ବିଦ୍ୟୁତ ସଂସ୍ପର୍ଶରେ ଆସି କର୍ମଚାରୀ ଗୁରୁତର

ବସ୍ତା, ୧୪।୧(ଡି.ଏନ.ଏ.)-ବସ୍ତା ଥାନା ଅନ୍ତର୍ଗତ ସଦାନନ୍ଦପୁର ଗ୍ରାମ ନିକଟରେ ବସ୍ତା ବିଦ୍ୟୁତ୍‌ ବିଭାଗର କର୍ମଚାରୀ ହେମନ୍ତ କୁମାର ରଣା ଖୁଣ୍ଟରେ ଚଢ଼ି ମରାମତି କରୁଥିବା ବେଳେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଗୁରୁତର ହୋଇଛନ୍ତି। ତାଙ୍କୁ ତୁରନ୍ତ ବସ୍ତା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ମାତ୍ର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଥିଲା। ଏବେ ସେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍‌ପିଟାଲରେ ଚିକିତ୍ସାଧିନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିରଳ ଅସ୍ତ୍ରୋପଚାର: ୭ ମାସ ଶିଶୁ ଗିଳିଥିଲା କ୍ଲଚର, ତଣ୍ଟିରୁ ବାହାରକଲେ…

କୋରାପୁଟ,୩୦ା୫(ଅମିତାଭ ବେହେରା):କୋରାପୁଟସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟରେ ଜଣେ ୭ ମାସର ଶିଶୁଙ୍କ ଅସ୍ତ୍ରୋପଚାର କରାଯାଇ ତାଙ୍କ ତଣ୍ଟିରୁ ଏକ ମୁଣ୍ଡ କ୍ଲିପ୍‌…

ବରଗଡ଼ରେ ଆରମ୍ଭ ହେଲା SIR କାର୍ଯ୍ୟକ୍ରମ, ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ଲକ୍ଷ୍ୟରେ…

ବରଗଡ଼,୩୦ା୫(ପ୍ରେମାନନ୍ଦ ଖମାରୀ): ଭାରତୀୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶାନୁସାରେ ଓଡ଼ିଶାର ସମସ୍ତ ଯୋଗ୍ୟ ଭୋଟରଙ୍କ ନାମକୁ ଭୋଟର ତାଲିକାରେ ସାମିଲ କରିବା ଏବଂ ଅଯୋଗ୍ୟ ବ୍ୟକ୍ତିଙ୍କୁ ଭୋଟର ତାଲିକାରୁ…

କାଳବୈଶାଖୀରେ ଚଉମୁହାଣି ଫେରିଘାଟ ଦିଗହରା: ଚାଳକଙ୍କ ସାହସିକତା ଯୋଗୁ ଯାତ୍ରୀ…

ମହାକାଳପଡ଼ା,୩୦ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ବରକନ୍ଧା ପଞ୍ଚାୟତ ସଂଲଗ୍ନ ମହାନଦୀ ଅପର ପାର୍ଶ୍ୱରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ଝଡ଼ ପଶ୍ଚିମ ଉତ୍ତର…

ପ୍ରଧାନମନ୍ତ୍ରୀଙ୍କ ପରାମର୍ଶକୁ ଜିଲା ପ୍ରଶାସନର ଗୁରୁତ୍ୱ, ବିଭିନ୍ନ ପ୍ରକଳ୍ପର କାର୍ଯ୍ୟ ତ୍ୱରାନ୍ବିତ କରିବା ନେଇ ବିଡିଓଙ୍କୁ…

ଦାରିଙ୍ଗବାଡ଼ି,୩୦ା୫(ଅରୁଣ ସାହୁ): ମଧ୍ୟପ୍ରାଚୀ ଯୁଦ୍ଧ ପାଇଁ ଦେଶରେ ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସ ଭଳି ଅତ୍ୟାବଶ୍ୟକୀୟ ସାମଗ୍ରୀର ଘୋର ଅଭାବ ଦେଖାଯାଇଛି। ଏହି ସଙ୍କଟ ଆଗକୁ…

SIRର ଲକ୍ଷ୍ୟ ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତ: ପ୍ରତି ଘରକୁ ୩ ଥର ଯିବେ ବିଏଲଓ

ଭଞ୍ଜନଗର,୩୦।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସଆଇଆର ଉପରେ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ଆୟୋଜନ ହୋଇଛି। ଏନେଇ ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରୁ ଶନିବାର ଏକ…

ରାଜପଥରୁ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ:ମାଡ଼ିବସିଲା ପୋଲିସ

ଧର୍ମଶାଳା,୩୦।୫(ଶିବ ପ୍ରସାଦ ମହାନ୍ତି):ଯାଜପୁର ଜିଲା ଧର୍ମଶାଳା ଥାନା ୧୬ ନମ୍ବର ଜାତୀୟ ରାଜପଥର ସାରୋଇ ନିକଟରେ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ କରୁଥିବାବେଳେ ଲୋକଙ୍କ ସହଯୋଗରେ ଲୁଟେରାକୁ…

ଲୋପ ପାଇବାରେ ଲାଗିଛି ତାଳଗଛ: ବଢ଼ି ଚାଲିଛି ପ୍ରାକୃତିକ ବିପର୍ଯ୍ୟୟ

ପଦ୍ମପୁର,୩୦ା୫(ପ୍ରଦୀପ୍ତ ଦାଶ):କାହିଁ କେଉଁ କାଳରୁ ପ୍ରାକୃତିକ ବିପର୍ଯ୍ୟୟ ରୋକିବାରେ ତାଳଗଛର ଗୁରୁତ୍ୱ ଭୂମିକା ବହନ କରିଆସୁଛି। ବାତ୍ୟା ସମୟରେ ତାଳଗଛ ଭୟଙ୍କର ପବନ ଓ ବଜ୍ରପାତକୁ ବହୁ…

ଟାଣ ଖରାରେ ପିକଅପ ଭ୍ୟାନରେ ବୁହା ହେଉଛନ୍ତି ଲୋକେ: ଶୋଇଛି ପରିବହନ ବିଭାଗ

ଦାରିଙ୍ଗବାଡି,୩୦।୫(ଅରୁଣ ସାହୁ): ଏବେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଦିନ ୧୦ଟାଠାରୁ ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି। ଜରୁରୀ କାମଧନ୍ଦା ନ ଥିଲେ ଲୋକ ଘରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri