ବିଦ୍ୟୁତ୍‌ ବକେୟା ପୈଠ ନ କଲେ ଜାନୁୟାରୀ ୧୫ରୁ ଲାଇନ୍‌ ବନ୍ଦ: ସେସୁ ସିଇଓ

ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ସେସୁର ଆର୍ଥିକ ସ୍ଥିତି ବର୍ତ୍ତମାନ ସେତେ ଭଲ ନାହିଁ। ଲୋକଙ୍କୁ ଗୁଣାତ୍ମକ ମାନଯୁକ୍ତ ବିଦ୍ୟୁତ୍‌ ଦେବାକୁ ହେଲେ ଆମକୁ ଅର୍ଥ ଦରକାର। ଏହାକୁ ନେଇ ଉପଭୋକ୍ତାମାନଙ୍କୁ ବକେୟା ବିଦ୍ୟୁତ୍‌ ବିଲ୍‌ ପୈଠ କରିବାକୁ ପଡ଼ିବ। ବକେୟା ବିଲ୍‌ ସମ୍ପର୍କରେ ଖାଉଟିଙ୍କ ପାଖକୁ ମେସେଜ୍‌ ଯିବ। ସବୁ ପରେ ଯଦି ଉପଭୋକ୍ତ ବକେୟା ନ ଦେବେ ତେବେ ଜାନୁୟାରୀ ୧୫ରୁ ଲାଇନ୍‌ କଟିବ ବୋଲି ମଙ୍ଗଳବାର ଏକ ଖବରଦାତା ସମ୍ମିଳନୀରେ ସେସୁ ସିଇଓ ଅରୁଣ ବୋଥ୍ରା ସୂଚନା ଦେଇଛନ୍ତି।

ସାଧାରଣ ଖାଉଟିଙ୍କ ଉପରେ ୨ ହଜାର କୋଟିର ବକେୟା ରହିଛି। ଉକ୍ତ ବିଲ୍‌ରୁ ୯୨% ଅର୍ଥାତ୍‌ ୧୦୨୩ କୋଟି ଟଙ୍କା କେବଳ ଘରୋଇ ଉପଭୋକ୍ତାଙ୍କ ଉପରେ ବାକି। ସମୁଦାୟ ବକେୟାରୁ ୨୦୯ କୋଟି ଉପରେ ଆପତ୍ତି ଅଭିଯୋଗ ଅଛି।ଏହି ବିଲ୍‌ରୁ ୧୦୮ କୋଟି ଶିଳ୍ପାଞ୍ଚଳର ବିଲ। ଏହି ବକେୟା ଆଦାୟ ପାଇଁ ସ୍ପେଶାଲ ଡ୍ରାଇଭ୍‌ ଆରମ୍ଭ କରାଯିବ। ସେସୁର ଆର୍ଥିକ ସ୍ଥିତି ବର୍ତ୍ତମାନ ସେତେ ଭଲ ନାହିଁ। ଲୋକଙ୍କୁ ଗୁଣାତ୍ମକଯୁକ୍ତ ବିଦ୍ୟୁତ୍‌ ଦେବାକୁ ହେଲେ ଆମକୁ ଅର୍ଥ ଦରକାର। ଏଣୁ ଆଗାମୀ ଦିନରେ ଖାଉଟିଙ୍କଠାରୁ ବକେୟା ଆଦାୟ କରାଯିବ ବୋଲି ବୋଥ୍ରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ; ନା ସଭ୍ୟତା, ନା ଇତିହାସ….

ତେହରାନ,୫ା୭: ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ବୟାନବାଜି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ଟ୍ରମ୍ପ ଦାବି କରିଥିଲେ ଯେ ସେ ଦେଶର ବରିଷ୍ଠ ନେତାମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri