Posted inରାଜ୍ୟ

ବିଦ୍ୟୁତ୍‌ ଆଘାତରେ ବୃଦ୍ଧ ଗୁରୁତର

ଡୁବୁରୀ,୧୨ା୬(ଡି.ଏନ୍‌.ଏ.)- କଳିଙ୍ଗନଗର ଥାନା ଅନ୍ତର୍ଗତ ପିଙ୍ଗଳ ଗ୍ରାମରେ ମଙ୍ଗଳବାର ପୂର୍ବାହ୍ନରେ ୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ବୃଦ୍ଧ ଗୁରୁତର ହୋଇଛନ୍ତି। ଗୁରୁତର ଜଣଙ୍କ ଈଶ୍ୱର ବେହେରା (୬୫)। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଦାନଗଦୀ ଓ ପରେ କଟକ ସ୍ଥାନାନ୍ତର କରାଯାଇଛି। ପ୍ରକାଶ ଯେ, ଗ୍ରାମରେ ଗ୍ୟାସ୍‌ ଲାଇନ୍‌ ପାଇପ୍‌ ବିଛା କାମ ଚାଲିଛି। ଏ ନେଇ ଖୋଳାଯାଉଥିବା ମାଟିକୁ ପାଇଲାଇନ୍‌ କଡ଼ରେ ଗଦା କରାଯାଉଛି। ମଙ୍ଗଳବାର ଈଶ୍ୱର ଏକ ବାଡି ଧରି ଉକ୍ତ ମାଟି ଗଦା ଦେଇ ଆସୁଥିବାବେଳେ ଅସାବଧାନତା ବଶତଃ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିଥିଲେ। ଫଳରେ ବିଦ୍ୟୁତ୍‌ ଆଘାତରେ ତାଙ୍କ ହାତ ଓ ଗୋଡ ପୋଡିଯାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

ପିକନିକ୍ ହେଲା କାଳ, ଗାଧୋଇବା ବେଳେ ସମୁଦ୍ରରେ ବୁଡି ଛାତ୍ରୀ ମୃତ

ପୁରୀ ୧୭/୧୨( ଅଜିତ୍ କୁମାର ମହାନ୍ତି ): ବେଲେଶ୍ଵର ମନ୍ଦିର ସାମ୍ନା ବେଳାଭୂମିରେ ବଡ଼ ଅଘଟଣ । ପିକନିକ୍ ଆସି ଗାଧୋଇବା ବେଳେ ଅଘଟଣ ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri