Posted inଜାତୀୟ

ବିଦେଶ ଯିବା ପାଇଁ ଜେଟ୍‌ ଏୟାରଓ୍ବେଜର ସଂସ୍ଥାପକଙ୍କୁ ନେବାକୁ ପଡ଼ିବ ୧୮ କୋଟି ଟଙ୍କାର ଟିକେଟ

ନୂଆଦିଲ୍ଲୀ,୯।୭: ବଢିଛି ଜେଟ୍‌ ଏୟାରଓ୍ବେଜର ସଂସ୍ଥାପକ ନରେଶ ଗୋୟଲଙ୍କ ଅଡୁଆ। ଦିଲ୍ଲୀ ହାଇକୋର୍ଟ ମଙ୍ଗଳବାର ତାଙ୍କୁ ବିଦେଶ ଯିବାକୁ ଅନୁମତି ଦେବାଲାଗି ମନା କରି ଦେଇଛନ୍ତି। ଏହାସହ ତାଙ୍କ ବିରୋଧରେ ଜାରି କରାଯାଇଥିବା ଲୁକ୍‌ ଆଉଟ୍‌ ସର୍କୁଲାର(ଏଲ୍‌ଓସି)କୁ ନେଇ କେନ୍ଦ୍ର ସରକାରଙ୍କଠାରୁ କୋର୍ଟ ଜବାବ ମାଗିଛନ୍ତି। ତେଣୁ ଇତିମଧ୍ୟରେ ତାଙ୍କୁ କୌଣସି ପ୍ରକାର ମଧ୍ୟବର୍ତ୍ତିକାଳୀନ ଜାମିନ ମିଳିବ ନାହିଁ ବୋଲି କୋର୍ଟ କହିଛନ୍ତି। ଯଦି ସେ ବିଦେଶ ଯିବାକୁ ଇଚ୍ଛା କରନ୍ତି ତେବେ ତାଙ୍କୁ ୧୮ କୋଟି ଟଙ୍କା ଗ୍ୟାରେଣ୍ଟି ବାବଦରେ ଜମା କରିବାକୁ ପଡିବ।


Enter your email to get our daily news in your inbox.

All Right Reserved By Dharitri.Com

ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଟଙ୍କା ଆତ୍ମସାତ୍‌ ଅଭିଯୋଗ: ନ୍ୟାୟ ପାଇଁ ଥାନାର ଦ୍ୱାରସ୍ଥ ଶିକ୍ଷକ

ନୂଆପଡ଼ା,୪ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି କଲେଜରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଦରମା ଟଙ୍କା ଆତ୍ମସାତ୍‌ କରିଥିବା ସିନାପାଲି…

ସନ୍ତାନ ପାଳନ ଓ ମାର୍ଗ ଦର୍ଶନ

ଈଶ୍ୱରଙ୍କ ସୃଷ୍ଟିରେ ମଣିଷ ସର୍ବଶ୍ରେଷ୍ଠ ଜୀବ ରୂପେ ପରିଗଣିତ ହୋଇଥାଏ। ଏହାର କାରଣ ହେଲା ଜୀବଜନ୍ତୁମାନେ ଭଲ, ମନ୍ଦ, ଭୁଲ୍‌, ଠିକ୍‌ ବିବେଚନା କରିବାରେ ଅସମର୍ଥ ହୋଇଥିବା…

ନିର୍ବାଚନ: ଆଞ୍ଚଳିକ ଦଳ ବନାମ ଏନ୍‌ଡିଏ

କେନ୍ଦ୍ର ଶାସିତ ଅଞ୍ଚଳ ପୁଡୁଚେରୀ ସହ ୪ଟି ରାଜ୍ୟ ବିଧାନସଭା ପାଇଁ ଚଳିତ ମାସରେ ନିର୍ବାଚନ ଅନୁଷ୍ଠିତ ହେବ। ଏହି ସମସ୍ତ ରାଜ୍ୟରେ ରହିଛି ମୋଟ ୮୨୪ଟି…

ଶାସନରେ ଭୟ

ଭାରତରେ ଯେବେ ଏକ ପ୍ରକଳ୍ପ ଅଟକିଯାଏ, ଖର୍ଚ୍ଚ ବଢ଼ିଯାଏ ଆମେ ସ୍ବାଭାବିକ ଭାବରେ ସେଥିରେ ଦୁର୍ନୀତି କଥା ଉଠାଇଥାଉ। କିନ୍ତୁ ବେଳେ ବେଳେ ବ୍ୟବସ୍ଥାର ନିଷ୍କ୍ରିୟତା ଯୋଗୁ…

ସରକାରଙ୍କ ବଡ଼ ଘୋଷଣା! ବଦଳିବ ସୁନା କିଣିବା ନିୟମ, ଜାଣନ୍ତୁ ଗ୍ରାହକଙ୍କ ଉପରେ କ’ଣ ପ୍ରଭାବ ପଡ଼ିବ…

ନୂଆଦିଲ୍ଲୀ,୪।୪: ସରକାର ସୁନା କ୍ରୟ ସମ୍ବନ୍ଧୀୟ ନିୟମଗୁଡ଼ିକୁ ଆହୁରି କଠୋର କରିବାକୁ ଯାଉଛନ୍ତି। ଏହି ପଦକ୍ଷେପର ଅଂଶ ସ୍ବରୂପ, ହଲମାର୍କିଂର ଅପବ୍ୟବହାର ବିଷୟରେ ବଢ଼ୁଥିବା ଚିନ୍ତାକୁ ଦୂର…

ଜବରଦଖଲରେ ସରକାରୀ ଜମି: ୯ ଏପ୍ରିଲରେ ଡିମାର୍କେଶନ ନିର୍ଦ୍ଧାରିତ

ବଞ୍ଚୋ,୪।୪(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲ ନେଇ ସମସ୍ୟା ଗୁରୁତର ରୂପ ନେଇଥିଲା । ଏହି…

ସୌନ୍ଦର୍ଯ୍ୟ ହରାଇଲାଣି ଚିଲଡ୍ରେନ ପାର୍କ: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

ପଦ୍ମପୁର,୪ା୪(ପ୍ରଦୀପ୍ତ ଦାଶ ):ସହରକୁ ସରସ ସୁନ୍ଦର କରିବା ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏ ସବୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri