ବିଦ୍ୟୁତ୍‌ ଆଘାତରେ ଜଣେ ଗୁରୁତର

ବୁଗୁଡ଼ା,୨୬ା୮(ଡି.ଏନ.ଏ.)-ବୁଗୁଡ଼ା ବିଏସ୍‌ଏନ୍‌ଏଲ କାର୍ଯ୍ୟାଳୟ ଟେଲିଫୋନ ବିଭାଗରେ କାର୍ଯ୍ୟରତ ଜଣେ ଅସ୍ଥାୟୀ କର୍ମଚାରୀ ବିଦ୍ୟୁତ ଆଘାତରେ ସୋମବାର ଗୁରୁତର ହୋଇଛନ୍ତି। ସେ ହେଲେ ଧୋବା ସାହୁ। ଧୋବା ଅପରାହ୍ନରେ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଛାତ ଉପରେ ରହି ଟେଲିଫୋନ ତାର ସଜାଡୁ ଥିଲେ। ଏହି ସମୟରେ ଉକ୍ତ ଛାତ ଉପର ଦେଇ ଯାଇଥିବା ୧୧ କେଭି ତାର ତାଙ୍କ ସଂସ୍ପର୍ଶରେ ଆସିବାରୁ ସେ ଛାତ ଉପରେ କିଛି ଦୂରରେ ଛିଟିକି ପଡ଼ି ଯାଇଥିଲେ। ଅଗ୍ନିଶମ ବିଭାଗ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚତ୍ କର୍ମଚାରୀଙ୍କୁ ଉଦ୍ଧାର କରି ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ପରେ ବ୍ରହ୍ମପୁର ମେଡିକାଲକୁ ପଠାଯାଇଥିଲା। ସ୍ବାସ୍ଥ୍ୟକେନ୍ଦ୍ରର ଛାତ ଉପରେ ୧୧ କେଭି ତାର କିପରି ଯାଇଥିଲା ଏବଂ ଯଦି ଯାଇଥିଲା ତେବେ କେବଲ ଗୁଡ଼ାଯାଇ ନ ଥିବା ନେଇ ସାଧାରଣରେ ଚର୍ଚ୍ଚାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri