ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଶ୍ରମିକ ଅର୍ଦ୍ଧଦଗ୍ଧ

ଦିଗପହଣ୍ଡି,୨୨।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ହନୁମାନ ମନ୍ଦିର ନିକଟରେ ଉଚ୍ଚ କ୍ଷମତା ସମ୍ପନ୍ନ ୧୧ କେ.ଭି. ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ରବିବାର ଜଣେ ଶ୍ରମିକ ଅର୍ଦ୍ଧଦଗ୍ଧ ହୋଇଯାଇଥିବା ଜଣାପଡିଛି। ସେ ହେଲେ ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଜୟନଗର ଗ୍ରାମର ବୁଲୁ ନାହାକ।
ସୂଚନାନୁଯାୟୀ, ନିର୍ମାଣାଧିନ ଘରର ଛାତ ପକାଯିବା ଲାଗି ମଧ୍ୟାହ୍ନରେ ସେଣ୍ଟ୍ରିଂ କାମ ଚାଲିଥିଲା। ସେହି ସମୟରେ ଅସାବଧାନତା କାରଣରୁ ଛାତ ଉପର ଦେଇ ଯାଇଥିବା ୧୧ କେ.ଭି. ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ବୁଲୁ ଧରିଥିବା ଲୁହାଛଡ଼ ଆସିଯାଇଥିଲା। ଫଳରେ ସେ ଛିଟିକି ପଡ଼ିଥିଲେ। ହେଲେ ନିଆଁ ପଡ଼ିଯିବାରୁ ତାଙ୍କ ଶରୀରର ୪୦ ପ୍ରତିଶତ ଜଳିଯାଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସଙ୍କଟାପନ୍ନ ଅବସ୍ଥାରେ ସେଠାରୁ ତାଙ୍କୁ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri