ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ

ପଦ୍ମପୁର,୧୩।୧୧(ଡି.ଏନ୍‌.ଏ.): ବାସୁଦେବପୁର ବ୍ଲକ ଅଧୀନ ରାଧାବଲ୍ଲଭପୁର ଗ୍ରାମର ଜଣେ ଯୁବକଙ୍କ ବିଦ୍ୟୁତ୍‌ ଆଘାତରେ ବୁଧବାର ମୃତ୍ୟୁ ଘଟିଛି। ସେ ହେଲେ ପ୍ରହଲ୍ଲାଦ ଜେନା।

ସୂଚନାନୁଯାୟୀ, ପ୍ରହଲ୍ଲାଦ ନିଜ ଚାଷ ଜମିକୁ ଯାଇଥିବା ବେଳେ ଧାନବିଲ ଦେଇ ଯାଇଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିଯାଇଥିଲେ। ପରିବାରଲୋକେ ତାଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ବାସୁଦେବପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ହେବ ଖେମୁଣ୍ଡି ଲୋକ ମହୋତ୍ସବ, ୨ ମନ୍ତ୍ରୀ ୪ ବିଧାୟକଙ୍କୁ କରାଯିବ ନିମନ୍ତ୍ରଣ

ଦିଗପହଣ୍ଡି,୧୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ରବିବାର ଅପରାହ୍ନରେ ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ପ୍ରସ୍ତୁତି ବୈଠକ…

କନ୍ଧମାଳରୁ ଗଞ୍ଜେଇ ଚଲାଣ ବେଳେ ମାଡ଼ି ବସିଲା ପୋଲିସ, ଆଉ ତା’ପରେ…

ଭଞ୍ଜନଗର,୧୨।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବୁଗୁଡ଼ା ଥାନା…

ଜାତୀୟସ୍ତରରେ ସମ୍ମାନିତ ହେଲେ ବ୍ରାହ୍ମଣୀଗାଁର ଝିଅ ଲକ୍ଷ୍ମୀପ୍ରିୟା

ଦାରିଙ୍ଗବାଡ଼ି, ୧୨ା୭ (ଅରୁଣ ସାହୁ): ଦାରିଙ୍ଗବାଡ଼ି ବ୍ଲକ୍‌ ବ୍ରାହ୍ମଣୀଗାଁ ଅଞ୍ଚଳରର ଝିଅ ଲକ୍ଷ୍ମୀପ୍ରିୟା ପରିଡ଼ା ପୁଣିଥରେ ଜାତୀୟସ୍ତରରେ ସମ୍ବର୍ଦ୍ଧିତ ହୋଇ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି।…

ଭଗ୍ନ ସରକାରୀ କାର୍ଯ୍ୟାଳୟରେ ଖାଲି କଫ ସିରପ ଶିଶି, ଅଞ୍ଚଳବାସୀ କହିଲେ…

କର୍ଲାମୁଣ୍ଡା,୧୨ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲାର କର୍ଲାମୁଣ୍ଡା ବ୍ଲକର ଏକ ପରିତ୍ୟକ୍ତ ଉଦ୍ୟାନ ବିଭାଗ କାର୍ଯ୍ୟାଳୟ ପରିସରରେ ବହୁ ସଂଖ୍ୟକ କଫ ସିରପର ଖାଲି ଶିଶି ପଡ଼ିଥିବା…

ପୂର୍ବତନ ବିଧାୟକଙ୍କ ଜନ୍ମଜୟନ୍ତୀ ସମାରୋହ

ଦିଗପହଣ୍ଡି,୧୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏକ କଲ୍ୟାଣମଣ୍ଡପରେ ପୂର୍ବତନ ବିଧାୟକ ତଥା ପ୍ରବୀଣ କୃଷକ ନେତା ସ୍ବର୍ଗତ ବିଶ୍ୱନାଥ ସାହୁ ଜନ୍ମ ଶତବାର୍ଷିକୀ…

ରେଳଧାରଣାରୁ ମିଳିଲା ଯୁବତୀଙ୍କ ମୃତଦେହ, ବଢ଼ିଲା ସନ୍ଦେହ…

ଛତ୍ରପୁର,୧୨।୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ନିକଟ ହୁମ୍ବର ଗ୍ରାମ ଦେଇ ଯାଉଥିବା ଚେନ୍ନାଇ-ହାୱଡ଼ା ରେଳଧାରଣା କଡ଼ରୁ ରବିବାର ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି।…

ନିଶାମୁକ୍ତ ଓଡ଼ିଶା ପାଇଁ ସରକାରଙ୍କ ବଡ଼ ମାଷ୍ଟର ପ୍ଲାନ

ଭୁବନେଶ୍ୱର,୧୨।୭: ନିଶାମୁକ୍ତ ଓଡ଼ିଶା ପାଇଁ ରାଜ୍ୟ ସରକାର ଏକ ବଡ଼ ମାଷ୍ଟର ପ୍ଲାନ ପ୍ରସ୍ତୁତ କରିଛନ୍ତି। ଏହାର ଅନୁମୋଦନ ପାଇଁ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ…

ସବୁଜ ଭବିଷ୍ୟତ ଗଠନ କରିବାକୁ ଆଗେଇ ଆସିଲେ ମହିଳା, ପ୍ରତ୍ୟେକ ନାଗରିକ ସଂକଳ୍ପବଦ୍ଧ ହୋଇ…

ବଲାଙ୍ଗୀର,୧୨ା୭(ସୁନିଲ କୁମାର ମହାନ୍ତି): ପରିବେଶ ସୁରକ୍ଷା ଏବଂ ସବୁଜ ଭବିଷ୍ୟତ ଗଠନର ଉଦ୍ଦେଶ୍ୟରେ ବଲାଙ୍ଗୀରସ୍ଥିତ ଖୁଜେନପାଲି ବିଦ୍ୟାଳୟରେ ବଲାଙ୍ଗୀର ମାରଓ୍ବାଡ଼ି ମହିଳା ସମିତି, ଲାୟନ୍ସ କ୍ଲବ, ସହଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri