ବିଦ୍ୟୁତ୍‌ ବକେୟା ପୈଠ ନ କଲେ ଜାନୁୟାରୀ ୧୫ରୁ ଲାଇନ୍‌ ବନ୍ଦ: ସେସୁ ସିଇଓ

ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ସେସୁର ଆର୍ଥିକ ସ୍ଥିତି ବର୍ତ୍ତମାନ ସେତେ ଭଲ ନାହିଁ। ଲୋକଙ୍କୁ ଗୁଣାତ୍ମକ ମାନଯୁକ୍ତ ବିଦ୍ୟୁତ୍‌ ଦେବାକୁ ହେଲେ ଆମକୁ ଅର୍ଥ ଦରକାର। ଏହାକୁ ନେଇ ଉପଭୋକ୍ତାମାନଙ୍କୁ ବକେୟା ବିଦ୍ୟୁତ୍‌ ବିଲ୍‌ ପୈଠ କରିବାକୁ ପଡ଼ିବ। ବକେୟା ବିଲ୍‌ ସମ୍ପର୍କରେ ଖାଉଟିଙ୍କ ପାଖକୁ ମେସେଜ୍‌ ଯିବ। ସବୁ ପରେ ଯଦି ଉପଭୋକ୍ତ ବକେୟା ନ ଦେବେ ତେବେ ଜାନୁୟାରୀ ୧୫ରୁ ଲାଇନ୍‌ କଟିବ ବୋଲି ମଙ୍ଗଳବାର ଏକ ଖବରଦାତା ସମ୍ମିଳନୀରେ ସେସୁ ସିଇଓ ଅରୁଣ ବୋଥ୍ରା ସୂଚନା ଦେଇଛନ୍ତି।

ସାଧାରଣ ଖାଉଟିଙ୍କ ଉପରେ ୨ ହଜାର କୋଟିର ବକେୟା ରହିଛି। ଉକ୍ତ ବିଲ୍‌ରୁ ୯୨% ଅର୍ଥାତ୍‌ ୧୦୨୩ କୋଟି ଟଙ୍କା କେବଳ ଘରୋଇ ଉପଭୋକ୍ତାଙ୍କ ଉପରେ ବାକି। ସମୁଦାୟ ବକେୟାରୁ ୨୦୯ କୋଟି ଉପରେ ଆପତ୍ତି ଅଭିଯୋଗ ଅଛି।ଏହି ବିଲ୍‌ରୁ ୧୦୮ କୋଟି ଶିଳ୍ପାଞ୍ଚଳର ବିଲ। ଏହି ବକେୟା ଆଦାୟ ପାଇଁ ସ୍ପେଶାଲ ଡ୍ରାଇଭ୍‌ ଆରମ୍ଭ କରାଯିବ। ସେସୁର ଆର୍ଥିକ ସ୍ଥିତି ବର୍ତ୍ତମାନ ସେତେ ଭଲ ନାହିଁ। ଲୋକଙ୍କୁ ଗୁଣାତ୍ମକଯୁକ୍ତ ବିଦ୍ୟୁତ୍‌ ଦେବାକୁ ହେଲେ ଆମକୁ ଅର୍ଥ ଦରକାର। ଏଣୁ ଆଗାମୀ ଦିନରେ ଖାଉଟିଙ୍କଠାରୁ ବକେୟା ଆଦାୟ କରାଯିବ ବୋଲି ବୋଥ୍ରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଏହି ଦିନ ଗଡ଼ିବ ଭାରତର ପ୍ରଥମ ବୁଲେଟ୍ ଟ୍ରେନ୍: ବୁକ୍ କରନ୍ତୁ ଟିକେଟ୍

ନୂଆଦିଲ୍ଲୀ,୧।୧: ଭାରତୀୟ ପରିବହନ କ୍ଷେତ୍ରରେ ଏକ ଐତିହାସିକ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି। ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଘୋଷଣା ଅନୁଯାୟୀ, ଆସନ୍ତା ଅଗଷ୍ଟ ୧୫,...

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

ନୂଆ ରେକର୍ଡ କଲା ନନ୍ଦନକାନନ: ବୁଲିଲେ ୪୦ ଲକ୍ଷ ପର୍ଯ୍ୟଟକ

ଭୁବନେଶ୍ୱର,୧।୧: ୨୦୨୫ରେ ନନ୍ଦନକାନନକୁ ରେକର୍ଡ ସଂଖ୍ୟକ ପର୍ଯ୍ୟଟକ ଆଗମନ କରିଥିବା ଗୁରୁବାର ସୂଚନା ମିଳିଛି। ୨୦୨୫ରେ ନନ୍ଦନକାନନକୁ ୪୦ ଲକ୍ଷ ୨୦ହଜାର ୫୩୯ ପର୍ଯ୍ୟଟକ ଆସିଛନ୍ତି।...

ରାଜଧାନୀରେ ମଦର ମାହୋଲ: ୭ ଦିନରେ ୩୨ କୋଟି ଟଙ୍କାର ମଦ ପିଇଲେ ଭୁବନେଶ୍ୱରବାସୀ

ନୂଆଦିଲ୍ଲୀ,୧।୧: ନୂଆବର୍ଷ ସ୍ୱାଗତ ଉତ୍ସବକୁ ନେଇ ସାରା ରାଜଧାନୀ ଚଳଚଞ୍ଚଳ ଥିବାବେଳେ, ମଦ ବିକ୍ରି କ୍ଷେତ୍ରରେ ଏକ ନୂଆ ରେକର୍ଡ ସୃଷ୍ଟି ହୋଇଛି। ଅବକାରୀ ବିଭାଗର...

ନୂଆବର୍ଷର ପ୍ରଥମ ଦିନରେ ଦୁର୍ଘଟଣା, ଦୁଇ ବାଇକ୍ ମୁହାଁମୁହିଁ ଧକ୍କାରେ ଜଣେ ମୃତ

ପଟ୍ଟାଙ୍ଗି୧/୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ ଦେଓଫଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମା ସ୍ଥିତ ଚିଲିଗୁଡା ସଲପଗୁଡା ଛକ ନିକଟରେ ଦୁଇ ମୋଟର...

୧୩ ସରକାରୀ ଯୋଜନା ବିଷୟରେ ଜାଣିବେ ଯୋଗ୍ୟ ହିତାଧିକାରୀ, ଓ୍ବାର୍ଡକୁ ଓ୍ବାର୍ଡ ବୁଲି…

କୋରାପୁଟ,୧ା୧(ଅମିତାଭ ବେହେରା): ଗୁରୁବାର କୋରାପୁଟ ପୌର ପରିଷଦ କାର୍ଯ୍ୟାଳୟ ପରିସରରେ ସହଯୋଗ ଭ୍ରାମ୍ୟମାଣ ସହାୟତା କେନ୍ଦ୍ର ବା ସଚେତନତା ରଥ ଉଦ୍‌ଘାଟିତ ହୋଇଯାଇଛି। କୋରାପୁଟ ବିଧାୟକ...

ନବୀନଙ୍କ ଉତ୍ତରାଧିକାରୀକୁ ନେଇ ଚର୍ଚ୍ଚା, ଅଶୋକ ପଣ୍ଡା କହିଲେ ଯେବେ ଯାଏ ନବୀନ ଅଛନ୍ତି…

ଭୁବନେଶ୍ବର,୧।୧: ନୂଆବର୍ଷର ପ୍ରଥମ ଦିନରେ ପୁଣି ଥରେ ନବୀନଙ୍କ ଉତ୍ତରାଧିକାରୀଙ୍କୁ ନେଇ ଚର୍ଚ୍ଚା ବଢ଼ିଛି ।ନବୀନଙ୍କୁ ଭେଟି ଶୁଭେଚ୍ଛା ଜଣାଇବା ପରେ ମୁହଁ ଖୋଲିଛନ୍ତି ଅଶୋକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri