ବିଦ୍ୟୁତ ସଂସ୍ପର୍ଶରେ ଆସି ଟଳିଲା ଆଉ ଏକ ଦନ୍ତା

ସମ୍ବଲପୁର, ୪।୩ (ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ସଦର ରେଞ୍ଜ ଇଚ୍ଛାପାଲ ଗ୍ରାମ ନିକଟରେ ବୁଧବାର ଏକ ଦନ୍ତା ହାତୀର ମୃତଦେହ ଠାବ କରାଯାଇଛି। ସ୍ଥାନୀୟ ଲୋକଙ୍କଠାରୁ ଖବର ପାଇ ଘଟଣାସ୍ଥଳରେ ବନବିଭାଗ ଅଧିକାରୀ ଓ କର୍ମଚାରୀ ପହଞ୍ଚତ୍ଛନ୍ତି । ହାତୀର ଦାନ୍ତ ସୁରକ୍ଷିତ ଥିବା ଜଣାପଡିଛି। ତେବେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ତା’ର ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି। ସୂଚନାଯୋଗ୍ୟ, ୩ ମାସ ପୂର୍ବେ ଅନ୍ୟ ଏକ ହାତୀର ଅନୁରୂପ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିନକ ପରେ ରଥଯାତ୍ରା: ଶେଷ ପର୍ଯ୍ୟାୟରେ ରଥ ନିର୍ମାଣ କାର୍ଯ୍ୟ, ଚଳଚଞ୍ଚଳ ଗଞ୍ଜାମ ସହର

ଗଞ୍ଜାମ, ୧୪।୭ (ବିଦ୍ୟାଧର ସାହୁ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ରଥଯାତ୍ରା ପାଇଁ ଆଉ ମାତ୍ର ଦିନକର ସମୟ ବାକି ଅଛି। ଜୁଲାଇ ୧୬ ତାରିଖରେ ମହାପ୍ରଭୁଙ୍କ…

ଶିକ୍ଷୟିତ୍ରୀଙ୍କ ଘରୁ କରିଥିଲେ ଚୋରି: ୩ ଗିରଫ, ଜଣେ ଫେରାର; ସୁନା, ରୁପା ଅଳଙ୍କାର ସହ…

ତୁମୁଡିବନ୍ଧ, ୧୪।୭ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ଥାନା ପୋଲିସ ଏକ ଚୋରି ମାମଲାର ପର୍ଦ୍ଦାଫାଶ କରିବାରେ ସଫଳ ହୋଇଛି। ପ୍ରାୟ ମାସେ ତଳେ…

Budh Uday: ୨୫ ଜୁଲାଇ ପରେ ୫ ରାଶିଙ୍କ ବିଜନେସ୍-କ୍ୟାରିୟରରେ ହେବ ବଡ଼ ଉନ୍ନତି; ଭାଗ୍ୟବାନ ରାଶି…

୨୫ ଜୁଲାଇ, ୨୦୨୬ରେ ବୁଧ ନିଜ ରାଶି ମିଥୁନ ରାଶିରେ ଉଦୟ ହେବ, ଯାହା ଅନେକ ରାଶି ପାଇଁ ସେମାନଙ୍କ କ୍ୟାରିଅର ଏବଂ ବ୍ୟବସାୟରେ ଲାଭ ଆଣିପାରେ।…

କୋର୍ଟରେ ହାଜର ନ ହେବାରୁ ବାନ୍ଧିଲା ପୋଲିସ, ଜାମିନ ନାମଞ୍ଜୁର ପରେ ଜେଲ ଗଲେ…

ଦିଗପହଣ୍ଡି, ୧୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଏକ ଜାମିନବିହୀନ ୱାରେଣ୍ଟ ବଳରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୧୩ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ: ଜାଣନ୍ତୁ କାହା ଉପରେ ବାଜିଲା ମୋହର

ଭୁବନେଶ୍ୱର, ୧୩।୭: ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ଟି ବିଭାଗର ମୋଟ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ସଚିବ ଅନୁ ଗର୍ଗ…

ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…

ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍‌ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ…

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri