ବିଧାନସଭା ପ୍ରଶ୍ନୋତ୍ତର ବାତିଲ

ଭୁବନେଶ୍ୱର,୨୪।୩(ବ୍ୟୁରୋ): କରୋନା ଭୂତାଣୁର ପ୍ରକୋପକୁ ଦେଖି (କୋଭିଡ୍‌-୧୯)ଷୋଡଶ ବିଧାନସଭାର ତୃତୀୟ ଅଧିବେଶନର ମାର୍ଚ୍ଚ ୧୬ ତାରିଖରୁ ୨୧ ଏବଂ ୨୩ ତାରିଖରୁ ୨୭ ତାରିଖ ପର୍ଯ୍ୟନ୍ତ ସମସ୍ତ ପ୍ରଶ୍ନୋତ୍ତରକୁ ବାତିଲ କରାଯାଇଛି। କରୋନା ଭୂତାଣୁ ପାଇଁ ରାଜ୍ୟ ସରକାର ବହୁ ସରକାରୀ ବିଭାଗର କର୍ମଚାରୀମାନଙ୍କୁ କାର୍ଯ୍ୟାଳୟକୁ ନ ଆସିବାକୁ ପରାମର୍ଶ ଦେଇଛନ୍ତି। ଭୁବନେଶ୍ୱର ଛଡା ରାଜ୍ୟର ଅନ୍ୟ ଜିଲାକୁ ମଧ୍ୟ ତାଲା ବନ୍ଦ (ଲକଡାଉନ)କରାଯାଇଛି। ଏଥିଯୋଗୁ ରାଜ୍ୟ ସରକାରଙ୍କ ସମସ୍ତ ବିଭାଗର ପ୍ରଶ୍ନୋତ୍ତର ଦେବା ସମ୍ଭବ ହେଉ ନାହିଁ। ବିଧାନସଭା ସଦସ୍ୟଙ୍କ ଦ୍ୱାରା ଦିଆଯାଇଥିବା ସମସ୍ତ ପ୍ରଶ୍ନୋତ୍ତରକୁ ବାତିଲ କରିବାକୁ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ନିର୍ଦ୍ଦେଶ ଦେଇଛନ୍ତି। ତେବେ ଭବିଷ୍ୟତରେ ଏହାକୁ ଏକ ପ୍ରଥା ଭାବେ ନ ଗ୍ରହଣ କରିବାକୁ ବାଚସ୍ପତି ନିର୍ଦ୍ଦେଶ ଦେଇଛନ୍ତି ବୋଲି ବିଧାନସଭା ସଚିବ ଦାଶରଥୀ ଶତପଥୀ ଏକ ବିଜ୍ଞପ୍ତି ଜରିଆରେ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ଲାସିୟର ହ୍ରଦ, ହିମସ୍ଖଳନ, କିମ୍ବା ଭୂମିକମ୍ପ… ହଠାତ କାହିଁକି ନେପାଳରେ ଆସିଲା ବନ୍ୟା? ବୈଜ୍ଞାନିକମାନେ କହିଲେ ପ୍ରକୃତ କାରଣ

କାଠମାଣ୍ଡୁ,୨୬।୮: ନେପାଳର ରାସୁୱା ଜିଲାର ଭୋଟେ କୋଶି ନଦୀରେ ବନ୍ୟାର ପ୍ରକୃତ କାରଣ ସ୍ଥାନୀୟ ବର୍ଷା ନୁହେଁ, ବରଂ ଏକ ବିଶାଳ ହିମସ୍ଖଳନ ହୋଇପାରେ। କାଠମାଣ୍ଡୁ ବିଶ୍ୱବିଦ୍ୟାଳୟର…

ସ୍କୁଲ ପଛ ନାଳରୁ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ସୋମବାରଠାରୁ ଥିଲେ ନିଖୋଜ

କୋରାପୁଟ,୨୬।୮(ଅମିତାଭ ବେହେରା): ବୋରିଗୁମ୍ମା ବ୍ଲକ ଗୁମୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ପଛପଟ ନାଳରୁ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି । ମୃତ…

ପେଟ୍ରୋଲିୟମ ମନ୍ତ୍ରାଳୟର ବଡ଼ ସୂଚନା, ୩୧ ଅଗଷ୍ଟ ପରେ ମିଳିବନି ଗ୍ୟାସ ସିଲିଣ୍ଡର? ଶୀଘ୍ର ସାରନ୍ତୁ ଏହି କାମ…

ନୂଆଦିଲ୍ଲୀ,୨୬।୮: ଯଦି ଆପଣଙ୍କ ଘରେ ମଧ୍ୟ ରୋଷେଇ ଗ୍ୟାସ ସିଲିଣ୍ଡର ବ୍ୟବହୃତ ହେଉଛି, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। ତେଲ କମ୍ପାନୀ ଏବଂ…

Zamatoରୁ ଅର୍ଡର କରୁଥିଲେ ସାବଧାନ! ଦିନ ଦ୍ୱିପ୍ରହରରେ ଲୁଟୁଛି କମ୍ପାନୀ

ନୂଆଦିଲ୍ଲୀ,୨୬।୮: ଆଜିକାଲି ଲୋକମାନେ ଅନଲାଇନରେ ଖାଦ୍ୟ ଅର୍ଡର କରିବାର ଅଭ୍ୟାସ ବିକଶିତ କରିଛନ୍ତି। ଏହାର ସୁଯୋଗ ନେଇ, ଖାଦ୍ୟ ବିତରଣ ସେବାଗୁଡ଼ିକ ପ୍ରାୟତଃ ଅତ୍ୟଧିକ ପରିମାଣରେ ଚାର୍ଜ…

କ’ଣ ୨୭ ଅଗଷ୍ଟରେ ବନ୍ଦ ରହିବ ସ୍କୁଲ? ଛୁଟିକୁ ନେଇ ଆସିଲା ବଡ଼ ଅପଡେଟ୍‌…

ନୂଆଦିଲ୍ଲୀ,୨୬।୮: ଦେଶର ଅନେକ ସ୍ଥାନରେ ଇଦ୍-ମିଲାଦ୍-ଉନ୍-ନବୀ ଅବସରରେ ବିଦ୍ୟାଳୟଗୁଡ଼ିକରେ ଛୁଟି ଘୋଷଣା କରାଯାଇଥିଲା। ଏହା ବ୍ୟତୀତ ପ୍ରବଳ ବର୍ଷା ଆଲର୍ଟ ଆଦି କାରଣରୁ ସ୍ଥାନୀୟ ପ୍ରଶାସନ ଦ୍ୱାରା…

ମାଟି ଅତଡ଼ା ଧସି ଯାତାୟାତ ବନ୍ଦ: ଶୁଣିଲାନି ପ୍ରଶାସନ, ନିଜେ ସଫା କଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୨୬ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡ଼େପଦର ପଞ୍ଚାୟତର ତଳ ହାଡ଼ସିଲ ଗ୍ରାମରେ ଲଗାଣ ବର୍ଷା ଯୋଗୁ ପାହାଡ଼ରୁ ମାଟି ଅତଡ଼ା ଧସି…

ଭଡ଼ା ଘରୁ ମିଳିଲା ଲୋକୋ ପାଇଲଟଙ୍କ ଝୁଲନ୍ତା ମୃତଦେହ, ମୃତ୍ୟୁର କାରଣ…

ଟିଟିଲାଗଡ଼/ବଲାଙ୍ଗୀର,୨୬।୮(ସଞ୍ଜୟ ବେହେରା/ସୁନିଲ କୁମାର ମହାନ୍ତି): ଟିଟିଲାଗଡ଼ ସହରର ମାଲଗୋଦାମ ପଡା ସ୍ଥିତ ଏକ ଭଡା ଘର ଭିତରୁ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି ।…

ନେପାଳରେ ବନ୍ୟା ପରେ ବିହାର ମୁଖ୍ୟମନ୍ତ୍ରୀ ସମ୍ରାଟଙ୍କ ଉଚ୍ଚସ୍ତରୀୟ ବୈଠକ

ପାଟନା,୨୬।୮: ନେପାଳରେ ବନ୍ୟା ଯୋଗୁ ହୋଇଥିବା କ୍ଷୟକ୍ଷତି ମଧ୍ୟରେ, ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ଆଜି (ବୁଧବାର) ଅଧିକାରୀଙ୍କ ସହିତ ଏକ ଉଚ୍ଚସ୍ତରୀୟ ବୈଠକ କରିଛନ୍ତି ଏବଂ ସେମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri