ବିଦ୍ୟୁତ ସମସ୍ୟାର ସମାଧାନ କର

ବରଗଡ଼ ଅଫିସ୍‌,୭।୫- ବରଗଡ଼ ସହରରେ ବିଦ୍ୟୁତ ବିଭ୍ରାଟ ଏକ ନିତିଦିନିଆ ଘଟଣାରେ ପରିଣତ ହୋଇଯାଇଛି । ଏହି ସମସ୍ୟାର ସମାଧାନ ପାଇଁ ବୁଧବାର ସ୍ଥାନୀୟ ବିଦ୍ୟୁତ ଉପଭୋକ୍ତା ସଂଘ ଏବଂ ୱେସ୍କୋ ଅଧିକାରୀଙ୍କ ମଧ୍ୟରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକରେ ଉପଭୋକ୍ତା ସଂଘର ପ୍ରତିନିଧିମାନେ ବାରମ୍ବାର ବିଦ୍ୟୁତ ବିଭ୍ରାଟ ନେଇ ଉଦ୍‌ବେଗ ପ୍ରକାଶ କରିଥିଲେ । ସେହିପରି ବିଭିନ୍ନ ସ୍ଥାନରେ ବିପଦଶଙ୍କୁଳ ଅବସ୍ଥାରେ ରହିଥିବା ବିଦ୍ୟୁତ ତାର, ଟ୍ରାନ୍ସଫର୍ମର ଉପରେ ଦୃଷ୍ଟି ଆକର୍ଷଣ କରାଯାଇଥିଲା । ଏହାପରେ ଉପସ୍ଥିତ ବିଭାଗୀୟ ଅଧିକାରୀମାନେ ବିଦ୍ୟୁତ ବିଭ୍ରାଟର କାରଣ ଉପରେ କହିବା ସହିତ ସେହି ସମସ୍ୟାର ସମାଧାନ କରାଯିବ ବୋଲି କହିଥିଲେ । ବୈଠକରେ ବିଦ୍ୟୁତ ଉପଭୋକ୍ତା ସଂଘର ସମ୍ପାଦକ ପ୍ରିତମ ସିଂ, କୃଷ୍ଣଚନ୍ଦ୍ର ପଣ୍ଡା, ଲିପସିତ୍‌ ମିଶ୍ର, ଅଭିଜିତ୍‌ ପ୍ରତିହାର, ଦିପ୍ତୀମୟୀ ମିଶ୍ର, ରାଧାରାଣୀ ମିଶ୍ର ଉପସ୍ଥିତ ଥିଲେ । ସେହିପରି ୱେସ୍କୋର ସ୍ଥାନୀୟ ନିର୍ବାହୀ ଯନ୍ତ୍ରୀ ଅନୁପମ ଦାଶ, ଏସଡ଼ିଓ ହିମାଂଶୁ ଶେଖର ସାମନ୍ତରାୟ, କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ମହାରଣା, ଲକ୍ଷ୍ମଣ ପ୍ରଧାନ, ମନୋଜ ସେଠୀ ପ୍ରମୁଖ ଆଲୋଚନରେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

ଅଶାନ୍ତ ହେଉଛି ହିଞ୍ଜିଳି, ବୁଲିଲା ଖଣ୍ଡା

ହିଞ୍ଜିଳିକାଟୁ, ୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ଦିନକୁ ଦିନ ହିଞ୍ଜିଳି ଅଞ୍ଚଳରେ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡିବାରେ ଲାଗିଛି। ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇବା ସହ ଗୁଣ୍ଡାଗିରି ବଢୁଛି।...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଜେଡି ଛାଡିଲେ ଝାରସୁଗୁଡା ଜିଲା ସାଧାରଣ ସମ୍ପାଦକ

ଭୁବନେଶ୍ୱର,୨୩।୪: ଝାରସୁଗୁଡା ଜିଲାରେ ବିଜେଡିକୁ ଲାଗିଲା ଶକ୍ତ ଝଟକା। ଦଳର ଜିଲା ସାଧାରଣ ସମ୍ପାଦକ ବିଶ୍ୱନାଥ ନାୟକ ଦଳରୁ ଇସ୍ତଫା ଦେଇଛନ୍ତି । ସେ ଦଳ...

ନିର୍ମାଣର ବର୍ଷକ ମଧ୍ୟରେ ରାସ୍ତା ଦବିଲା

ଡେରାବିଶ,୨୩ା୪ (ବେବର୍ତ୍ତା ଅଜୟ ଦାସ):କେନ୍ଦ୍ରାପଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଡେରାବିଶ ଅଞ୍ଚଳର ମୁଖ୍ୟ ରାସ୍ତା କୁହାଯାଉଥିବା ୫୩ ନଂ. ଜାତୀୟ ରାଜପଥର ପଞ୍ଚୁପାଣ୍ଡବ ଛକ...

ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ଅଭିଯୋଗ

ପଟ୍ଟାମୁଣ୍ଡାଇ,୨୩ା୪ (କଳ୍ପତରୁ ନାୟକ):ସରକାରୀ ଅନୁଦାନରେ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପଞ୍ଚାୟତ ସମିତିରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ଅଭିଯୋଗ ହୋଇଆସୁଛି। ମାତ୍ର...

ପୋଲ ନିର୍ମାଣରେ ୧୧ କେଭି ବିଦ୍ୟୁତ୍‌ ଖୁଣ୍ଟ ବାଧକ

କୁଜଙ୍ଗ,୨୩।୪(ମନୋଜ ପ୍ରଧାନ):କୁଜଙ୍ଗ ବ୍ଲକ ବାଲିଆ ପଞ୍ଚାୟତ ଅନ୍ତର୍ଗତ ବଡ଼ଙ୍ଗ ଗ୍ରାମକୁ ସଂଯୋଗ କରୁଥିବା ତତ୍କାଳୀନ ଲୁଣା ନଦୀ ଉପରେ ଥିବା ଏକ ଅଣଓସାରିଆ ପୋଲକୁ ଓସାରିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri