ବିଧାନସଭା ସଦାଚାର କମିଟି ବୈଠକ: ନିର୍ବାଚନମଣ୍ଡଳୀ ସ୍ତରୀୟ ଉନ୍ନୟନ କମିଟି କାର୍ଯ୍ୟାବଳୀ ଉପରେ ହେଲା ଆଲୋଚନା

ଭୁବନେଶ୍ୱର,୫ା୧୧(ବ୍ୟୁରୋ): ଓଡ଼ିଶା ସଦାଚାର ଗୃହ କମିଟିର ଚତୁର୍ଥ ବୈଠକ ବିଧାୟକ ଅମର ପ୍ରସାଦ ଶତପଥୀଙ୍କ ଅଧ୍ୟକ୍ଷତାରେ ସୋମବାର ଅନୁଷ୍ଠିତ ହୋଇଯାଇଛି । ବିଧାନସଭାସ୍ଥିତ ପ୍ରକୋଷ୍ଠ ନଂ.୫୪ରେ ଅନୁଷ୍ଠିତ ଏହି ବୈଠକରେ ନିର୍ବାଚନମଣ୍ଡଳୀ ଓ୍ବାରି ଉନ୍ନୟନ କମିଟିର କାର୍ଯ୍ୟାବଳୀ ସମ୍ପର୍କରେ ଆଲୋଚନା ହୋଇଛି । ଏହାଛଡ଼ା ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ଦ୍ବାରା ସଂସଦୀୟ ବ୍ୟାପାର ବିଭାଗକୁ ଦିଆଯାଇଥିବା ବୁକ୍‌ ସର୍କୁଲାର-୪୭ର ପ୍ରାବଧାନ ଅନୁପାଳନ ସମ୍ପର୍କିତ ମାସିକ ପ୍ରଗତି ବିବରଣୀ ଉପରେ ମଧ୍ୟ ଆଲୋଚନା ହୋଇଥିବା ଜଣାପଡିଛି


Enter your email to get our daily news in your inbox.

All Right Reserved By Dharitri.Com

ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବାବେଳେ ଘରୁ ଶୁଭିଲା ଚିତ୍କାର: ଆଉ ତା’ପରେ ଘଟିଲା..

ଦେବଗଡ,୨୧୮(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନାଞ୍ଚଳ ଗୁରୁସଙ୍ଗ ଗ୍ରାମରେ ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟି ୨ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଥିବା…

ରୁଫ୍‌ଟପ୍ ସୋଲାର ସ୍ଥାପନରେ ଓଡ଼ିଶାର ବଡ଼ ସଫଳତା, ଦେଶରେ ୭ମ ସ୍ଥାନ

ଭୁବନେଶ୍ୱର, ୨୧।୮: ‘ପିଏମ୍‌ ସୂର୍ଯ୍ୟଘର ମୁଫ୍‌ତ ବିଜ୍‌ଲି’ ଯୋଜନା ଅଧୀନରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ କ୍ଷେତ୍ରରେ ଓଡ଼ିଶା ଜାତୀୟସ୍ତରରେ ୧୩ତମ ସ୍ଥାନରୁ ୭ମ ସ୍ଥାନକୁ ଉନ୍ନୀତ ହୋଇଛି…

ଆର୍‌ଏସ୍‌ଏସ୍‌ ବିରୋଧରେ ପ୍ରତିବନ୍ଧକ ଲଗାଅ: ଆମେରିକୀୟ ସଂସ୍ଥା

ଓ୍ବାଶିଂଟନ,୨୧।୮(ପି.ଟି.): ଆମେରିକାର ଏକ ଧାର୍ମିକ ସ୍ବାଧୀନ ପରାମର୍ଶଦାତା ସଂସ୍ଥାର ଅଧିକାରୀମାନେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ବିରୋଧରେ ପ୍ରତିବନ୍ଧକ ଲଗାଇବାକୁ ଦାବି କରିଛନ୍ତି । ଏଥିସହ ସେମାନେ…

ଖାଉଟିଙ୍କୁ ମହଙ୍ଗା ମାଡ଼: ହୁ ହୁ ହୋଇ ବଢୁଛି ଚିନି ଦର

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ):ରାଜ୍ୟରେ ଗତ କିଛିଦିନ ଧରି ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଓ ପନିପରିବା ଦର ହୁ ହୁ ହୋଇ ବଢ଼ିଚାଲିଛି। ପିଆଜ, ରସୁଣ, ଅଦା ଓ…

ଅସମ୍ଭାଳ ସ୍ଥିତିରେ ଝାରପଡ଼ା ଜେଲ: ଡ୍ରାଇଭର ଗିରଫ ପରେ…

ଭୁବନେଶ୍ୱର,୨୧।୮(ତ୍ରିନାଥ ମହାନ୍ତି):ମାଷ୍ଟରକ୍ୟାଣ୍ଟିନ ହିଂସା ଘଟଣାରେ ୧୧୩ ଜଣ ଅନ୍‌ଲାଇନ୍‌ ଅଟୋ ଡ୍ରାଇଭର ଗିରଫ ହୋଇ ଜେଲ ଯାଇଛନ୍ତି। ଜେଲ ଯିବା ପରେ ଏବେ ଝାରପଡ଼ା ଜେଲ କର୍ତ୍ତୃପକ୍ଷଙ୍କ…

ମେଘାନ ଓ ପିଲାଙ୍କ ସହ ବ୍ରିଟେନ ଫେରିବେ ପ୍ରିନ୍ସ ହ୍ୟାରୀ

ଲଣ୍ଡନ,୨୧।୮: ପ୍ରିନ୍ସ ହ୍ୟାରୀ ଏବଂ ତାଙ୍କ ପତ୍ନୀ ମେଘାନ ମାର୍କେଲ ଚଳିତ ମାସ ଶେଷ ଆଡ଼କୁ ସେମାନଙ୍କ ଦୁଇ ସନ୍ତାନଙ୍କ ସହ ବ୍ରିଟେନକୁ ଫେରିବାକୁ ନିଷ୍ପତ୍ତି ନେଇଛନ୍ତି।…

କିମ୍ସ ଡାକ୍ତରଙ୍କୁ ବଡ଼ ସଫଳତା: ୧୦ ମାସ ଶିଶୁର ଖାଦ୍ୟ ନଳୀରୁ ବାହାରିଲା ପିନ୍‌

ଭୁବନେଶ୍ୱର, ୨୧ା୮:ରାଉରକେଲାର ଜଣେ ୧୦ ମାସର ଶିଶୁ ଭୁଲ୍‌ବଶତଃ ଏକ ଧାତବ ପିନ୍‌ ଗିଳିଦେବା ପରେ ତାହା ଖାଦ୍ୟନଳୀରେ ଅଟକିଯାଇଥିଲା। ଭୁବନେଶ୍ୱରସ୍ଥିତ କିମ୍ସ ହସ୍ପିଟାଲରେ ଡାକ୍ତରମାନେ ଆଡ୍‌ଭାନ୍ସ…

ଆସୁଛି ଆଉ ଏକ ଲଘୁଚାପ: ଆଜିଠୁ ସପ୍ତାହେ ଯାଏ ବର୍ଷା

ଭୁବନେଶ୍ୱର, ୨୧ା୮:ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା ପାଗ ସହ ଖରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri