ବିଦ୍ୟାଳୟରେ ଦୈତାରିଙ୍କୁ ସମ୍ବର୍ଦ୍ଧନା

କେନ୍ଦୁଝର, ୧୮ା୪(ସ୍ବ.ପ୍ର.): ପଦ୍ମଶ୍ରୀ ପ୍ରାପ୍ତ ଦୈତାରୀ ନାଏକଙ୍କୁ ସଦର ବ୍ଲକ ଅନ୍ତର୍ଗତ ବନାଯୋଡ଼ିସ୍ଥିତ ଆନନ୍ଦାଶ୍ରମ ଓ ସାଇଆନନ୍ଦ ବିଦ୍ୟାଳୟ ପରିସରରେ ସମ୍ବର୍ଦ୍ଧନା ଦିଆଯାଇଛି। ଜୀବନରେ କର୍ମର ମୂଲ୍ୟ ଓ ଜଣେ ମଣିଷ ସମାଜ ପାଇଁ କିଛି କରିବାର ପ୍ରୟାସ କିପରି ଶୀର୍ଷକୁ ପହଞ୍ଚାଇଥାଏ ସେ ନେଇ ଭାବବିହ୍ବଳ ହୋଇ ଛାତ୍ରୀଛାତ୍ରଙ୍କୁ କହିଥିଲେ। ଆଇଡିଏର ସମ୍ପାଦିକା ସେବତୀ ସିଂ ଉପସ୍ଥିତ ରହି ତାଙ୍କର ଉଦ୍ୟମ ଓ ମିଳିଥିବା ସର୍ବୋଚ୍ଚ ପୁରସ୍କାରକୁ ପ୍ରଶଂସା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ରରେ ନିଖୋଜ ଥିବା ଟ୍ରଲର ଠାବ, ୯ ମତ୍ସ୍ୟଜୀବୀଙ୍କ ମୃତଦେହ ଉଦ୍ଧାର, ମାଲିକ ପହଞ୍ଚି…

ଭୋଗରାଇ,୧୩ା୭(ପ୍ରଦୀପ ଦାସ): ପଶ୍ଚିମବଙ୍ଗ ପୂର୍ବମେଦିନୀପୁର ଜିଲା ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ର(ଜେଟିରୁ )ରୁ ଗତ ୨ ତାରିଖରୁ ସମୁଦ୍ରକୁ ଯାଇ ନିଖୋଜ ଥିବା ମା’ କାଳୀ ନାମକ…

ରାତିଅଧରେ ଏଟିଏମ୍‌ ତାଡ଼ି ଥାର୍‌ ଗାଡ଼ିରେ ବାନ୍ଧି ନେଉଥିଲେ ଦୁର୍ବୃତ୍ତ, ଭୁକିଲା କୁକୁର, ଆଉ ତା’ ପରେ…

ଖଇରା,୧୧ା୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ ତୁଡ଼ିଗଡିଆ ବଜାରରେ ଥିବା ଇଣ୍ଡିଆ -୧ ଏଟିଏମ୍‌ ମେଶିନ ତାଡ଼ି ଦୃବୁର୍ତ୍ତମାନେ ଥାର୍‌ ଗାଡ଼ି ପଛରେ ବାନ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri