ବିଦାୟ ନେଲେ ମା’ ଗଜଲକ୍ଷ୍ମୀ

ଗଞ୍ଜାମ,୨୧।୧୦(ଡି.ଏନ୍‌.ଏ.): ଗଞ୍ଜାମ ବଡ଼ବଜାର ଅସ୍ଥାୟୀ ପୂଜା ମଣ୍ଡପରେ ୮ ଦିନ ଧରି ପୂଜା ପାଉଥିବା ଧନଦାତ୍ରୀ ମା’ ଗଜଲକ୍ଷ୍ମୀ ରବିବାର ସନ୍ଧ୍ୟାରେ ସହରବାସୀଙ୍କଠାରୁ ବିଦାୟ ନେଇଛନ୍ତି। ଏହି ଅବସରରେ ଭସାଣି ଉତ୍ସବ ଅନୁଷ୍ଠିତ ହୋଇଥିଲା। ଶେଷ ଦିନରେ ସନ୍ଧ୍ୟା ଆଳତି ଏବଂ ପୂଜାର୍ଚ୍ଚନା ପରେ ମା’ଙ୍କୁ ବଜାର ପରିକ୍ରମା କରାଯାଇ ଋଷିକୂଲ୍ୟାରେ ବିସର୍ଜନ କରାଯାଇଥିଲା। ପ୍ରତିବର୍ଷ ବଣିକ ସଂଘ ପକ୍ଷରୁ ଏହି ପୂଜାର ଆୟୋଜନ କରାଯାଉଛି। ଏହାକୁ ସଂଘ ସଭାପତି ଗୌରୀଶଙ୍କର ବାରିକି, ସମ୍ପାଦକ କାହ୍ନୁଚରଣ ପଣ୍ଡା, ଉପସଭାପତି ଗଣେଶ ପଟ୍ଟନାୟକ, କୋଷାଧ୍ୟକ୍ଷ ଜି.ରାମଦାସ ରେଡ୍ଡୀ, ଅନି ପଟ୍ଟନାୟକ, ଜଗୁ ରେଡ୍ଡୀ, ଲୋକନାଥ ପଣ୍ଡା, ଯୁଧିଷ୍ଠିର ଦାସ, ଗଣେଶ ରେଡ୍ଡୀ ପ୍ରମୁଖ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜଲେଶପଟ୍ଟା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ: ଆଦର୍ଶ ଛାତ୍ର ହୋଇ ଲକ୍ଷ୍ୟସ୍ଥଳରେ ପହଞ୍ଚି…

ତୁମୁଡ଼ିବନ୍ଧ, ୧୨।୯ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧସ୍ଥିତ ଜଲେଶପଟ୍ଟା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଶନିବାର ପାଳିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ ଭିକାର…

ଅନ୍ଧବିଶ୍ୱାସ ଦୂରେଇବା ଲାଗି ପ୍ରୟାସ, ରଣଝାଲିରେ ପୋଲିସ ପଇଁତରା ମାରି…

ପୁରୁଷୋତ୍ତମପୁର,୧୨ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ରଣଝାଲି ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଘଟିଯାଇଥିବା ଅଭାବନୀୟ ଘଟଣାକୁ ନେଇ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଏକ ସଚେତନତା…

୧୨ ଗାଁରେ ମହିଳାଙ୍କ ମଦ ବିରୋଧୀ ଆନ୍ଦୋଳନ, ଥାନାଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ମଦ ବିରୋଧରେ ମହିଳାଙ୍କ ମହାମେଳି। ବେଆଇନ ମଦ ରନ୍ଧା ଏବଂ ବିକ୍ରି ବନ୍ଦ ପାଇଁ ଏକାଠି ହେଲେ ୧୨ଟି ଗ୍ରାମର ମହିଳା। ନବରଙ୍ଗପୁର…

ଚୋରି ଯାଇଥିବା ମୂଲ୍ୟବାନ ଜିନିଷ ଉଦ୍ଧାର, ଜଣଙ୍କୁ ଗିରଫ କରି…

ଗୁଡ଼ାରି,୧୨ା୯(ପ୍ରମୋଦ କୁମାର ପତି): ଗୁଡାରି ପୋଲିସ ଦ୍ୱାରା ଚୋରି ବାଇକ ଉଦ୍ଧାର ହେବା ସହ ଘଟଣାରେ ସମ୍ପୃକ୍ତ ଥାନା ଅନ୍ତର୍ଗତ ସୁନାପାଲି ଗ୍ରାମର ସିଦ୍ଧାନ୍ତ ପାଲକାକୁ ଗିରଫ…

ବେଆଇନ ବନ୍ଧୁକ କାରଖାନା ଠାବ: ୫ଟି ଦେଶୀ ବନ୍ଧୁକ ସହ ୩ ଗିରଫ

ଭଞ୍ଜନଗର, ୧୨।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ପୋଲିସ ଏକ ବେଆଇନ ଦେଶୀ ବନ୍ଧୁକ ନିର୍ମାଣ ୟୁନିଟ୍‌ ଉପରେ ଶୁକ୍ରବାର ରାତିରେ ଚଢ଼ଉ କରି…

BRICS : ‘ପ୍ରତ୍ୟେକ ଦେଶର ସ୍ବର ଶୁଣାଯିବା ଉଚିତ; କିଛି ରାଷ୍ଟ୍ର ନେଉଛନ୍ତି ନିଷ୍ପତ୍ତି’ ପ୍ରଧାନମନ୍ତ୍ରୀଙ୍କ ଏହି କଥା ମଧ୍ୟରେ ଲୁଚି ରହିଛି ଏକ ଗୁପ୍ତ ବାର୍ତ୍ତା

ନୂଆଦିଲ୍ଲୀ,୧୨।୯: BRICS ସମ୍ମିଳନୀ ୨୦୨୬କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଏହି ବାର୍ତ୍ତା ଦେଇଥିଲେ ଯେ, ଏହି ସଂଗଠନ ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବାକୁ ପ୍ରୟାସ କରୁଛି।…

ଓରାଙ୍ଗଉଟାନ ଲିଙ୍କ୍‌ରେ ନୂଆ ସିସିଟିଭି ଫୁଟେଜ୍‌: ସାମ୍ନାକୁ ଆସିଲା ରାତିଅଧର…

ଜଳେଶ୍ୱର, ୧୨।୯: ଓରାଙ୍ଗଉଟାନ ଚାଲାଣ ଲିଙ୍କ୍‌ ନେଇ ଚାଲିଥିବା ଛାନଭିନ୍‌ ମଧ୍ୟରେ ନୂଆ ସିସିଟିଭି ଫୁଟେଜ୍‌ ସାମ୍ନାକୁ ଆସିଛି। ଦୀଘାର ଜଣେ ସନ୍ଦିଗ୍ଧ ହୋଟେଲ ସମ୍ମୁଖରେ ଲାଗିଥିବା…

ଉତ୍ସବମୁଖର ପଶ୍ଚିମ ଓଡ଼ିଶା: ହାଟବଜାରରେ ନାହିଁ ନ ଥିବା ଭିଡ଼, ମୁଖ୍ୟ ଆକର୍ଷଣ ପାଲଟିଛି…

ରିଷିଡ଼ା,୧୨ା୯(ସୁଶାନ୍ତ ମଲ୍ଲିକ): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ‘ନୂଆଖାଇ’ ପାଇଁ ଏବେ ପୁରପଲ୍ଲୀ ଉତ୍ସବମୁଖର। ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବାକୁ ଥିବା ବେଳେ ଘରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?