Posted inଖେଳ

ବିଦେଶରେ ଶ୍ରେଷ୍ଠ ଭାରତୀୟ ଅଧିନାୟକ

ନୂଆଦିଲ୍ଲୀ,୨୬।୮: ନର୍ଥ ସାଉଣ୍ଡଠାରେ ଓ୍ବେଷ୍ଟଇଣ୍ଡିଜକୁ ୩୧୮ ରନ୍‌ରେ ହରାଇ ଭାରତୀୟ ଦଳ ବୃହତ୍‌ ବିଜୟ ହାସଲ କରିଛି। ବିରାଟ କୋହଲିଙ୍କ ନେତୃତ୍ୱରେ ବିଦେଶ ମାଟିରେ ଭାରତର ଏହା ଥିଲା ୧୨ତମ ବିଜୟ। ଏଥିସହ ବିଦେଶରେ କୋହଲି ସବୁଠୁ ସଫଳତମ ଭାରତୀୟ ଅଧିନାୟକ ହୋଇପାରିଛନ୍ତି। ଏପର୍ଯ୍ୟନ୍ତ ତାଙ୍କ ନେତୃତ୍ୱରେ ଭାରତ ବିଦେଶରେ ୨୬ ମ୍ୟାଚ୍‌ ଖେଳିଛି। ଏହି ଧାରାରେ ସେ ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କୁ ପଛରେ ପକାଇ ଦେଇଛନ୍ତି। ଅଧିନାୟକ ଭାବେ ୪୯ ଟେଷ୍ଟ ଖେଳିଥିବା ଗାଙ୍ଗୁଲି ବିଦେଶରେ ୧୧ ମ୍ୟାଚ୍‌ ଜିତିଥିଲେ। ତାଙ୍କ ବ୍ୟତୀତ ବିଦେଶରେ ମହେନ୍ଦ୍ର ସିଂ ଧୋନୀ ୬ ଓ ରାହୁଲ ଡ୍ରାଭିଡ ୩ ବିଜୟ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ନାଗପୁର ନିବାସୀ ଅଶୋକ ତେଭାନି ଅଦରକାରୀ ଓ୍ବେଡିଂ କାର୍ଡରୁ ଘରଚଟିଆଙ୍କ ପାଇଁ ବସା ତିଆରି କରୁଛନ୍ତି। ତାଙ୍କୁ ବୟସ ଏବେ ୭୪। ସେ ବ୍ୟାଙ୍କ ଚାକିରିରୁ ଅବସର…

୯ କିଲୋମିଟରର ଅକୁହା କାହାଣୀ

ଖର ରୌଦ୍ରତାପ। ପାଦ ପୋଡ଼ିଯାଉଛି, ଓଠ ଶୁଖିଯାଉଛି। ତା’ରି ଭିତରେ ଜଣେ ମହିଳା ନିଜର ୯୦ ବର୍ଷୀୟା ବୃଦ୍ଧା ଶାଶୁଙ୍କୁ ପିଠିରେ ବୋହି ପାହାଡ଼ିଆ ରାସ୍ତା, ପଥୁରିଆ…

ପ୍ରାଥମିକ ବିଦ୍ୟାଳୟରେ ଲେସନ ପ୍ଲାନ୍‌

ଦି କୌଣସି ଶିକ୍ଷା ଅଧିକାରୀ ବିଦ୍ୟାଳୟ ପରିଦର୍ଶନ ସମୟରେ ଲେସନ ପ୍ଲାନ ଦେଖିବା ପାଇଁ ଚାହାନ୍ତି ଏବଂ ଲେସନ ପ୍ଲାନକୁ ଆଧାରି କରି ଶ୍ରେଣୀଗୃହକୁ ସମୀକ୍ଷା କରିବାକୁ…

ଦ୍ୱନ୍ଦ୍ୱ ଦୂର ହେଉ

ଗାଈକୁ ଜାତୀୟ ପ୍ରାଣୀ ଘୋଷଣା କରିବା ସହ ସାରା ଭାରତରେ ଏହାର ହତ୍ୟା ନିଷେଧ ପାଇଁ ପ୍ରମୁଖ ମୁସଲିମ୍‌ ବ୍ୟକ୍ତିବିଶେଷ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। ସର୍ବବୃହତ୍‌ ମୌଲବୀ…

ସୂର୍ଯ୍ୟା ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଏନକାଉଣ୍ଟରରେ ନିହତ; ମା’ କହିଲେ: ‘ଘର ଉପରେ ମଧ୍ୟ ବୁଲଡୋଜର ଚଲାଇ ଦିଅ’

ନୂଆଦିଲ୍ଲୀ,୩୧।୫: ଗାଜିଆବାଦରେ ସୂର୍ଯ୍ୟା ଚୌହାନ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଆସଦ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛି। ପୋଲିସ ଇନ୍ଦିରାପୁରମରେ ଆସଦକୁ ଏନକାଉଣ୍ଟରରେ ନିଯୁକ୍ତ କରିଥିଲା। ଏହି…

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri