Posted inରାଜ୍ୟ

ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ୍‌ ଉପସ୍ଥାପିତ

ଭୁବନେଶ୍ୱର.୨୮।୬(ବ୍ୟୁରୋ): ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଶୁକ୍ରବାର ୨୦୧୯-୨୦ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍‌ ଉପସ୍ଥାପନ କରିଛନ୍ତି। ଏଥିରେ ବ୍ୟୟ ବରାଦ ରହିଛି ୧ଲକ୍ଷ ୩୯ ହଜାର କୋଟି ଟଙ୍କା। ଫୋନି ପ୍ରଭାବିତ ଅଞ୍ଚଳରେ ଅତିରିକ୍ତ ୫ ଲକ୍ଷ ପକ୍କା ଘର ନିର୍ମାଣ କରାଯିବ। ଏନେଇ ବଜେଟ୍‌ରେ ୪୮୨୦ କୋଟି ଟଙ୍କାର ବ୍ୟବସ୍ଥା କରାଯାଇଛି। ମଧୁବାବୁ ପେନସନ୍‌ ଯୋଜନା ପାଇଁ ୨୧୨୦ କୋଟି ଟଙ୍କା, ପିଏମ୍‌ଜିଏସ୍‌ଓ୍ବାଇରେ ୪୩୨୨ କିମି ଗ୍ରାମୀଣ ରାସ୍ତା ନିର୍ମାଣ ହେବ। ଏନେଇ ୨ ହଜାର ୯ଶହ କୋଟିର ବ୍ୟୟ ବରାଦ କରାଯାଇଛି। ଏନେଇ ୨ ହଜାର ୯ଶହ କୋଟିର ବ୍ୟୟ ବରାଦ କରାଯାଇଛି। ସେହିପରି କାଳିଆ ଯୋଜନାରେ ୫୬୧୧ କୋଟି ଟଙ୍କା, ଟଙ୍କିକିଆ ଚାଉଳ ପାଇଁ ୧୦୨୮କୋଟି, ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ପାଇଁ ୧୨୦୩କୋଟି ଓ ଜାତୀୟ ସ୍ବାସ୍ଥ୍ୟ ମିଶନ ପାଇଁ ୧୩୨୩ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି। ଆଦର୍ଶ ବିଦ୍ୟାଳୟ ପାଇଁ ଚଳିତ ବଜେଟ୍‌ରେ ୩୨୦ କୋଟି ଟଙ୍କା ରଖାଯାଇଛି। ଓଡ଼ିଆ ବିଶ୍ୱବିଦ୍ୟାଳୟ ପାଇଁ ୧୫ କୋଟି, ମମତା ଯୋଜନା ପାଇଁ ୩୦୫ କୋଟି ଟଙ୍କା ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri