ବିଦେଶରେ ଦେଶୀ ଲୁକ୍‌ରେ ନଜର ଆସିଲେ ପ୍ରିୟଙ୍କା

ମୁମ୍ବାଇ: ବଲିଉଡ୍‌ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ବିବାହ ପରେ ଆମେରିକାରେ ରହୁଛନ୍ତି ସତ। ହେଲେ ଏବେବି ସେ ତାଙ୍କ ନିଜ ଦେଶର ପରମ୍ପରାକୁ ଭୁଲି ପାରି ନାହାଁନ୍ତି। ରବିବାର ସାରା ଭାରତରେ ଆଲୋକର ପର୍ବ ଦୀପାବଳି ପାଳନ କରାଯାଉଥିବା ବେଳେ ପ୍ରିୟଙ୍କା ମଧ୍ୟ ସୁଦୂର ଆମେରିକାରେ ସ୍ବାମୀ ନିକ୍‌ ଜୋନସଙ୍କ ସହ ଏହି ପର୍ବକୁ ଖୁବ୍‌ ଧୁମ୍‌ଧାମ୍‌ରେ ପାଳନ କରିଛନ୍ତି। ଆମେରିକାନ୍‌ ସିଙ୍ଗର ନିଜ୍‌ ଜେନେସଙ୍କୁ ବିବାହ କରିବା ପରେ ପ୍ରଥମ ଥର ଲାଗି ପ୍ରିୟଙ୍କା ଦୀପାବଳି ପାଳନ କରିଛନ୍ତି ତାହା ପୁଣି ଭାରତୀୟ ପରମ୍ପରା ଢଙ୍ଗରେ। ଏହି ପର୍ବ ପାଳନ କରିବା ପରେ ପ୍ରିୟଙ୍କା ସ୍ବାମୀଙ୍କ ସହ କିଛି ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଏହାସହ ସୋସିଆଲ ମିଡିଆ ଜରିଆରେ ସେ ସମସ୍ତଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଛନ୍ତି। ଯାହା ତାଙ୍କ ପ୍ରଶଂସକଙ୍କୁ ବେଶ୍‌ ପସନ୍ଦ ଆସିଛି। ତେବେ ବିଦେଶରେ ଥାଇ ମଧ୍ୟ ସେ ଭାରତୀୟ ନାରୀ ଭଳି ଶାଢିପିନ୍ଧି ଶାଶୁଘର ପରିବାର ସହ ଦୀପାବଳି ପାଳନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓ୍ବାଇ.ବି. ଖୁରାନିଆଙ୍କ ପରେ କିଏ ହେବେ ପୋଲିସ ମୁଖିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୭।୮(ତ୍ରିନାଥ ମହାନ୍ତି):ପୋଲିସ ଡିଜି ଯୋଗେଶ ବାହାଦୁର ଖୁରାନିଆ ଆସନ୍ତା ୧୬ ତାରିଖରେ ଅବସର ନେବେ। ତାଙ୍କ ପରେ କିଏ ହେବ ପରବର୍ତ୍ତୀ ଡିଜିପି ତାହାକୁ ନେଇ କଳ୍ପନାଜଳ୍ପନା…

ପ୍ରତିବାଦର ପଦଧ୍ୱନି

ସିଜେପି- କକ୍‌ରୋଚ୍‌ ଜନତା ପାର୍ଟି। ନଁା ନ ଥିଲା କି ଗନ୍ଧ ନ ଥିଲା। ଏହା କୌଣସି ରାଜନୈତିକ ଦଳ ବି ନୁହେଁ। ଜଷ୍ଟିସ୍‌ ସୂର୍ଯ୍ୟକାନ୍ତ ଯୁବ…

ନୂତନ ଫାଣ୍ଡିଧିକାରୀଙ୍କ ଯୋଗଦାନ: ଆସୁ ଆସୁ ନେଲେ ବଡ଼ ପଦକ୍ଷେପ

ରିଷିଡା, ୭।୮ (ସୁଶାନ୍ତ ମଲ୍ଲିକ) : କର୍ଲାମୁଣ୍ଡା ବ୍ଲକ ରିଷିଡା ଫାଣ୍ଡିରେ ନୂତନ ଫାଣ୍ଡଧିକାରୀ ଭାବେ ମକରଧ୍ୱଜ ବିଷୋୟୀ ଯୋଗଦେଇଛନ୍ତି । ଏହା ପୂର୍ବରୁ ସେ ଜୁନାଗଡ…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଆକ୍ରମଣ – ପ୍ରତି ଆକ୍ରମଣ ଘଟଣା: ଉଭୟ ପକ୍ଷର ୨ ଅଭିଯୁକ୍ତ ସୂର୍ଯ୍ୟ, ରଘୁନାଥଙ୍କୁ …

ଦିଗପହଣ୍ଡି,୭।୮(ଅଶେଷ ନାଥ ମିଶ୍ର) : ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ – ପ୍ରତି ଆକ୍ରମଣ ଘଟଣାରେ ସମ୍ପୃକ୍ତ ସାନଖେମୁଣ୍ଡି ବ୍ଳକ ପଳାସପୁର ନିକଟ ରତ୍ନମଣିପୁର ଗ୍ରାମର…

କୋର୍ଟ ସମ୍ମୁଖରେ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ: ୩ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବରଗଡ଼,୭।୮(ପ୍ରେମାନନ୍ଦ ଖମାର):ବରଗଡ଼ କୋର୍ଟ ସମ୍ମୁଖରେ ଗୁରୁବାର ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ମୁଣ୍ଡରେ ଗଭୀର ଆଘାତ ଲାଗିଥିବାରୁ ସହରାଞ୍ଚଳ ଗୋଷ୍ଠୀ…

ବୃଦ୍ଧଙ୍କୁ ୭ ମାସ ହେଲା ମିଳିନି ଭତ୍ତା; ଥାନାରେ ଦେଲେ ଏତଲା, ତା’ପରେ…

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମର କନ୍ତାରୁ ବକ୍ସି(୮୩) ନାମକ ଜଣେ ବୃଦ୍ଧଙ୍କୁ ଗତ ୭ ମାସ ହେଲା ଭତ୍ତା ଟଙ୍କା…

ପ୍ରଦୂଷଣର ହେଉନି ସ୍ଥାୟୀ ପ୍ରତିକାର: ୭ଦିନରେ ୯ହୋଟେଲକୁ ନୋଟିସ

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଦୂଷଣ ବଢ଼ି ଚାଲିଛି। ସହର ରାସ୍ତାକଡ଼ଠାରୁ ଆରମ୍ଭ କରି ନାଳ ନର୍ଦ୍ଦମା, କେନାଲ ଯେଉଁଆଡ଼େ ଦେଖିଲେ ପଡ଼ି ରହିଛି କୁଢ଼କୁଢ଼ ମଇଳା ଆବର୍ଜନା।…

ବିପଦପୂର୍ଣ୍ଣ ରାସ୍ତା, ଲୋକେ ହଟହଟା: ବୁର୍ଡ଼ା-ଅର୍ଜୁନପୁର ପିଡବ୍ଲ୍ୟୁଡି ରାସ୍ତା କଲଭର୍ଟ ଭୁଶୁଡ଼ି ଗର୍ତ୍ତ

ଲୋଇସିଂହା,୭।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ବୁର୍ଡା ଛକରୁ ଅର୍ଜୁନପୁର ପିଡବ୍ଲୁଡି ରାସ୍ତାର କୁମୁଣ୍ଡେ ଶୁଳିଆ ଛକ ନିକଟ କଲଭର୍ଟ ଭାଙ୍ଗି ଗର୍ତ୍ତ ସୃଷ୍ଟି ହୋଇଛି। ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri