ଝାରସୁଗୁଡା ଅଫିସ/ଲଖନପୁର, ୧୭।୯(ଡି.ଏନ୍.ଏ): ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଥାନା ଅଧୀନ ଇଟାଭଟା ପଡ଼ାର ଏକ ବିଦ୍ୟୁତ୍ ଖୁଣ୍ଟତଳେ ପଡ଼ିଥିବା ଜଣେ ଯୁବକଙ୍କ କ୍ଷତବିକ୍ଷତ ଶରୀରକୁ ମଙ୍ଗଳବାର ସ୍ଥାନୀୟ ପୋଲିସ ଉଦ୍ଧାର କରିଛି। ସେ ହେଲେ ସ୍ଥାନୀୟ ଚୂନାଭଟା ପଡ଼ାର ଅଜୟ କତା(୨୦)। ପୋଲିସ ମୃତଦେହ ଜବତକରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏ ନେଇ ଥାନାରେ କେସ୍ ନଂ. ୨୩/୧୭ରେ ଏକ ଅପମୃତ୍ୟୁ ମାମଲା ରୁଜୁକରି ପୋଲିସ ତଦନ୍ତ ଚଳାଇଛି । ବିଦ୍ୟୁତ୍ ଖୁଣ୍ଟରୁ ଖସିପଡି ଏଭଳି ଅଘଟଣ ଘଟିଥାଇ ପାରେ ବୋଲି ପୋଲିସ ସନ୍ଦେହ କରୁଛି।
Posted inHome, Home Left, ଆମ ଜିଲା ଖବର, ଝାରସୁଗୁଡ଼ା View All
ଅନୁଦାନ ବଣ୍ଟନରେ ପାତରଅନ୍ତର ଅଭିଯୋଗ, ନିର୍ଦ୍ଦିଷ୍ଟ ପଞ୍ଚାୟତ ପାଇଁ ଏତେ ଅନୁକମ୍ପା କାହିଁକି
କର୍ଲାମୁଣ୍ଡା,୧୨ା୯(ପ୍ରଦୀପ କୁମାର ସାହୁ): କର୍ଲାମୁଣ୍ଡା ବ୍ଲକରେ ‘ବିକଶିତ ଓଡ଼ିଶା ବିକଶିତ ଗାଁ’ ଯୋଜନାରେ ଅନୁଦାନ ବଣ୍ଟନକୁ ନେଇ ପାତରଅନ୍ତର କରାଯାଇଥିବା ଅଭିଯୋଗ ଉଠିଛି। ବ୍ଲକର ୧୨ଟି ପଞ୍ଚାୟତ…
ଆରଟିଆଇ (RTI) ର ବଡ଼ ତଥ୍ୟ, ୭ ବର୍ଷରେ ପ୍ରଧାନମନ୍ତ୍ରୀଙ୍କ ମେକଅପ ପାଇଁ ଖର୍ଚ୍ଚ ହୋଇଛି ଏତିକି କୋଟି ଟଙ୍କା
ଜେରୁଜେଲମ,୧୨।୯: ଇସ୍ରାଏଲରେ, ୨୦୧୯ ମସିହାରୁ ଅଗଷ୍ଟ ୨୦୨୬ ମଧ୍ୟରେ ପ୍ରଧାନମନ୍ତ୍ରୀଙ୍କ କେଶ ସଜ୍ଜା (hairstyling) ଏବଂ ମେକଅପ ପାଇଁ ପ୍ରାୟ ୪,୭୦,୦୦୦ ଡଲାର (ପାଖାପାଖି ୪ କୋଟି…
ପ୍ରଧାନମନ୍ତ୍ରୀ ମୋଦି, ପୁଟିନ, ଜିନପିଙ୍ଗ… ବ୍ରିକ୍ସ (BRICS)ର ଏକ ଶକ୍ତିଶାଳୀ ଚିତ୍ର, ବିଶ୍ୱ ପାଇଁ ଦେଉଛି ବଡ଼ ବାର୍ତ୍ତା…
ନୂଆଦିଲ୍ଲୀ,୧୨।୯: ବ୍ରିକ୍ସ (BRICS) ସମ୍ମିଳନୀରୁ ବିଶ୍ୱ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ବହନ କରୁଥିବା ଚିତ୍ର ସାମ୍ନାକୁ ଆସିଛି। ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ…
ଜଲେଶପଟ୍ଟା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ: ଆଦର୍ଶ ଛାତ୍ର ହୋଇ ଲକ୍ଷ୍ୟସ୍ଥଳରେ ପହଞ୍ଚି…
ତୁମୁଡ଼ିବନ୍ଧ, ୧୨।୯ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧସ୍ଥିତ ଜଲେଶପଟ୍ଟା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଶନିବାର ପାଳିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ ଭିକାର…
ଅନ୍ଧବିଶ୍ୱାସ ଦୂରେଇବା ଲାଗି ପ୍ରୟାସ, ରଣଝାଲିରେ ପୋଲିସ ପଇଁତରା ମାରି…
ପୁରୁଷୋତ୍ତମପୁର,୧୨ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ରଣଝାଲି ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଘଟିଯାଇଥିବା ଅଭାବନୀୟ ଘଟଣାକୁ ନେଇ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଏକ ସଚେତନତା…
୧୨ ଗାଁରେ ମହିଳାଙ୍କ ମଦ ବିରୋଧୀ ଆନ୍ଦୋଳନ, ଥାନାଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରି…
ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ମଦ ବିରୋଧରେ ମହିଳାଙ୍କ ମହାମେଳି। ବେଆଇନ ମଦ ରନ୍ଧା ଏବଂ ବିକ୍ରି ବନ୍ଦ ପାଇଁ ଏକାଠି ହେଲେ ୧୨ଟି ଗ୍ରାମର ମହିଳା। ନବରଙ୍ଗପୁର…
ଚୋରି ଯାଇଥିବା ମୂଲ୍ୟବାନ ଜିନିଷ ଉଦ୍ଧାର, ଜଣଙ୍କୁ ଗିରଫ କରି…
ଗୁଡ଼ାରି,୧୨ା୯(ପ୍ରମୋଦ କୁମାର ପତି): ଗୁଡାରି ପୋଲିସ ଦ୍ୱାରା ଚୋରି ବାଇକ ଉଦ୍ଧାର ହେବା ସହ ଘଟଣାରେ ସମ୍ପୃକ୍ତ ଥାନା ଅନ୍ତର୍ଗତ ସୁନାପାଲି ଗ୍ରାମର ସିଦ୍ଧାନ୍ତ ପାଲକାକୁ ଗିରଫ…
ବେଆଇନ ବନ୍ଧୁକ କାରଖାନା ଠାବ: ୫ଟି ଦେଶୀ ବନ୍ଧୁକ ସହ ୩ ଗିରଫ
ଭଞ୍ଜନଗର, ୧୨।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ପୋଲିସ ଏକ ବେଆଇନ ଦେଶୀ ବନ୍ଧୁକ ନିର୍ମାଣ ୟୁନିଟ୍ ଉପରେ ଶୁକ୍ରବାର ରାତିରେ ଚଢ଼ଉ କରି…

