ବିଧବା ମହିଳାଙ୍କୁ ଆକ୍ରମଣ, ୩ ଗିରଫ

ବଇଣ୍ଡା,୧୪।୭(ଡି.ଏନ.ଏ.)-ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଥାନା ଅମାସମା ଗ୍ରାମର ବିଧବା ମହିଳା ହୀରା ପ୍ରଧାନଙ୍କୁ ସେହି ଗ୍ରାମର ରବି ପ୍ରଧାନ, ଶ୍ରୀରାମ ପ୍ରଧାନ, ଭାଗୀରଥି ପ୍ରଧାନ ଠେଙ୍ଗାରେ ଆକ୍ରମଣ କରିଥିବା ରବିବାର ଥାନାରେ ଅଭିଯୋଗ ହୋଇଛି। ପୋଲିସ ଏ ନେଇ ନଂ. ୬୪/୧୯ରେ ଏକ ମାମଲା ରୁଜୁ କରି ଉକ୍ତ ୩ ଜଣଙ୍କୁ ଗିରଫ କରି ଆଠମଲ୍ଲିକ କୋର୍ଟଚାଲାଣ କରିଛି।
ପୋଲିସ କହିଛି, ହୀରାଙ୍କ ସହ ରବିଙ୍କ ମଧ୍ୟରେ ଜମିବାଡ଼ି ସମସ୍ୟାକୁ ନେଇ ବିବାଦ ଲାଗି ରହିଥିଲା। ଏହାକୁ କେନ୍ଦ୍ର କରି ତାଙ୍କୁ ଶୁକ୍ରବାର ରାତିରେ ଆକ୍ରମଣ କରିଥିବା ଅଭିଯୋଗପତ୍ରରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୨ ଘଣ୍ଟିଆ ଧର୍ମଘଟ: ସ୍କୁଲ, କଲେଜ, ବ୍ୟାଙ୍କ, ପେଟ୍ରୋଲ ପମ୍ପ , ପରିବହନ ସେବା ବାଧାପ୍ରାପ୍ତ

ଅନୁଗୋଳ, ୧୨।୨ (ମାନସ ବିଶ୍ୱାଳ): ଅନୁଗୋଳ ସହର ତଥା ଉପକଣ୍ଠ ଅଞ୍ଚଳରେ ଗୁରୁବାର ପୂର୍ବାହ୍ନରେ ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ପିକେଟିଂ ସହ ଡେଲି ମାର୍କେଟ, ଦୋକାନ…

ଜୁନିୟର ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୨.୩୮ କୋଟି ଟଙ୍କା ହରିଲୁଟ ଅଭିଯୋଗ

ଅନୁଗୋଳ,୧୧।୨: ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ବୁଧବାର ଅନୁଗୋଳ ମୁଖ୍ୟ ଚିକିତ୍ସାଳୟ (CDMO) କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ ସୁବ୍ରତ କୁମାର ବେହେରାଙ୍କ ବିଭିନ୍ନ ବାସଭବନ ଓ କାର୍ଯ୍ୟାଳୟ…

ରାତି ଅଧରେ ବୁଦାମୂଳରୁ ଶୁଭିଲା ନବଜାତର କାନ୍ଦ, ତାପରେ….

ପାଳଲହଡ଼ା,୩।୨(ଦିବ୍ୟଜ୍ୟୋତି ଦାଶ): ଚଷାଗୁରୁଜାଙ୍ଗ ଖେଳପଡ଼ିଆ ବୁଦାମୂଳରୁ ନବଜାତ ପୁତ୍ରଙ୍କୁ ଉଦ୍ଧାର କରାଯାଇଛି । ସୋମବାର ରାତି ପ୍ରାୟ ୯ଟା ସମୟରେ ପାଲଲହଡା ଥାନା ଅନ୍ତର୍ଗତ ଚଷାଗୁରୁଜାଙ୍ଗ ଗ୍ରାମ…

ମାଛ ଜାଲରେ ଛନ୍ଦି ହୋଇ ଫସିଲା ହାତୀ ଛୁଆ, ୧୨ଘଣ୍ଟା ପରେ…

ପାଲଲହଡ଼ା,୨୩।୧(ଦିବ୍ୟଜ୍ୟୋତି ଦାଶ): ଅନୁଗୁଳ ଜିଲା ପାଲଲହଡା ବନାଞ୍ଚଳ ଦେବଗଡ଼ ବନ ଖଣ୍ଡ ଅନ୍ତର୍ଗତ ହରିପୁର ଗ୍ରାମ ନିକଟରେ ଥିବା ରେଙ୍ଗାଳି ନଦୀନ୍ଧ ରେ ବିଛା ଯାଇଥିବା ମାଛ…

ଘରକୁ ଫେରୁଥିବା ବେଳେ ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ

ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ ଯାଉଥିବାବେଳେ…

ଶିକାର ପାଇଁ ଖଞ୍ଜିଥିବା ବୋମା ଚୋବାଇ ହାତୀର ମୃତ୍ୟୁ, ବନ ବିଭାଗର ଅବହେଳା ଅଭିଯୋଗ

ଅନୁଗୋଳ ୧୮/୦୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀର ମୃତଦେହ…

ଶିକାର ପାଇଁ ଖଞ୍ଜାଯାଇଥିବା ବୋମା ଖାଇ ହାତୀ ଗୁରୁତର! ବନ୍ୟପ୍ରାଣୀଙ୍କ ସୁରକ୍ଷାକୁ ନେଇ ପ୍ରାଣୀ ପ୍ରେମୀ ଚ଼ିନ୍ତାରେ…

ଅନୁଗୋଳ,୧୫।୧ (ମାନସ ବିଶ୍ୱାଳ ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀ…

ଗଞ୍ଜେଇ ଗାଡି ସନ୍ଦେହରେ ଗୋଡାଉଥିଲା ପୋଲିସ, ଫେରାର୍‌ ମାରିବାବେଳେ ୨ ଜଣଙ୍କୁ ପିଟିଦେଲା କାର୍‌

ମାଧପୁର,୧୪।୧( ମନୋଜ କୁମାର ପ୍ରଧାନ): ଗଞ୍ଜେଇ ଗାଡି ସନ୍ଦେହରେ ପୋଲିସ ଗୋଡାଉଥିବା ଗାଡି ଦୁର୍ଘଟଣାରେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଆଠମଲ୍ଲିକ କିଆକଟା ଥାନା ନାଏକପଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri