ଡୁବୁରୀ,୧୨ା୬(ଡି.ଏନ୍.ଏ.)- କଳିଙ୍ଗନଗର ଥାନା ଅନ୍ତର୍ଗତ ପିଙ୍ଗଳ ଗ୍ରାମରେ ମଙ୍ଗଳବାର ପୂର୍ବାହ୍ନରେ ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ବୃଦ୍ଧ ଗୁରୁତର ହୋଇଛନ୍ତି। ଗୁରୁତର ଜଣଙ୍କ ଈଶ୍ୱର ବେହେରା (୬୫)। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଦାନଗଦୀ ଓ ପରେ କଟକ ସ୍ଥାନାନ୍ତର କରାଯାଇଛି। ପ୍ରକାଶ ଯେ, ଗ୍ରାମରେ ଗ୍ୟାସ୍ ଲାଇନ୍ ପାଇପ୍ ବିଛା କାମ ଚାଲିଛି। ଏ ନେଇ ଖୋଳାଯାଉଥିବା ମାଟିକୁ ପାଇଲାଇନ୍ କଡ଼ରେ ଗଦା କରାଯାଉଛି। ମଙ୍ଗଳବାର ଈଶ୍ୱର ଏକ ବାଡି ଧରି ଉକ୍ତ ମାଟି ଗଦା ଦେଇ ଆସୁଥିବାବେଳେ ଅସାବଧାନତା ବଶତଃ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସିଥିଲେ। ଫଳରେ ବିଦ୍ୟୁତ୍ ଆଘାତରେ ତାଙ୍କ ହାତ ଓ ଗୋଡ ପୋଡିଯାଇଥିବା ଜଣାପଡିଛି।
ରାଜ୍ୟ କ୍ୟାବିନେଟ୍ରେ ବଡ଼ ଘୋଷଣା: ପେନସନ୍ ବିଳମ୍ବ ହେଲେ ମିଳିବ ସୁଧ
ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…
୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର: ଏହିସବୁ ଉପରେ ବଡ଼ ଘୋଷଣା
ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…
IAS ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ
ଭୁବନେଶ୍ୱର, ୭।୯: IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ଶାସନ ସଚିବ ହେଲେ ସୁରେଶ ବଶିଷ୍ଠ। ସଂସଦୀୟ ବ୍ୟାପାର ବିଭାଗର…
ଗୋଟିଏ ପରେ ଗୋଟିଏ ଗାଡ଼ିକୁ ପିଟିଲା ଭାଜପା ନେତାଙ୍କ ଗାଡି: ଘୋଷାଡ଼ି ଆଣି ପିଟିଲେ ଲୋକେ
କଟକ,୭।୯(ପ୍ରଭୁକଲ୍ୟାଣ ପାଲ): କଟକରେ ଭାଜପା ନେତା ଲଲାଟେନ୍ଦୁ ବଡୁଙ୍କ ଗାଡି ଧକ୍କାରେ ଚାରି ଜଣ ବ୍ୟକ୍ତି ଆହତ ହୋଇଛନ୍ତି। ସେଥିରେ ଦୁଇ ଶିଶୁ ରହିଛନ୍ତି । ପ୍ରଥମେ…
ଭଉଣୀଙ୍କୁ ଗୁଳି କରି ହତ୍ୟା କରିଥିଲେ ଭାଇ, କୋର୍ଟ ଶୁଣାଇଲେ କଠୋର ଦଣ୍ଡ
କେନ୍ଦୁଝର,୭ା୯ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଦୌରାଜଜ୍ ଗୋପାଳ ଚନ୍ଦ୍ର ବେହେରା ସୋମବାର ଏକ ହତ୍ୟା ମାମଲାରେ ଶୁଣାଣି କରି ଅଭିଯୁକ୍ତ ପ୍ରସନ୍ନ ବାରିକଙ୍କୁ ଆଜୀବନ…
ରାଜ୍ୟ ନିର୍ବାଚନ କମିଶନଙ୍କ ବଡ଼ ନିର୍ଦ୍ଦେଶ, ବୁଥର ହେବ ଫିଜିକାଲ ଭେରିଫିକେସନ
ଭୁବନେଶ୍ୱର,୭।୯: ରାଜ୍ୟ ନିର୍ବାଚନ କମିଶନ ସୋମବାର ପଞ୍ଚାୟତ ନିର୍ବାଚନ ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବୁଥଗୁଡିକ ଠିକ୍ ଅଛି ନା ନାହିଁ ଏହାର ଫିଜିକାଲ ଭେରିଫିକେସନ…
ଏହି ଦିନଠୁ ଯାଞ୍ଚ ହେବ ଅଗ୍ନି ସୁରକ୍ଷା
ଭୁବନେଶ୍ୱର,୭।୯: ଚିଫ୍ ଫାୟାର ଅଫିସର ଦେବେନ୍ଦ୍ର ସ୍ବାଇଁ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ସେପ୍ଟେମ୍ବର ୧୫ରୁ ଅକ୍ଟୋବର ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଅଗ୍ନି ସୁରକ୍ଷା…
ଶିରିଝୋଲି ହତ୍ୟାକାଣ୍ଡରେ ବଡ଼ ରାୟ, ବୁଡୁଙ୍କୁ ଆଜୀବନ….
ଗୁଣପୁର, ୭।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅତିରିକ୍ତ ଜିଲା ଜଜ୍ (ଏଡିଜେ) କୋର୍ଟରେ ସୋମବାର ଏକ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଗୁଣପୁର…
Archives

