ବିଦେଶ ଫେରନ୍ତା ଫୋନ୍‌ ନ ଉଠାଇଲେ କାର୍ଯ୍ୟାନୁଷ୍ଠାନ: କଡ଼ା ଚେତାବନୀ ଦେଲେ ସରକାର

ଭୁବନେଶ୍ୱର, ୬।୬(ବ୍ୟୁରୋ)- ବିଦେଶ ଫେରନ୍ତାକୁ ରାଜ୍ୟ ସରକାର କଡ଼ା ଚେତାବନୀ ଦେଇଛନ୍ତି। ୧୦୪ କିମ୍ବା ରାଜ୍ୟ କଲ୍‌ ସେଣ୍ଟରରୁ ଯାଉଥିବା ଫୋନ୍‌ ନ ଉଠାଇଲେ କାର୍ଯ୍ୟାନୁଷ୍ଠାନ ହେବ। ୧୦୪ ନମ୍ବରେ ପଞ୍ଜୀକରଣ କରିଥିବା ଫୋନ୍‌ ନମ୍ବର ସୁଇଚ୍‌ ଅଫ୍‌ ଥିଲେ କିମ୍ବା ଫୋନ୍‌ କଲ୍‌ ଗ୍ରହଣ ନ କଲେ ସମ୍ପୃକ୍ତ ଫେରନ୍ତା ଜଣକ ହୋମ୍‌ କ୍ୱାରାଣ୍ଟାଇନ ନିୟମ ମାନୁ ନ ଥିବା ଧରାଯିବ। ତେଣୁ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି। କରୋନା ମୁକାବିଲା ପାଇଁ ରାଜ୍ୟ ସରକାର ଜରୁରୀକାଳୀନ ୧୦୪ ନମ୍ବରକୁ ବ୍ୟାପକ କରିଛନ୍ତି। ଯେଉଁମାନେ ଫେରୁଛନ୍ତି ସେମାନେ ଏହି ନମ୍ବରରେ ନିଜ ନାମ ପଞ୍ଜୀକରଣ କରିବା ସହିତ ସମ୍ପୂର୍ଣ୍ଣ ତଥ୍ୟ ଦେଇଥାନ୍ତି। ସେହି ନମ୍ବରରେ ବିଦେଶ ଫେରନ୍ତାଙ୍କ ସ୍ଥିତି ସମ୍ପର୍କରେ ରାଜ୍ୟ ସରକାର ସବୁବେଳେ ଅବଗତ ରହୁଛନ୍ତି। କିନ୍ତୁ ଅନେକ ବିଦେଶ ଫେରନ୍ତା ପଞ୍ଜୀକୃତ କରିଥିବା ଉକ୍ତ ଫୋନ୍‌ ନମ୍ବରକୁ ଫୋନ୍‌ କଲେ ଉଠାଉ ନାହାନ୍ତି। ତେଣୁ ବିଦେଶ ଫେରନ୍ତା ଏଥିରେ ସହଯୋଗ କରିବାକୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳ ଆଡ଼କୁ ମାଡିଆସୁଛି ଗଭୀର ଅବପାତ: IMDର ବଡ଼ ସୂଚନା, ଆଜି ରାତି ସୁଦ୍ଧା…

ଭୁବନେଶ୍ୱର,୨୩।୯: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଏବେ ଡିପ ଡିପ୍ରେସନରେ ପରିଣତ ହୋଇଛି। ଭାରତୀୟ ପାଣିପାଗ ବିଭାଗ (IMD) ଅନୁସାରେ ଏହି ପାଣିପାଗ ପ୍ରଣାଳୀ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ…

ସମୁଦ୍ର ଅଶାନ୍ତ: ଜେଟିରେ ବୁଡ଼ିଲା ଡଙ୍ଗା, ସ୍ଥାନୀୟ ମତ୍ସ୍ୟଜୀବୀ…

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ଉପକୁଳ ଜେଟିରେ ବନ୍ଧା ହୋଇଥିବା ମାଛ ଡଙ୍ଗା ବୁଡ଼ିଯିବା ଦେଖିବାକୁ ମିଳିଛି। ବଙ୍ଗୋପସାଗରରେ ସକ୍ରିୟ…

ବଡ଼ ଘୋଷଣା କଲା କଂଗ୍ରେସ: ଏହି ଦିନ ଓଡ଼ିଶା ଡାକରା, ଜାଣନ୍ତୁ କ’ଣ ବନ୍ଦ, କ’ଣ ରହିବ ଖୋଲା

ଭୁବନେଶ୍ୱର,୨୩।୯: ଖଣି ପ୍ରସଙ୍ଗକୁ କେନ୍ଦ୍ର କରି ରାଜ୍ୟ ସରକାର ବିରୋଧରେ ଆନ୍ଦୋଳନକୁ ଆହୁରି ତୀବ୍ର କରିବାକୁ ଯୋଜନା କରିଛି ଓଡ଼ିଶା କଂଗ୍ରେସ। ଦଶହରା ପରେ ରାଜ୍ୟବ୍ୟାପୀ ବନ୍ଦ…

କାର୍‌କୁ ଧକ୍କା ପରେ ରାସ୍ତାରେ ଓଲଟିଲା କଦଳୀ ବୋଝେଇ ଟ୍ରକ୍‌

ଭୁବନେଶ୍ୱର,୨୩।୯: ରାଜଧାନୀ ଭୁବନେଶ୍ୱରର ଜୟଦେବ ବିହାର ଜାତୀୟ ରାଜପଥରେ ଏକ କାର୍‌କୁ ଧକ୍କା ଦେଇ କଦଳୀ ବୋଝେଇ ଟ୍ରକ୍‌ ଓଲଟିପଡ଼ିଛି। ଏହି ଦୁର୍ଘଟଣାରେ ଟ୍ରକ୍‌ ଡ୍ରାଇଭର ଗୁରୁତର…

ଥମୁନି ହାତୀ ମୃତ୍ୟୁ, ୩ ବର୍ଷରେ ମଲେଣି ୨୫୬: ପ୍ରାଣୀ ବିଶେଷଜ୍ଞଙ୍କ ଉଦ୍‌ବେଗ

ଭୁବନେଶ୍ୱର,୨୩ା୯(ରବିନାରାୟଣ ଜେନା):ରାଜ୍ୟରେ ହାତୀ-ମଣିଷ ଲଢ଼େଇ ଥମୁନାହିଁ। କେତେବେଳେ ହାତୀ ଖାଦ୍ୟ ଅନ୍ବେଷଣରେ ଜନବସତି ଆଡ଼କୁ ମୁହଁାଇବା ଯୋଗୁ ଲୋକଙ୍କ ରୋଶର ଶିକାର ହେଉଛନ୍ତି ତ’ ଆଉ କେତେବେଳେ…

୫୫ରୁ ୬୫ କିମି ବେଗରେ ବହିବ ପବନ: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୩ା୯:ବଙ୍ଗୋପସାଗରରେ ସକ୍ରିୟ ଥିବା ଗଭୀର ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ବୁଧବାର ରାତି କିମ୍ବା ଗୁରୁବାର ସକାଳ ସୁଦ୍ଧା ବିଶାଖାପାଟଣାମ୍‌ ଓ ଗୋପାଳପୁର ମଧ୍ୟରେ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ…

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?