ବିଦ୍ୟୁତ୍‌ ଚୋରି ଅଭିଯୋଗ

ଗୋପ, ୮।୬(ଡି.ଏନ୍‌.ଏ.)-ସାମୁଦ୍ରିକ ଝଡ଼ ଫନୀରେ ଗୋପ ବ୍ଲକରେ ହଜାର ହଜାର ବିଦ୍ୟୁତ୍‌ ଖୁଣ୍ଟ ଭାଙ୍ଗି ପଡ଼ିବା ସହ ବିଦ୍ୟୁତ୍‌ ତାର ଛିଣ୍ଡି ପଡ଼ିଥିଲା। ବିଭାଗ ପକ୍ଷରୁ ଏବେ ଉପଭୋକ୍ତାମାନଙ୍କୁ ବିଦ୍ୟୁତ୍‌ ଯୋଗାଇ ଦିଆଯିବାକୁ କାର୍ଯ୍ୟ ଚାଲିଥିବାବେଳେ କେତେକ ଜାଗାରେ ବିଦ୍ୟୁତ୍‌ ସ୍ବାଭାବିକ ହୋଇଛି। ମାତ୍ର ବିଦ୍ୟୁତ୍‌ ସ୍ବାଭାବିକ ହେବା ପରେ ଗୋପ ବଜାର, ବେଗୁନିଆ, ନାଗପୁର, ବେଦପୁର, କୁଶୁପୁର ସହିତ ଆଉ କେତେକ ସ୍ଥାନରେ କେତେକ ଅସାଧୁ ବ୍ୟକ୍ତି ବିଦ୍ୟୁତ୍‌ ଖୁଣ୍ଟରୁ ବେଆଇନ୍‌ ଭାବରେ ବିଦ୍ୟୁତ୍‌ ଚୋରି କରୁଥିବା ନେଇ ଅଭିଯୋଗ ହୋଇଛି। ଏହାକୁ ନେଇ ଉପଭୋକ୍ତାମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଅଭିଯୋଗ ପରେ ବି ବିଭାଗୀୟ ଯନ୍ତ୍ରୀଙ୍କ ନିରବତା ସମସ୍ତଙ୍କୁ ଚକିତ କରିଛି। ଏ ସମ୍ପର୍କରେ ବିଭାଗୀୟ ଯନ୍ତ୍ରୀ ନିଳାଞ୍ଚଳ ପାତ୍ରଙ୍କୁ ପଚାରିବାରେ ମୋ ନିକଟରେ କେତେକ ଅଭିଯୋଗ ପହଞ୍ଚତ୍ଛି। ନିଶ୍ଚିତ ଭାବରେ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟନୁଷ୍ଠାନ ନେବା ସହ ବେଆଇନ୍‌ ବିଦ୍ୟୁତ କଟାଯିବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରନ୍ଧନ ଗ୍ୟାସ୍‌ର ଅଚଳାବସ୍ଥା ନେଇ ଗର୍ଜିଲା କଂଗ୍ରେସ

ନୂଆପଡ଼ା,୧୩ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ରନ୍ଧନ ଗ୍ୟାସକୁ ନେଇ ସୃଷ୍ଟି ହୋଇଥିବା ଅଚଳାବସ୍ଥାକୁ ନେଇ ଶୁକ୍ରବାର ଜିଲା କଂଗ୍ରେସ ପକ୍ଷରୁ ପ୍ରତିବାଦ କରାଯାଇଛି। ଜିଲା କଂଗ୍ରେସ…

ଶ୍ରୀମନ୍ଦିରରେ ରକ୍ତଛିଟା: ଭିତର କାଠ ଦର୍ଶନ ବିଳମ୍ବ

ପୁରୀ,୧୩।୩: ଶ୍ରୀମନ୍ଦିରରେ ବଡ଼ ମହାସ୍ନାନ। ରକ୍ତଛିଟା ପଡ଼ିଥିବାରୁ ଶ୍ରୀମନ୍ଦିରରେ ହେଲା ବଡ଼ ମହାସ୍ନାନ। ଗର୍ଭଗୃହ ଭିତର ପାହାଚ ପାଖରେ ରକ୍ତଛିଟା ପଡ଼ିଥିବା ଦେଖିବାକୁ ମିଳିଥିଲା। ମହାପ୍ରସାଦ ଆଣିବା…

ଗର୍ଭବତୀ ଅଛନ୍ତି କି ନୀନା ଗୁପ୍ତା: ନିଜେ ମୁହଁ ଖୋଲିଲେ

ବଲିଉଡ ଅଭିନେତ୍ରୀ ନୀନା ଗୁପ୍ତା ଆଜିକାଲି ଚର୍ଚ୍ଚାରେ ଅଛନ୍ତି। କିଏ କିଏ କହୁଛନ୍ତି ସେ କୁଆଡ଼େ ଗର୍ଭବତୀ ଅଛନ୍ତି। ଏସବୁ ଚର୍ଚ୍ଚା ମଧ୍ୟରେ ନୀନା ମୁହଁ ଖୋଲିଛନ୍ତି।…

କ୍ରିକେଟ ଟୁର୍ନାମେଣ୍ଟ: ଧରାକୋଟ ଟିମ୍‌ ଚାମ୍ପିୟନ

ଧରାକୋଟ,୧୩ା୩(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ସୋରଡା ଋଷିକୁଲ୍ୟା କ୍ରିକେଟ କ୍ଲବ ପକ୍ଷରୁ ଶଶିଭୂଷଣ ମିନି ଷ୍ଟାଡିୟମରେ ଚାଲିଥିବା ୧୬ତମ ଋଷିକୁଲ୍ୟା କ୍ରିକେଟ ଟର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି । ଫାଇନାଲ…

କଂଗ୍ରେସ ବିଧାୟକ ବେଙ୍ଗାଲୁରୁରେ ଥିବା ସ୍ପଷ୍ଟ କଲେ ଶିବକୁମାର

ବେଙ୍ଗାଲୁରୁ,୧୩।୩: ଓଡ଼ିଶା କଂଗ୍ରେସର ୮ଜଣ ବିଧାୟକ ବେଙ୍ଗାଲୁରୁରେ ଥିବା ସ୍ପଷ୍ଟ କରିଛନ୍ତି କର୍ନାଟକ ଉପମୁଖ୍ୟମନ୍ତ୍ରୀ ଡି.କେ ଶିବକୁମାର। ଏହି ଅବସରରେ ଶିବକୁମାର ପ୍ରତିକ୍ରିୟା ଦେଇ କହିଛନ୍ତି, ଘୋଡ଼ା…

କାରଣ କହି ଭାଜପା ଛାଡିଲେ ଜୀବନ ପ୍ରଦୀପ ଦାଶ

ଭୁବନେଶ୍ୱର,୧୩।୧୧: ଭାଜପା ଛାଡ଼ିଲେ ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାଶ। ରବୀନ୍ଦ୍ର ଜେନା ଭାଜପାରେ ସାମିଲ ହେବା ପରେ ସେ ଇସ୍ତଫା ଦେଇଥିବା ଜଣାପଡ଼ିଛି। ପ୍ରେସମିଟ୍‌ କରି…

ନ୍ୟାୟ ଦାବିରେ ଉତ୍ତ୍ୟକ୍ତ ଲୋକଙ୍କ ଉନ୍ମତ୍ତକାଣ୍ଡ: ତହସିଲଦାରଙ୍କ ଗାଡ଼ି ଭାଙ୍ଗିଲେ, ପୋଲିସକୁ ମରଣାନ୍ତକ ଆକ୍ରମଣ

ବାରିପଦା,୧୩ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବହଳଦା ଥାନା ଅଞ୍ଚଳରେ ଜଣେ ନାବାଳିକାକୁ ଅସଦାଚରଣକୁ ନେଇ ଅଭାବନୀୟ ଘଟଣା ଘଟିଛି। ଅଞ୍ଚଳବାସୀ ନ୍ୟାୟ ଦାବିରେ ଜାତୀୟ ରାଜପଥ…

‘IPL ଖେଳିବା ଛାଡିଦେବେ…’,ଧୋନିଙ୍କ ଅବସରକୁ ନେଇ ବଡ଼ ଭବିଷ୍ୟବାଣୀ, ସଭିଏଁ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୩।୩: ୨୦୨୬ IPL ସିଜିନ ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି, ଯେଉଁଥିରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ସନରାଇଜର୍ସ ହାଇଦ୍ରାବାଦ (ଆରସିବି ବନାମ ଏସଆରଏଚ) ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri