋରି ହୋଇଥିବା ରୁମ୍‌ରେ ଏହି ବ୍ୟବସ୍ଥା ନଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...

ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ… 

ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...

ଦିଗପହଣ୍ଡିରେ ଖୋଲିଲା ଧାନମଣ୍ଡି: ଜିଲାପାଳ କଲେ ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ ମଙ୍ଗଳବାର ଦିଗପହଣ୍ଡି ବ୍ଳକ ଫାସିଗୁଡା ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି କାର୍ଯ୍ୟାଳୟ ପରିସରରେ ପହଞ୍ଚି...

କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ପ୍ରସ୍ତୁତି: ବିଧାୟକ କହିଲେ….

ଭଞ୍ଜନଗର,୨୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ଅନୁଷ୍ଟିତ...

ବିଜୁଙ୍କୁ ମିଳିଲା ଆଜୀବନ କାରାଦଣ୍ଡ: ଅଢେଇ ବର୍ଷ ତଳେ…

ବ୍ରହ୍ମପୁର, ୨୩/୧୨(ସୁବାସ ଚନ୍ଦ୍ର ପାଢ଼ୀ): ଜିଲା ଜଜ ଅଶାନ୍ତ କୁମାର ଦାସ ମଙ୍ଗଳବାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତଙ୍କୁ ଦୋଷୀ...

ଗାଁକୁ ଫେରୁଥିଲେ ଦୁଇ ସାଙ୍ଗ: କଲେଜ ଛକରେ ହେଲା ବଡ଼ Accident, ଛିଟିକି ପଡିଲେ…

ଗଞ୍ଜାମ,୨୩।୧୨: ଗଞ୍ଜାମ ଜିଲା ଛତ୍ରପୁର କଲେଜ ଛକ ନିକଟ ଜାତୀୟ ରାଜପଥରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଅଜଣା ଗାଡି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ...

କେନାଲ ଭିତରେ ପଡ଼ିଛି ନରକଙ୍କାଳ, ଏଥିରେ ଲାଗିଛି…

ବ୍ରହ୍ମପୁର,୨୩ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଏକ କେନାଲ ଭିତରେ ପଡ଼ିଛି ନରକଙ୍କାଳ। ଏହାକୁ ନେଇ ଏବେ ବ୍ରହ୍ମପୁର ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ନିମଖଣ୍ଡି ଥାନା ପୋଲିସ କଙ୍କାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri