ବିଦ୍ୟା ଦେବୀ: ୯୭ ବର୍ଷ ବୟସରେ ସମ୍ଭାଳିବେ ସରପଞ୍ଚ ଦାୟିତ୍ୱ

ଜୟପୁର,୧୮।୧: ବୟସ ଯେ ଏକ ସଂଖ୍ୟା ଏହାକୁ ଏବେ ପ୍ରମାଣ କରିଛନ୍ତି ରାଜସ୍ଥାନ ସିକାରର ୯୭ ବର୍ଷୀୟା ମହିଳା ବିଦ୍ୟା ଦେବୀ। ନିକଟରେ ଅନୁଷ୍ଠିତ ହୋଇଥିବା ରାଜସ୍ଥାନର ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନରେ ସେ ବିଜୟୀ ହୋଇ ଏବେ ସରପଞ୍ଚ ଦାୟିତ୍ୱ ସମ୍ଭାଳିବେ ବୋଲି ଜଣାପଡିଛି। ଏବେବି ସେ କିଛି କରିପାରିବେ ବୋଲି ଲୋକଙ୍କର ବିଶ୍ୱାସ ରହିଥିବାରୁ ଲୋକେ ତାଙ୍କୁ ନିର୍ବାଚିତ କରିଥିବା କୁହାଯାଏ। ବିଦ୍ୟାଦେବୀ ସିକାରର ପୁରନଓ୍ବାସ ଗ୍ରାମ ପଞ୍ଚାୟତ ସରପଞ୍ଚ ଭାବେ ନିର୍ବାଚିତ ହୋଇଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦି ଆରତି ମିନାଙ୍କୁ ୨୦୭ ଖଣ୍ଡ ଭୋଟରେ ପରାସ୍ତ କରିଛନ୍ତି। ବିଦ୍ୟା ଦେବୀଙ୍କ ସ୍ବାମୀ ଶିବରାମ ସିଂ ସେନାରେ ମେଜର ଭାବେ କାମ କରିଥିବା ବେଳେ ୧୯୯୦ ମସିହା ପୂର୍ବରୁ ୨୫ ବର୍ଷକାଳ ସରପଞ୍ଚ ଭାବେ କାମ କରିଛନ୍ତି। ବିଦ୍ୟା ଦେବୀଙ୍କୁ ମୋଟ ୮୪୩ ଖଣ୍ଡ ଭୋଟ ମିଳିଥିବା ବେଳେ ମିନାଙ୍କୁ ମିଳିଥିଲା ୬୩୬ ଖଣ୍ଡ ଭୋଟ। ବିଦ୍ୟାଙ୍କ ବୟସ ଜାନୁୟାରୀ ୧, ୧୯୨୩ ବୋଲି ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦି, ରାହୁଲଙ୍କୁ ନୋଟିସ ଜାରି କଲେ ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୨୫ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ନିର୍ବାଚନ ଆୟୋଗ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ମୋଦି ଏବଂ ରାହୁଲଙ୍କ ଭାଷଣକୁ...

ଅରୁଣାଚଳ-ଚାଇନା ସୀମାରେ ପ୍ରବଳ ବର୍ଷା, ଭୂସ୍ଖଳନରେ ଧୋଇଗଲା ରାଜପଥ

ଇଟାନଗର,୨୫ା୪: ଦେଶର ଅଧିକାଂଶ ଅଞ୍ଚଳରେ ପ୍ରବଳ ଖରାଗରମ ହେଉଥିବା ବେଳେ ଅରୁଣାଚଳ ପ୍ରଦେଶରେ ପ୍ରବଳ ବର୍ଷା ହୋଇଛି। ଚାଇନା ସୀମାନ୍ତ ଅରୁଣାଚଳ ପ୍ରଦେଶରେ ଲଗାତର ବର୍ଷା...

କ୍ରାସ୍‌ ହେଲା ବାୟୁସେନା ବିମାନ: ଉଡିଗଲା ପଙ୍ଖା

ନୂଆଦିଲ୍ଲୀ,୨୫।୪: ରାଜସ୍ଥାନର ଜୈସଲମେର ନିକଟରେ ବିମାନ ଉଡ଼ାଣ ସମୟରେ ଏକ ଭାରତୀୟ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୌଭାଗ୍ୟର ବିଷୟ ହେଉଛି ଏହି ଦୁର୍ଘଟଣାରେ ଜୀବନହାନୀ...

ଭୋଟ ଦେଇଥିବା ପ୍ରମାଣ କଲେ ରେଷ୍ଟୁରାଣ୍ଟରେ ମିଳିବ ଡିସକାଉଣ୍ଟ, ଫ୍ରିରେ ମିଳିବ ବିଅର

ନୂଆଦିଲ୍ଲୀ,୨୫।୪: ଆରମ୍ଭ ହୋଇଯାଇଛି ଗଣତନ୍ତ୍ରର ମହାପର୍ବ ନିର୍ବାଚନ। ଏପ୍ରିଲ ୧୯ରେ ପ୍ରଥମ ପର୍ଯ୍ୟାୟ ମତଦାନ ସରିଥିବାବେଳେ ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହେବାକୁ ଯାଉଛି। ତେବେ...

କଂଗ୍ରେସ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ପ୍ରଧାନମନ୍ତ୍ରୀ ମୋଦି

ଭୋପାଳ,୨୫।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୋରେନାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଥିଲେ। ଏହି ସମୟରେ ସେ...

ସର୍ବପ୍ରଥମେ କେବେ ପିନ୍ଧାଯାଇଥିଲା ମଙ୍ଗଳସୁତ୍ର: ଭାରତ ଛାଡ଼ା ଏସବୁ ଦେଶରେ ଏହାକୁ ପିନ୍ଧାଯାଏ

ହିନ୍ଦୁ ଧର୍ମରେ ବିବାହ ପରେ ମହିଳାମାନେ ବେକରେ ମଙ୍ଗଳସୁତ୍ର ପିନ୍ଧିବା ପ୍ରଥା ରହିଛି। କିନ୍ତୁ ଆପଣ ଜାଣନ୍ତି କି ବିବାହ ପରେ ମହିଳାମାନେ ମଙ୍ଗଳସୁତ୍ର କାହିଁକି...

କୋର୍ଟରେ ସ୍ବାମୀଙ୍କୁ ଜୋତାରେ ପିଟିଲେ ସ୍ତ୍ରୀ: ଭାଇରାଲ ହେଉଛି ଭିଡିଓ

ପ୍ରାୟତଃ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ସମସ୍ୟା ଉପୁଜିବାର ଅନେକ କାରଣ ଥାଏ। ଏଥିରେ ତୃତୀୟ ପକ୍ଷର ହସ୍ତକ୍ଷେପ ଅତି ସାଧାରଣ ଅଟେ। ଏପରି ପରିସ୍ଥିତିରେ...

କାହିଁକି କେଜ୍‌ରିୱାଲଙ୍କୁ କରାଗଲା ଗିରଫ: ସୁପ୍ରିମକୋର୍ଟରେ କହିଲା ଇଡି

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ ସିଏମ ଅରବିନ୍ଦ କେଜ୍‌ରିୱାଲଙ୍କ ଆବେଦନକୁ ବିରୋଧ କରି ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ସୁପ୍ରିମକୋର୍ଟରେ ଏକ ଆଫିଡେଭିଟ ଦାଖଲ କରିଛି। ଦାଖଲ ହୋଇଥିବା ଆଫିଡେଭଟ୍‌ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri