ବିତ୍ତୀୟ ନିଅଣ୍ଟ ୬୧% ଟପିଲା

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାରଙ୍କ ବିତ୍ତୀୟ ନିଅଣ୍ଟ ପରିମାଣ ଜୁନ୍‌ରେ ଶେଷ ହୋଇଥିବା ତ୍ରୈମାସରେ ୪.୩୨ ଲକ୍ଷ କୋଟି ଟଙ୍କାରେ ପହଞ୍ଚତ୍ୟାଇଛି, ଯାହା କି ବଜେଟ ଅନୁମାନର ୬୧.୪%। ମହାଲେଖା ନିୟନ୍ତ୍ରକ(ସିଜିଏ) ବୁଧବାର ଜାରି କରିଥିବା ତଥ୍ୟ ଅନୁଯାୟୀ ନିରପେକ୍ଷ ରୂପରେ ବିତ୍ତୀୟ ନିଅଣ୍ଟ ପରିମାଣ ଜୁନ୍‌ରେ ବୃଦ୍ଧିପାଇଛି। ଆର୍ଥିକ ବର୍ଷ ୨୦୧୮-୧୯ରେ ଏହି ଅବଧିରେ ନିଅଣ୍ଟ ପରିମାଣ ବଜେଟର ୬୮.୭ ପ୍ରତିଶତ ରହିଥିଲା। ସୂଚନାଥାଉ କି, ଆର୍ଥିକ ବର୍ଷ ୨୦୧୯-୨୦ରେ ବିତ୍ତୀୟ ନିଅଣ୍ଟ ପରିମାଣ ୭.୦୩ ଲକ୍ଷ କୋଟି ଟଙ୍କା ହେବ ବୋଲି ସରକାର ଅନୁମାନ କରିଛନ୍ତି। ବିତ୍ତୀୟ ନିଅଣ୍ଟକୁ ଚଳିତ ଆର୍ଥିକ ବର୍ଷରେ ବଜେଟର ୩.୪% ମଧ୍ୟରେ ରଖିବାକୁ କେନ୍ଦ୍ର ସରକାର ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି। ସିଜିଏ ତଥ୍ୟ ଅନୁଯାୟୀ ଏପ୍ରିଲ-ଜୁନ ଅବଧିରେ ସରକାର ବଜେଟ ଅନୁମାନର ୧୪.୪ ପ୍ରତିଶତ ରାଜସ୍ବ ଆୟ କରିଛନ୍ତି। ବର୍ଷକ ପୂର୍ବେ ଏହା ୧୫.୫% ରହିଥିଲା। ଜୁନ ସୁଦ୍ଧା ସରକାର ୨.୮୪ ଲକ୍ଷ କୋଟି ଟଙ୍କାର ରାଜସ୍ବ ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପହିଲି ରଜରେ କମିଲା ତେଲ ଦର! ଭୁବନେଶ୍ୱର ଏତିକି ଅଛି ପ୍ରାଇସ….

ଭୁବନେଶ୍ୱର୧୪।୬: ପାକିସ୍ତାନଠାରୁ ଆରମ୍ଭ କରି ଆମେରିକା ପର୍ଯ୍ୟନ୍ତ, ବିଶ୍ୱର ସମସ୍ତ ଦେଶରେ ପେଟ୍ରୋଲ-ଡିଜେଲ ଦର ଆକାଶଛୁଆଁ ହେବାରେ ଲାଗିଛି, କିନ୍ତୁ ଭାରତ ହେଉଛି ଏକମାତ୍ର ଦେଶ ଯେଉଁଠାରେ…

୪ଟଙ୍କା କମିଲା ପେଟ୍ରୋଲ ଦର, ଜାଣନ୍ତୁ ନୂଆ ଦର

ନୂଆଦିଲ୍ଲୀ,୧୩।୬: ପାକିସ୍ତାନ ସରକାର ପେଟ୍ରୋଲ ଏବଂ ଡିଜେଲ ଦରରେ କ୍ରମାଗତ ପଞ୍ଚମ ଥର ପାଇଁ ହ୍ରାସ କରିଛନ୍ତି। ଇନ୍ଧନ ମୂଲ୍ୟ କମିବା ଦ୍ୱାରା ସାଧାରଣ ଜନତା ଉପକୃତ…

Term Insurance ପାଇଁ ୫୫ ନା ୮୦ ବର୍ଷର କଭର୍‌ ଶ୍ରେଷ୍ଠ? ଜାଣନ୍ତୁ କେଉଁଥିରେ ଅଛି ଆପଣଙ୍କ ଫାଇଦା

ନୂଆଦିଲ୍ଲୀ,୧୧।୬: ନିଜ ପରିବାରର ଭବିଷ୍ୟତକୁ ସୁରକ୍ଷିତ କରିବା ପାଇଁ ଟର୍ମ ଇନସ୍ୟୁରାନ୍ସ ବା ଟର୍ମ ପ୍ଲାନ ନେବା ହେଉଛି ସବୁଠାରୁ ପ୍ରଥମ ଏବଂ ବୁଦ୍ଧିମାନ ପଦକ୍ଷେପ। କିନ୍ତୁ…

୩୦ ଜୁନ୍ ସୁଦ୍ଧା କରିନିଅନ୍ତୁ ଇ-କେୱାଇସି, ନଚେତ୍ ବନ୍ଦ ହୋଇଯିବ ଗ୍ୟାସ୍ ସବ୍‌ସିଡି-ସିଲିଣ୍ଡର ଡେଲିଭରି!

ନୂଆଦିଲ୍ଲୀ,୧୧ା୬: ଯଦି ଆପଣ ସମୟ ଅନୁସାରେ ଘରକୁ ଗ୍ୟାସ୍ ସିଲିଣ୍ଡରର ଡେଲିଭରି ଚାହୁଁଛନ୍ତି ଏବଂ ଏହା ଉପରେ ମିଳୁଥିବା ସବ୍‌ସିଡିର ଲାଭ ଉଠାଇବାକୁ ଚାହୁଁଛନ୍ତି, ତେବେ ଏହି…

ଫ୍ରିଜ୍ କିଣିବାକୁ ଯାଉଛନ୍ତି କି? ଜାଣନ୍ତୁ ଷ୍ଟାବିଲାଇଜର୍ ଲଗାଇବା ଜରୁରୀ କି ନୁହେଁ…

ନୂଆଦିଲ୍ଲୀ,୧୧ା୬: ଆଜିକାଲି ପ୍ରତ୍ୟେକ ଘର ପାଇଁ ରେଫ୍ରିଜରେଟର ବା ଫ୍ରିଜ୍ ଏକ ଅତ୍ୟାବଶ୍ୟକ ସାମଗ୍ରୀ ପାଲଟିଛି। ବିଶେଷ କରି ଗ୍ରୀଷ୍ମ ଋତୁରେ ପାଣି ଥଣ୍ଡା କରିବା ଠାରୁ…

Inverter Care: ବାରମ୍ବାର କାର୍ବନ ଜମି ଇନଭର୍ଟର ଖରାପ ହେଉଛି କି? ଜାଣନ୍ତୁ ସଫା କରିବାର ୩ ସହଜ ଉପାୟ…

ନୂଆଦିଲ୍ଲୀ,୧୦।୬: ଇନଭର୍ଟର ଆଜିର ସମୟରେ ପ୍ରତ୍ୟେକ ଘରର ଏକ ଅତି ଜରୁରୀ ଆବଶ୍ୟକତା ପାଲଟିଛି। ବିଶେଷ କରି ଗ୍ରୀଷ୍ମ ଋତୁରେ ଯେତେବେଳେ ବାରମ୍ବାର ବିଦ୍ୟୁତ କାଟ୍ (Power Cut)…

ଶସ୍ତା ହେଲା ସୁନା; ୪ହଜାରରୁ ଅଧିକ ହ୍ରାସ, ଜାଣନ୍ତୁ କେତେ ରହିଛି ୨୨-୨୪ କ୍ୟାରେଟର ଦାମ୍

ନୂଆଦିଲ୍ଲୀ,୧୦।୬: ଆଜି ଅନ୍ତର୍ଜାତୀୟ ଏବଂ ଘରୋଇ ସୁନା ବଜାରରେ ସୁନା ଏବଂ ରୂପା ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ପରିଲକ୍ଷିତ ହେଉଛି । ପଶ୍ଚିମ ଏସିଆରେ ଇରାନ…

ପେଟ୍ରୋଲ-ସିଲିଣ୍ଡର ପରେ ଏବେ ମହଙ୍ଗା ହେବ ବିମାନ ଯାତ୍ରା

ନୂଆଦିଲ୍ଲୀ,୧୦।୬: ସରକାରଙ୍କ ନୂତନ ମୂଲ୍ୟ ସ୍ଥିରୀକରଣ ଯୋଜନା ଅନୁଯାୟୀ, ଘରୋଇ ବିମାନ କମ୍ପାନୀଗୁଡ଼ିକ ଏବେ ତିନି ବର୍ଷ ପର୍ଯ୍ୟନ୍ତ ବିମାନ ଟର୍ବାଇନ ଇନ୍ଧନ (ATF) ମୂଲ୍ୟ ସ୍ଥିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri