ବିଧାନସଭାରେ ଉଠିଲା କଟକ ସିଟି ହସ୍ପିଟାଲ ସମସ୍ୟା

କଟକ ଅଫିସ, ୨।୭: ସୋମବାର ବିଧାନସଭା ଅଧିବେଶନ କାଳରେ ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମ କଟକ ସିଟି ହସ୍ପିଟାଲରେ ଡାକ୍ତର ଓ କର୍ମଚାରୀ ଅଭାବ ସମସ୍ୟା ଉଠାଇଥିଲେ। ଖାଲି ପଡିଥିବା ପଦବୀ କେବେ ପୂରଣ ହେବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଠାରୁ ସ୍ପଷ୍ଟିକରଣ ଚାହିଁଥିଲେ। ଏହାର ଉତ୍ତରରେ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ କହିଥିଲେ, କଟକ ସିଟି ହସ୍ପିଟାଲରେ ଡାକ୍ତର କର୍ମଚାରୀ ଅଭାବରୁ ସ୍ବାସ୍ଥ୍ୟସେବା ଠପ୍‌ ହୋଇ ପଡିଥିବା ବିଷୟ ଆଦ ତଥ୍ୟ ଉପରେ ପର୍ଯ୍ୟବସିତ ନୁହେଁ। ଖାଲି ପଡିଥିବା ପଦବୀଗୁଡିକୁ ଓଡ଼ିଶା ରାଜ୍ୟ ଲୋକସେବା ଆୟୋଗ ଦ୍ୱାରା ଚୟନ କରାଯାଇ ନିଯୁକ୍ତି, ବିଭାଗୀୟ ପଦୋନ୍ନତି ଏବଂ ଆଡହକ ନିଯୁକ୍ତି ତଥା ଚୁକ୍ତି ଭିତ୍ତିକ ନିଯୁକ୍ତି ଦ୍ୱାରା ସିଟି ହସ୍ପିଟାଲରେ ଯଥାସମ୍ଭବ ଡାକ୍ତର କର୍ମଚାରୀ ପଦବୀ ପୂରଣ କରାଯିବା ପାଇଁ ରାଜ୍ୟ ସରକାର ଆବଶ୍ୟକ ପଦକ୍ଷେପ ଗ୍ରହଣ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ଥାୟୀ ସେତୁ ଦାବିରେ ଗ୍ରାମବାସୀଙ୍କ ଆମରଣ ଅନଶନ: ଭରା ନଦୀ ଘେରରେ ୧୩୦ ପରିବାର, ୧୭୨୧ ଜୀବନ

ରାଜକନିକା, ୭।୯ (ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଆଳି ନିର୍ବାଚନମଣ୍ଡଳୀ ଅଧୀନ ରାଜକନିକା ବ୍ଲକର ତ୍ରୈଲୋକ୍ୟପୁର ପଞ୍ଚାୟତ ଅନ୍ତର୍ଗତ ଦ୍ୱୀପାଞ୍ଚଳ ଗାଁ ଭାବେ ପରିଚିତ ଗଙ୍ଗାଧର…

ସ୍ତ୍ରୀଙ୍କୁ ଗୁଳିକଲେ ସ୍ବାମୀ: ରେଢ଼ାଖୋଲର ଲାଣ୍ଡିମାଲ ଗାଁରେ ଚାଞ୍ଚଲ୍ୟ

ରେଢ଼ାଖୋଲ, ୭।୯: ସମ୍ବଲପୁର ଜିଲା ରେଢ଼ାଖୋଲ ଅଞ୍ଚଳରେ ପାରିବାରିକ କଳହକୁ କେନ୍ଦ୍ର କରି ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ ଗୁଳି କରି ହତ୍ୟା କରିଥିବା ଅଭିଯୋଗ ହୋଇଛି।…

ଲାଞ୍ଚ ନେବା ବେଳେ ଧରାପଡିଲେ ରାଜସ୍ୱ ଅଧିକାରୀ, ଏକକାଳୀନ ୩ସ୍ଥାନରେ ଚଢ଼ାଉ

ପିପିଲି,୭।୯: ଲାଞ୍ଚ କାରବାର ବିରୋଧରେ ଓଡ଼ିଶା ଭିଜିଲାନ୍ସ ଟିମ୍ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ପୁରୀ ଜିଲା ପିପିଲି ତହସିଲ ଅଧୀନ ସିଉଳା ଆରଆଇ ସର୍କଲର…

ରାଜ୍ୟ ନିର୍ବାଚନ କମିଶନଙ୍କ ବଡ଼ ନିର୍ଦ୍ଦେଶ, ବୁଥର ହେବ ଫିଜିକାଲ ଭେରିଫିକେସନ

ଭୁବନେଶ୍ୱର,୭।୯: ରାଜ୍ୟ ନିର୍ବାଚନ କମିଶନ ସୋମବାର ପଞ୍ଚାୟତ ନିର୍ବାଚନ ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବୁଥଗୁଡିକ ଠିକ୍‌ ଅଛି ନା ନାହିଁ ଏହାର ଫିଜିକାଲ ଭେରିଫିକେସନ…

ଭଞ୍ଜନଗରରେ ଜିଲାସ୍ତରୀୟ ଜନଅଭିଯୋଗ ଶୁଣାଣି: ୧୮୮ ଅଭିଯୋଗର ଶୁଣାଣି, ୧୦ର ତୁରନ୍ତ ସମାଧାନ

ଭଞ୍ଜନଗର, ୭।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଜିଲା ପ୍ରଶାସନ ପକ୍ଷରୁ ଜିଲାସ୍ତରୀୟ ମିଳିତ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ…

ଗିଲଙ୍କୁ ୫ ହଜାର ଟଙ୍କା ଦେଲେ ଅଭିଷେକ ଶର୍ମାଙ୍କ ପିତା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୯: ଟିମ ଇଣ୍ଡିଆର ଅଧିନାୟକ ଶୁବମନ ଗିଲଙ୍କ ମୋଟ ସମ୍ପତ୍ତି ୮୦ କୋଟି ବୋଲି ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ୫,୦୦୦ ତାଙ୍କ ପାଇଁ ବିଶେଷ…

କୁମ୍ଭ-ବିଛା ସମେତ ୪ ରାଶି ପାଇଁ ଭାଗ୍ୟଶାଳୀ ଏହି ସପ୍ତାହ: ଚାକିରିରେ ପ୍ରମୋସନ ସହ ବଢ଼ିବ ଦରମା!

ଭୁବନେଶ୍ୱର: ନୂଆ ସପ୍ତାହର ଆରମ୍ଭ ବୁଧଙ୍କ ଗୋଚର ସହ ହେଉଛି। ଜ୍ୟୋତିଷ ଗଣନା ଅନୁସାରେ, ଏହି ସପ୍ତାହ କୁମ୍ଭ, ମିଥୁନ, ବିଛା ଓ ମୀନ ରାଶିର ଲୋକଙ୍କ…

ଏହି ଦିନଠୁ ଯାଞ୍ଚ ହେବ ଅଗ୍ନି ସୁରକ୍ଷା

ଭୁବନେଶ୍ୱର,୭।୯: ଚିଫ୍‌ ଫାୟାର ଅଫିସର ଦେବେନ୍ଦ୍ର ସ୍ବାଇଁ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ସେପ୍ଟେମ୍ବର ୧୫ରୁ ଅକ୍ଟୋବର ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଅଗ୍ନି ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri