ବିଧାନସଭା ନୂଆ ଉପବାଚସ୍ପତି ହେଲେ ରଜନୀକାନ୍ତ ସିଂ

ଭୁବନେଶ୍ୱର,୨୭।୬(ବ୍ୟୁରୋ): ଓଡ଼ିଶା ବିଧାନସଭାରେ ଗୁରୁବାର ଉପବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ନୂଆ ଉପବାଚସ୍ପତି ଭାବେ ରଜନୀକାନ୍ତ ସିଂ ନିର୍ବାଚିତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପବାଚସ୍ପତି ପଦ ପାଇଁ ରଜନୀକାନ୍ତଙ୍କ ନାମକୁ ପ୍ରସ୍ତାବ ଦେଇଥିଲେ। ଏହାକୁ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ସମର୍ଥନ କରିଥିଲେ। ଶେଷରେ ସଂଖ୍ୟାଗରିଷ୍ଠତା ଓ ଅନ୍ୟ କୌଣସି ଦଳ ପ୍ରାର୍ଥୀ ଦେଇ ନ ଥିବା ଯୋଗୁ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ରଜନୀକାନ୍ତଙ୍କ ନାମକୁ ଉପବାଚସ୍ପତି ଭାବେ ଘୋଷଣା କରିଥିଲେ।

ବାଚସ୍ପତି ବୁଧବାର ଉପବାଚସ୍ପତି ନିର୍ବାଚନ ନେଇ ଗୃହରେ ସୂଚନା ଦେଇଥିଲେ। ଏ ନେଇ ବିଧିବଦ୍ଧ ଭାବେ ବିଜ୍ଞପ୍ତି ମଧ୍ୟ ପ୍ରକାଶ କରାଯାଇଥିଲା। ତେବେ ବିଜେଡି ରଜନୀକାନ୍ତଙ୍କୁ ପ୍ରାର୍ଥୀ କରିଥିବା ବେଳେ ବିରୋଧୀ ଦଳ ପକ୍ଷରୁ କୌଣସି ପ୍ରାର୍ଥୀ ଦିଆଯାଇ ନ ଥିଲା। ଏଣୁ ସଂଖ୍ୟାଗରିଷ୍ଠତା ଯୋଗୁ ରଜନକାନ୍ତ ନିର୍ବାଚିତ ହେବା ନିଶ୍ଚିତ ହୋଇଯାଇଥିଲା।

ସୂଚନାଯୋଗ୍ୟ, ରଜନୀକାନ୍ତ ଅନୁଗୋଳରୁ ଚତୁର୍ଥଥର ପାଇଁ ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି। ସେ ପୂର୍ବରୁ ନବୀନଙ୍କ ମନ୍ତ୍ରୀ ପରିଷଦରେ ଖଣି ଓ ଇସ୍ପାତ ମନ୍ତ୍ରୀ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ଥାୟୀ ସେତୁ ଦାବିରେ ଗ୍ରାମବାସୀଙ୍କ ଆମରଣ ଅନଶନ: ଭରା ନଦୀ ଘେରରେ ୧୩୦ ପରିବାର, ୧୭୨୧ ଜୀବନ

ରାଜକନିକା, ୭।୯ (ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଆଳି ନିର୍ବାଚନମଣ୍ଡଳୀ ଅଧୀନ ରାଜକନିକା ବ୍ଲକର ତ୍ରୈଲୋକ୍ୟପୁର ପଞ୍ଚାୟତ ଅନ୍ତର୍ଗତ ଦ୍ୱୀପାଞ୍ଚଳ ଗାଁ ଭାବେ ପରିଚିତ ଗଙ୍ଗାଧର…

ଲାଞ୍ଚ ନେବା ବେଳେ ଧରାପଡିଲେ ରାଜସ୍ୱ ଅଧିକାରୀ, ଏକକାଳୀନ ୩ସ୍ଥାନରେ ଚଢ଼ାଉ

ପିପିଲି,୭।୯: ଲାଞ୍ଚ କାରବାର ବିରୋଧରେ ଓଡ଼ିଶା ଭିଜିଲାନ୍ସ ଟିମ୍ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ପୁରୀ ଜିଲା ପିପିଲି ତହସିଲ ଅଧୀନ ସିଉଳା ଆରଆଇ ସର୍କଲର…

ରାଜ୍ୟ ନିର୍ବାଚନ କମିଶନଙ୍କ ବଡ଼ ନିର୍ଦ୍ଦେଶ, ବୁଥର ହେବ ଫିଜିକାଲ ଭେରିଫିକେସନ

ଭୁବନେଶ୍ୱର,୭।୯: ରାଜ୍ୟ ନିର୍ବାଚନ କମିଶନ ସୋମବାର ପଞ୍ଚାୟତ ନିର୍ବାଚନ ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବୁଥଗୁଡିକ ଠିକ୍‌ ଅଛି ନା ନାହିଁ ଏହାର ଫିଜିକାଲ ଭେରିଫିକେସନ…

ବଦଳିଲା ଗ୍ୟାସ ସିଲିଣ୍ଡର ବୁକିଂ ନିୟମ: ଏଣିକି ଏତିକି ଦିନରେ ମିଳିବ ନୂଆ ସିଲିଣ୍ଡର

ନୂଆଦିଲ୍ଲୀ, ୭।୯: ଗତ କିଛି ଦିନ ଧରି ଦେଶରେ ଗ୍ୟାସର ଅଭାବ ଦେଖାଦେଇଥିଲା। ଏହାକୁ ଦୃଷ୍ଟିରେ ରଖି ସରକାର ନିଷ୍ପତ୍ତି ନେଇଥିଲେ ଯେ, ଗୋଟିଏ ଗ୍ୟାସ ସିଲିଣ୍ଡର…

ଗିଲଙ୍କୁ ୫ ହଜାର ଟଙ୍କା ଦେଲେ ଅଭିଷେକ ଶର୍ମାଙ୍କ ପିତା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୯: ଟିମ ଇଣ୍ଡିଆର ଅଧିନାୟକ ଶୁବମନ ଗିଲଙ୍କ ମୋଟ ସମ୍ପତ୍ତି ୮୦ କୋଟି ବୋଲି ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ୫,୦୦୦ ତାଙ୍କ ପାଇଁ ବିଶେଷ…

ଏହି ଦିନଠୁ ଯାଞ୍ଚ ହେବ ଅଗ୍ନି ସୁରକ୍ଷା

ଭୁବନେଶ୍ୱର,୭।୯: ଚିଫ୍‌ ଫାୟାର ଅଫିସର ଦେବେନ୍ଦ୍ର ସ୍ବାଇଁ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ସେପ୍ଟେମ୍ବର ୧୫ରୁ ଅକ୍ଟୋବର ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଅଗ୍ନି ସୁରକ୍ଷା…

ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ ଖେଳିବେନି ଆୟର: ତାଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୭।୯: ଭାରତୀୟ ଦଳ ସେପ୍ଟେମ୍ବର ୨୭ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକ ଦିନିକିଆ ସିରିଜ ଖେଳିବାର କାର୍ଯ୍ୟକ୍ରମ ରହିଛି। ଏହି ସିରିଜରେ ଟିମ ଇଣ୍ଡିଆର…

ଇତିହାସ ରଚିବା ପରେ ହଠାତ୍‌ ପଡ଼ିଆ ଛାଡ଼ିଦେଲେ ଇଶାନ କିଶାନ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୭।୯: ଭାରତୀୟ ଷ୍ଟାର୍‌ କ୍ରିକେଟର୍‌ ତଥା ପୂର୍ବ ଜୋନର ଅଧିନାୟକ ଇଶାନ କିଶାନ ପୁଣି ଥରେ ପ୍ରମାଣ କରିଛନ୍ତି ଯେ ସେ ଜଣେ ମ୍ୟାଚ ବିଜେତା ଖେଳାଳି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri