ବିଦ୍ୟୁତ କାଟ୍‌କୁ ନେଇ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ବଅଁରପାଳ,୨୫।୮(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଅନ୍ତର୍ଗତ ବନ୍ଦା, ଝଯିରୀବାହଳ ଓ ଚଉରୀଡ଼ିହ ଗ୍ରାମରେ ଶନିବାରଠାରୁ ବିଦ୍ୟୁତ ନ ଥିବାରୁ ଏ ନେଇ ରବିବାର ଗ୍ରାମବାସୀଙ୍କ ପକ୍ଷରୁ ବଅଁରପାଳ ବିଦ୍ୟୁତ କାର୍ଯ୍ୟାଳୟ ଘେରାଉ କରାଯିବା ସହ ଥାନାରେ ମଧ୍ୟ ଅଭିଯୋଗ ହୋଇଛି। ଗ୍ରାମକୁ ଯାଇଥିବା ୧୧ କେଭି ବିଦ୍ୟୁତ ତ।ର ବାରମ୍ବାର ଛିଣ୍ଡୁଥିବାରୁ ଏଭଳି ସମସ୍ୟା ଦେଖା ଦେଉଥିବା ଗ୍ରାମବାସୀ କହିଛନ୍ତି। ବିଦ୍ୟୁତ ସମସ୍ୟା ନେଇ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ରବନୀତ ସିଂ ବିଟ୍ଟୁ, ଜାଣନ୍ତୁ କାହିଁକି ଛାଡ଼ିବାକୁ ପଡ଼ିଲା…

ନୂଆଦିଲ୍ଲୀ,୪।୭: କେନ୍ଦ୍ର ରେଳ ରାଷ୍ଟ୍ରମନ୍ତ୍ରୀ ରବନୀତ ସିଂ ବିଟ୍ଟୁ କେନ୍ଦ୍ର ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କର ଇସ୍ତଫାକୁ ଗ୍ରହଣ କରିଥିବା ନେଇ ଶୁକ୍ରବାର…

ଗନ୍ଧର୍ବ କଳା ସମ୍ମାନ ପାଇଲେ ଗୌରୀ ଶଙ୍କର ଦୁର୍ଗା: କଳାହାଣ୍ଡି ପାଇଁ ପୁଣି ଆଣିଲେ ଗୌରବ

ଭବାନୀପାଟଣା,୨୪।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ମାଟିର ଜଣାଶୁଣା ଲୋକ ବାଦ୍ୟ କଳାକାର ତଥା ଓଡିଶା ସଙ୍ଗୀତ ନାଟକ ଏକାଡେମୀ ଯୁବ ପୁରସ୍କାର ପ୍ରାପ୍ତ ପ୍ରତିଭା ଗୌରୀ ଶଙ୍କର…

ବଲାଙ୍ଗୀରରେ ବାହୁଡ଼ା ରଥଯାତ୍ରା: ମନ୍ଦିରକୁ ବାହୁଡ଼ିଲେ ତିନି ଠାକୁର

ବଲାଙ୍ଗୀର, ୨୪।୭ (ସୁନିଲ କୁମାର ମହାନ୍ତି): ଶୁକ୍ରବାର ବଲାଙ୍ଗୀର ଜିଲାର ବିଭିନ୍ନ ସ୍ଥାନରେ ପବିତ୍ର ବାହୁଡ଼ା ରଥଯାତ୍ରା ଭକ୍ତିମୟ ପରିବେଶରେ ସମ୍ପନ୍ନ ହୋଇଛି। ଶ୍ରୀଜିଉମାନେ ମାଉସୀମା ମନ୍ଦିରରୁ…

ବାହୁଡ଼ା ଯାତ୍ରାରେ ଜଗା ଦର୍ଶନ ହେଲା ଶେଷ ଦର୍ଶନ : ଦେଖିବାକୁ ଆସି…

ବରଗଡ଼,୨୪।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ -ଭଟଲି ରାସ୍ତାର ଗୋପାଳପୁର ନିକଟରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣା ଘଟିଛି । ଦୁର୍ଘଟଣାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି। ଏକ ବାଇକ୍…

ଦିଗପହଣ୍ଡିରେ ନିଆରା ବାହୁଡ଼ା ଯାତ୍ରା: ପୁରୀ ବାହୁଡ଼ା ଯାତ୍ରାର ଦିନକ ପରେ…

ଦିଗପହଣ୍ଡି,୨୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ନିଆରା ବାହୁଡ଼ା ଯାତ୍ରା ପରମ୍ପରା କେଉଁ ଆବହମାନ କାଳରୁ ଚଳିଆସିଛି। ପୁରୀ ବାହୁଡ଼ା ଯାତ୍ରାର ଦିନକ ପରେ ପବିତ୍ର…

ଗୋକର୍ଣ୍ଣପୁରରେ ଶ୍ରୀ ଲକ୍ଷ୍ମୀନୃସିଂହ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଉଦଯାପିତ: ମହାଯଜ୍ଞ ପୂର୍ଣ୍ଣାହୁତିରେ ସହସ୍ରାଧିକ ଶ୍ରଦ୍ଧାଳୁଙ୍କ ସମାଗମ

ଦିଗପହଣ୍ଡି,୨୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅନ୍ତର୍ଗତ ଗୋକର୍ଣ୍ଣପୁର ଗ୍ରାମରେ ଗତ ୩ ଧରି ଚାଲିଥିବା ଶ୍ରୀ ଲକ୍ଷ୍ମୀନୃସିଂହ ଓ ଏଲମା ଶ୍ରୀ ପୋତୁରାଜଙ୍କ…

ତିଲୋରୀରେ ନିଆରା ଢଙ୍ଗରେ ପାଳିତ ହେଲା ବାହୁଡ଼ା ଯାତ୍ରା: ଖଟୁଲିରେ ବିଜେ କଲେ…

ଦାରିଙ୍ଗବାଡି, ୨୪/୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ବିଭିନ୍ନ ସ୍ଥାନରେ ଶୁକ୍ରବାର ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ଶାନ୍ତି ଓ ଶୃଙ୍ଖଳାର ସହ ପାଳିତ ହୋଇଯାଇଛି।…

କୁଲାଡ ବାହୁଡ଼ା ଯାତ୍ରା: ପ୍ରଶାସନ ପକ୍ଷରୁ ବିଭିନ୍ନ ବ୍ୟକ୍ତି….

ଭଞ୍ଜନଗର,୨୪।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକର କୁଲାଡ ବାହୁଡ଼ା ଯାତ୍ରା ଐତିହାସିକ ଓ ପ୍ରସିଦ୍ଧ। ଭଞ୍ଜ ରାଜବଂଶଙ୍କ ପକ୍ଷରୁ ଶହ ଶହ ବର୍ଷ ଧରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri