ବିଦ୍ୟୁତ୍‌ ଖୁଣ୍ଟ , ଗଛ ନ ଉଠିବାରୁ ଧାରଣା

ବେତନଟୀ, ୫ା୨(ଡି.ଏନ୍‌.ଏ.)- ବେତନଟୀ ବଜାରରେ ନୂତନ ରାସ୍ତା ନିର୍ମାଣ ଚାଲିଥିବା ବେଳେ ବିଦ୍ୟୁତ୍‌ ଖୁଣ୍ଟ ଓ ଗଛ ନ ଉଠିବାରୁ ବେତନଟୀ ସିଭିଲ୍‌ ସୋସାଇଟି ସଂଗଠନ ପକ୍ଷରୁ ବଙ୍ଗଳାଛକ ନିକଟ ପୂର୍ତ୍ତ ବିଭାଗ ଫାଟକ ସମ୍ମୁଖରେ ମଙ୍ଗଳବାର ଧାରଣା ଦିଆଯାଇଥିଲା। ଖବରପାଇ ପ୍ରଶାସନିକ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ପ୍ରତିଶ୍ରୁତି ଦେବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା। ଏ ସମ୍ପର୍କରେ ସିଭିଲ୍‌ ସୋସାଇଟିର ମୁଖ୍ୟ କର୍ମକର୍ତ୍ତା ସଚ୍ଚିଦାନନ୍ଦ ମହାନ୍ତିଙ୍କୁ ପଚାରିବାରୁ ଗଛ କାଟିବା ବିଳମ୍ବ ହେଉଥିବାରୁ ବିଭାଗୀୟ ଜେ.ଇ. ସ୍ବତନ୍ତ୍ର ଭାବେ ଗଛ କାଟିବା ଦାୟିତ୍ୱରେ ଥିବା ଅଧିକାରୀଙ୍କୁ ଅବଗତ କରାଇ ଯଥା ଶୀଘ୍ର ପଦକ୍ଷେପ ନେବେ ବୋଲି ପ୍ରତିଶ୍ରୁତି ପ୍ରଦାନ କରିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀଗୁଣ୍ଡିଚା ମନ୍ଦିର ପରିଦର୍ଶନ ସହ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟ ପ୍ରଶାସକ

ପୁରୀ,୨୦ା୯(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟସ୍ଥିତ ସମ୍ମିଳନୀ କକ୍ଷରେ ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ…

ଲଟାବୁଦାରେ ଭର୍ତ୍ତି ହୋଇଛି ଗାଁ ଶ୍ମଶାନ, ସଫେଇ ପାଇଁ ଏକାଠି ହେଲେ ଯୁବବର୍ଗ, ଅଧାପନ୍ତରିଆ ହୋଇଥିବା…

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): ସରକାରଙ୍କ ପକ୍ଷରୁ ଶ୍ମଶାନ ଗୃହ ନିର୍ମାଣ ପାଇଁ ଲକ୍ଷଲକ୍ଷ ଟଙ୍କା ଅନୁଦାନ ଖର୍ଚ୍ଚ କରାଯାଇ ସ୍ବଚ୍ଛତା ଓ ସୌନ୍ଦର୍ଯ୍ୟ ପାଇଁ ପଦକ୍ଷେପ ନିଆଯାଉଛି। କିନ୍ତୁ…

ପାରିବାରିକ କଳହର କରୁଣ ପରିଣତି: ସ୍ତ୍ରୀଙ୍କୁ ହତ୍ୟାପରେ, ସ୍ୱାମୀଙ୍କ ଆତ୍ମହତ୍ୟା

ପରଜଙ୍ଗ, ୨୦/୯ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅଧୀନ ଦଦରାଘାଟି ଫାଣ୍ଡି ଅଞ୍ଚଳର ଆଖୁଆପାଳ ପଞ୍ଚାୟତ ଅନ୍ତର୍ଗତ ୩ ନମ୍ବର କଲୋନୀରେ ପାରିବାରିକ କଳହକୁ…

ରେଙ୍ଗାଲିରେ ଏନକାଉଣ୍ଟର: କୋଡିନ୍‌ କଫ୍‌ସିରପ୍‌ ଚାଲାଣକାରୀଙ୍କୁ….

ସମ୍ବଲପୁର, ୨୦।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ନିଶା କାରବାର ବିରୋଧରେ ପୋଲିସର ବଡ଼ଧରଣର କାର୍ଯ୍ୟାନୁଷ୍ଠାନ ଦେଖିବାକୁ ମିଳିଛି। ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ଅନ୍ତର୍ଗତ ରେଙ୍ଗାଲି ଥାନା…

ସିମନବାଡ଼ି ସବ୍‌ଷ୍ଟେସନ କାର୍ଯ୍ୟ ଶେଷକୁ ବିତିଲା ଦୀର୍ଘଦିନ : ଲୋକଙ୍କୁ ମିଳୁନି ସେବା, ବିଭାଗର ଅହେତୁକ ବିଳମ୍ବକୁ ନେଇ ବଢ଼ୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି, ୨୦/୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଦୀର୍ଘଦିନ ହେଲା ୩୩/୧୧ କେଭି ବିଦ୍ୟୁତ ସବ୍‌ଷ୍ଟେସନ ସ୍ଥାପନ କାର୍ଯ୍ୟ ଶେଷ ହୋଇସାରିଛି। ହେଲେ…

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?