ବିଧାୟକଙ୍କୁ ମିଳିବ ରଥଯାତ୍ରା କର୍ଡନ ପାସ୍‌

ଭୁବନେଶ୍ୱର,୨।୭(ବ୍ୟୁରୋ): ଆସନ୍ତା ୪ ତାରିଖରେ ଶ୍ରୀଜୀଉଙ୍କ ରଥଯାତ୍ରା ପାଳନ ହେବ। ଏହି ରଥଯାତ୍ରାରେ ଯୋଗଦେବାକୁ ଚାହୁଁଥିବା ବିଧାୟକମାନଙ୍କୁ କାର ଓ କର୍ଡନ ପାସ୍‌ ଦିଆଯିବ। ସେମାନେ ବିଧାନସଭା ସଚିବଙ୍କ ନିକଟରୁ ପାସ୍‌ ସଂଗ୍ରହ କରିପାରିବେ। ସୋମବାର ଏହା ଘୋଷଣା କରିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର। ବିଧାୟକମାନଙ୍କୁ ରଥଯାତ୍ରା ସମୟରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଯେପରି କୌଣସି ସମସ୍ୟା ନ ହେବ, ସେଥିଲାଗି ଏଭଳି ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀରେ ସ୍କୁଲ ଛୁଟି ବଢ଼ିଲା, ଖୋର୍ଦ୍ଧାରେ ବଦଳିଲା ସମୟ

ପୁରୀ/ଖୋର୍ଦ୍ଧା,୧୮ା୬: ତାପମାତ୍ରା ବୃଦ୍ଧି ପାଇଁ ପୁରୀ ଜିଲାରେ ସ୍କୁଲ ଛୁଟି ଅବଧି ବଢ଼ାଇଛନ୍ତି ଜିଲାପାଳ। ୨୦ ତାରିଖ ପର୍ଯ୍ୟନ୍ତ ସ୍କୁଲ ଛୁଟି ଥିବାବେଳେ ୨୨ରୁ ପୁଣି ସ୍କୁଲ…

ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ କାର୍ଯ୍ୟକ୍ରମ: ଅଗ୍ରପୂଜ୍ୟ ଗଣେଶଙ୍କୁ ପୂଜା ପାଇଁ ମନା କରିବାରୁ…

କେସିଙ୍ଗା,୧୮ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି ପକ୍ଷରୁ ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ ବ୍ଲକ ସ୍ତରୀୟ ଜାତି ଜନଜାତି ସମ୍ବାଦ କାର୍ଯ୍ୟକ୍ରମ…

ଜଳିଗଲା EV ଶୋ’ରୁମ୍‌, ପୋଡ଼ି ଛାରଖାର ହେଲା EV ଗାଡ଼ି

ନୂଆଦିଲ୍ଲୀ,୧୮।୬:  ଗୁଜରାଟର ସୁରଟ ସହରରେ ଗୁରୁବାର ସକାଳେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଅନେକ ବୈଦ୍ୟୁତିକ ଯାନ (EV) ନଷ୍ଟ ହୋଇଯାଇଥିବା ବେଳେ ଏକ ଇଭି…

ପାଠ୍ୟପୁସ୍ତକ ତ୍ରୁଟି: ଆସନ୍ତାବର୍ଷକୁ ଆଉ ଭୁଲ୍‌ ହେବନି କହିଲେ SCERT ନିର୍ଦ୍ଦେଶିକା

ଭୁବନେଶ୍ୱର,୧୮ା୬: ପାଠ୍ୟ ପୁସ୍ତକ ତ୍ରୁଟିକୁ ନେଇ SCERT ନିର୍ଦ୍ଦେଶିକା କହିଛନ୍ତି ଏଥର ଭୁଲ୍‌ ହୋଇଯାଇଛି। ଆସନ୍ତା ବର୍ଷକୁ ଭୁଲ ହେବନି ବୋଲି ପ୍ରତିଶ୍ରୁତି ଦେଇଛନ୍ତି ନିର୍ଦ୍ଦେଶିକା। ଡିଇଓମାନଙ୍କୁ…

ସରପଞ୍ଚ ଚାମେଲି ଓଝା ପ୍ରସଙ୍ଗ: ପ୍ରଥମଥର ମୁହଁ ଖୋଲିଲେ ବିଧାୟକ ଦୁର୍ଗା ପ୍ରସନ୍ନ ନାୟକ, କହିଲେ ବିରୋଧୀଙ୍କ ପାଇଁ…

ମହାକାଳପଡ଼ା,୧୮ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରୀ ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ପ୍ରସଙ୍ଗରେ ପ୍ରଥମଥର ମୁହଁ ଖୋଲିଛନ୍ତି ବିଧାୟକ ଦୁର୍ଗାପ୍ରସନ୍ନ…

ଭାଜପା ସରକାରର ଦୁଇବର୍ଷ ପୂର୍ତ୍ତି ଉତ୍ସବ: ୭ ଦିନ ବ୍ୟାପୀ ବ୍ଲକ, ପଞ୍ଚାୟତରେ ଚାଲିବ…

ଭଞ୍ଜନଗର,୧୮।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ପ୍ରଶାସନ ପକ୍ଷରୁ ଭାଜପା ସରକାରର ଦୁଇବର୍ଷ ପୂର୍ତ୍ତି ଅବସରରେ ସପ୍ତାହ ବ୍ୟାପୀ ବ୍ଲକ ଓ ପଞ୍ଚାୟତରେ ବିଭିନ୍ନ ସଚେତନତା…

ଚାମେଲିଙ୍କ ସପକ୍ଷରେ ବାହାରିଲେ ସରପଞ୍ଚ ମହାସଂଘ: ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଦେଲେ ଦାବିପତ୍ର

ଛତ୍ରପୁର, ୧୮।୬ (ଦିଲ୍ଲୀପ ସାମଲ ): କେନ୍ଦ୍ରାପଡା ଜିଲା ଅନ୍ତର୍ଗତ ମହାକାଳପୁର ପଞ୍ଚାୟତ ସମିତି ଅଧୀନ ତିଖିରି ପଞ୍ଚାୟତର ମହିଳା ସରପଞ୍ଚ ଚାମେଲି ଓଝାଙ୍କ ପ୍ରତି ହୋଇଥିବା…

ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି, ଜାଣନ୍ତୁ କେଉଁଠି କ’ଣ ରହିଛି କାର୍ଯ୍ୟସୂଚୀ…

ଭୁବନେଶ୍ୱର,୧୮ା୬: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଅପରାହ୍ନରେ ରାଷ୍ଟ୍ରପତି ଓଡ଼ିଶାରେ ପହଞ୍ଚିବେ। କାଲି ଅପରାହ୍ନ ୩ଟା ୪୫ରେ ଦାଣ୍ଡବୋଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri