ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଯୁବକଙ୍କ ଜୀବନଗଲା

ଝରିଗାଁ,୧୪।୩(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଭାଲୁକୁନାଡ଼ି ପଞ୍ଚାୟତ ସାରିଆପଡ଼ା ଗ୍ରାମରେ ଶନିବାର ଅପରାହ୍ନରେ ୧୧କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଯୁବକଙ୍କ ଜୀବନ ଯାଇଛି।
ପ୍ରାପ୍ତ ସୂଚନାରୁ ପ୍ରକାଶ, ସାରିଆପଡ଼ା ଗ୍ରାମର ପର୍ଶୁ ମାଝିଙ୍କ ପୁଅ ଭଗତ ଘର ନିକଟରେ ଥିବା ବୁଆଲ ଗଛରେ ଚଢ଼ି ଶାଗ ତୋଳୁଥିବା ସମୟରେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ତଳେ ପଡ଼ିଯାଇଥିଲେ। ଏହାପରେ ପରିବାର ଲୋକେ ଝରିଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ସେଠାରେ ଡାକ୍ତର ସୋମା ଦାଶ ତାଙ୍କୁ ମୃତ ଘୋଷଣା କରିଛନ୍ତି। ମୃତକଙ୍କ ପରିବାର ପକ୍ଷରୁ ସରକାରୀ ସହାୟତା ପ୍ରଦାନ ନିମନ୍ତେ ନିବେଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ପଶିଲା ମହାବଳ ବାଘ: ବାହାରୁ ତାଲା ପକାଇଦେଲେ ଗାଁ ଲୋକେ

ବାରିପଦା, ୨୫।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଖପରାଖାଇ ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗାଁ ଭିତରକୁ ଏକ ମହାବଳ…

‘ଦୃଶ୍ୟମ ୩’କୁ ନେଇ ବଢୁଛି କ୍ରେଜ୍‌: ଓପନିଂ ଡେ’ରେ ୫୦ କୋଟି ଟାର୍ଗେଟ୍‌

ମୁମ୍ବାଇ: ବଲିଉଡ୍‌ର ଲୋକପ୍ରିୟ ସସ୍ପେନ୍ସ-ଥ୍ରିଲର୍‌ ଫ୍ରାଞ୍ଚାଇଜ ‘ଦୃଶ୍ୟମ’ର ତୃତୀୟ ଭାଗକୁ ନେଇ ଦର୍ଶକଙ୍କ ଉତ୍ସାହ ବଢ଼ିବାରେ ଲାଗିଛି। ଅଜୟ ଦେବଗନଙ୍କ ଅଭିନୀତ ‘ଦୃଶ୍ୟମ ୩’ ୨ ଅକ୍ଟୋବର…

ବାଘୁଆମେଦ ଗ୍ରାମ ଅବସ୍ଥା ଶୋଚନୀୟ: ଘରେ ପଶିଲା ଆଣ୍ଠୁଏ ପାଣି

ମହାକାଳପଡ଼ା,୨୫।୯: ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ବଉଳକଣି ପଞ୍ଚାୟତ…

ତୁହାକୁ ତୁହା ବର୍ଷାରେ ଅସ୍ତବ୍ୟସ୍ତ ଜନଜୀବନ: ଗୋଖରକୁଦା ରାସ୍ତାରେ ଭାଙ୍ଗିଲା ଗଛ, ଘରେ ପଶିଲା ବର୍ଷା ଜଳ

ଗଞ୍ଜାମ,୨୫।୯(ବିଦ୍ୟାଧର ସାହୁ ): ଗତ ତିନିଦିନ ଧରି ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡିଛି । ତୁହାକୁ ବର୍ଷା ପାଇଁ ଲୋକେ ଘରୁ ପଦାକୁ…

୧୩୨ କେଭି ଲାଇନ୍‌ରେ ଫଲ୍ଟ: ଅନ୍ଧାରରେ କନ୍ଧମାଳ

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ହେଲା କନ୍ଧମାଳ ଜିଲାରେ ବିଦ୍ୟୁତ ସେବା ବାରମ୍ବାର ବାଧାପ୍ରାପ୍ତ ହେଉଛି। ଗୁରୁବାର…

ଛଡାକିଆରେ ରାସ୍ତା ଉପରେ ବିରାଟ ଗଛ: ଦାରିଙ୍ଗବାଡ଼ି-ମୋହନା ରାସ୍ତା ଠପ୍‌

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ଛଡାକିଆ ନିକଟରେ ରାସ୍ତା ଉପରେ ଏକ ବିରାଟକାୟ ଗଛ ଉପୁଡ଼ି ପଡ଼ିବାରୁ…

କୋମଲ ରାଣୀଙ୍କ ସହ ଲାଲବାଗଚା ଦର୍ଶନ: ମୁହଁ ଖୋଲିଲେ ଗୋବିନ୍ଦା, ମୋ ଛବି ଖରାପ…

ମୁମ୍ବାଇ,୨୫।୯: ୯୦ ଦଶକର ଲୋକପ୍ରିୟ ଅଭିନେତା ଗୋବିନ୍ଦା ପୁଣିଥରେ ବଲିଉଡ୍‌ରେ କମବ୍ୟାକ୍‌ କରିବାକୁ ପ୍ରସ୍ତୁତ ହେଉଛନ୍ତି । ଏହାରି ଭିତରେ ତାଙ୍କ ଆଗାମୀ ଫିଲ୍ମ ‘ରୂପା’ର କୋ-ଷ୍ଟାର…

କମଲଜିତ-ସୁରୁଚିଙ୍କ କମାଲ: ଭାରତକୁ ଭେଟିଦେଲେ ପୁଣି ସ୍ବର୍ଣ୍ଣ

ନାଗୋୟା,୨୫।୯:ଏସିଆନ ଗେମ୍ସ ୨୦୨୬ରେ ସେପ୍ଟେମ୍ବର ୨୫ ଭାରତ ପାଇଁ ଆରମ୍ଭରୁ ହିଁ ଚମତ୍କାର ରହିଛି। ଶୁଟିଂରେ କମଲଜିତ ଓ ସୁରୁଚି ଭାରତକୁ ଆଉ ଏକ ସ୍ବର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?