ବିଧାୟକଙ୍କ ଅଚାନକ ସ୍କୁଲ ପରିଦର୍ଶନ, କାଗଜପତ୍ର ଯାଞ୍ଚ

ବଇଣ୍ଡା,୨୩।୯(ଡି.ଏନ.ଏ)-କିଶୋରନଗର ବ୍ଲକ ଜାମ୍ବୁନାଳୀ ପଞ୍ଚାୟତ ଜାମ୍ବୁନାଳୀ ସରକାରୀ ଉ.ପ୍ରା ବିଦ୍ୟାଳୟକୁ ସୋମବାର ଆଠମଲ୍ଲିକ ବିଧାୟକ ରମେଶଚନ୍ଦ୍ର ସାଏ ଅଚାନକ ଗସ୍ତ କରିଛନ୍ତି। ବିଦ୍ୟାଳୟ ଶ୍ରେଣୀଗୃହକୁ ଯାଇ ବିଭିନ୍ନ କାଗଜପତ୍ର ଯାଞ୍ଚ କରିବା ସହ ଛାତ୍ରୀଛାତ୍ରଙ୍କୁ ପାଠ ପଢାଇଥିଲେ। ବିଦ୍ୟାଳୟରେ ସଠିକ ଭାବେ ପାଠ ପଢା ଯାଉ ନ ଥିବାରୁ ଅସନ୍ତୋଷ ପ୍ରକାଶ କରିଥିଲେ। ଛାତ୍ରୀଛାତ୍ରଙ୍କୁ ଠିକ ଭାବେ ପାଠ ପଢାଇ ଭଲ ମଣିଷ କରିବା ସହ ସଠିକ୍‌ ଭାବେ ମଧ୍ୟାହ୍ନଭୋଜନ ଓ ବିଭିନ୍ନ ସରକାରୀ ଯୋଜନାରେ ଆସୁଥିବା ପୋଷାକ, ବହି ଯୋଗାଇ ଦେବାକୁ ବିଧାୟକ ସାଏ ପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଫାଣ୍ଡି ନିକଟରୁ ସୁନା ଚେନ୍ ଲୁଟିନେଲେ ଲୁଟେରା, ପୋଲିସକୁ ଖୋଲା ଚାଲେଞ୍ଜ!

ଧର୍ମଶାଳା,୧୭।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ପୋଲିସ ବିଟ୍ ହାଉସ ନିକଟରୁ ଜଣେ ବ୍ୟକ୍ତିଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ । ଏକ ବାଇକରେ…

ଏଇ ଭାରତରେ

ପକ୍ଷୀ ଜୀବନ ଏବେ ସଙ୍କଟରେ। ଜଳବାୟୁ ପରିବର୍ତ୍ତନ,ସହରୀକରଣରେ ବାସସ୍ଥାନ ଓ ଖାଦ୍ୟ ଅଭାବ ଯୋଗୁ ବଂଶବୃଦ୍ଧି ନ ହୋଇ ବହୁ ପ୍ରଜାତିର ପକ୍ଷୀ ଏବେ ବିଲୁପ୍ତିର ଦ୍ୱାରଦେଶରେ।…

ପରୀକ୍ଷା ପାଇଁ ପ୍ରସ୍ତୁତି

ଚଳିତ ବର୍ଷ ଫେବୃଆରୀଠାରୁ ଆମ ରାଜ୍ୟରେ ବିଭିନ୍ନ ପରୀକ୍ଷା ଆରମ୍ଭ ହେଉଛି। ଏଥି ନିମନ୍ତେ ପ୍ରତ୍ୟେକ ପରୀକ୍ଷାର୍ଥୀ ଜୋର୍‌ସୋରରେ ପ୍ରସ୍ତୁତି ଚଳାଇଛନ୍ତି। ପରୀକ୍ଷାର୍ଥୀମାନେ ପରୀକ୍ଷା ପାଇଁ ଯେତିକି…

ଆଜିଠୁ ବିଧାନସଭା ବଜେଟ ଅଧିବେଶନ, ୨୦୨୬-୨୭ ବର୍ଷ ପାଇଁ ବଜେଟ ଆଗତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୨(ସୁନିତ୍‌ ମିଶ୍ର): ୧୭ଦଶ ବିଧାନସଭାର ଷଷ୍ଠ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହେବ। ଏହି ଅଧିବେଶନରେ ରାଜ୍ୟ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣକାଳୀନ ବଜେଟ ଗୃହରେ…

ଗାଈ ସଂଗ୍ରହାଳୟ

ଉତ୍ତର ପ୍ରଦେଶର ଏକ ସରକାରୀ ସଂସ୍ଥା ‘ଉତ୍ତର ପ୍ରଦେଶ ବ୍ରଜ ତୀର୍ଥ ବିକାଶ ପରିଷଦ’ ମଥୁରାଠାରେ ଭାରତର ପ୍ରଥମ ‘କାଓ କଲ୍‌ଚର ମ୍ୟୁଜିୟମ୍‌’ ବା ଗାଈ ସଂସ୍କୃତି…

‘କୃତ୍ରିମ ବୁଦ୍ଧିମତ୍ତା: ପରିବର୍ତ୍ତନ ଧାରାରେ ଭାରତ ଅଗ୍ରଣୀ’

ନୂଆଦିଲ୍ଲୀ,୧୭ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ନୂଆଦିଲ୍ଲୀର ଭାରତ ମଣ୍ଡପମ୍‌ଠାରେ ଇଣ୍ଡିଆ ଏଆଇ ଇମ୍ପାକ୍ଟ ଏକ୍ସପୋର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ସେ ବିଭିନ୍ନ ଷ୍ଟଲ୍‌ ବୁଲିବା…

ନ୍ୟୁଜ୍‌ କ୍ଲିକ୍‌ ପୋର୍ଟାଲକୁ ୧୨୦ କୋଟି ଜରିମାନା

ନୂଆଦିଲ୍ଲୀ,୧୭ା୨: ବହୁ ଚର୍ଚ୍ଚିତ ନ୍ୟୁଜ୍‌ କ୍ଲିକ୍‌ ପୋର୍ଟାଲ ଉପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ୧୨୦ କୋଟି ଟଙ୍କା ଜରିମାନା କରିଛି। ଏଥିସହିତ ଏହି ପୋର୍ଟାଲର ପ୍ରତିଷ୍ଠାତା ପ୍ରବୀର…

ପ୍ରକାଶ ପାଇଲା ଜେଇଇ ମେନ୍‌ ରେଜଲ୍ଟ, ଭବେଶ ପାତ୍ର ଓଡ଼ିଶା ଟପ୍ପର

ଭୁବନେଶ୍ୱର,୧୭ା୨(ସୁଚିସ୍ମିତା ସାହୁ):  ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ମେନ୍‌ ୨୦୨୬ ପ୍ରଥମ ସେସନର ପରୀକ୍ଷାଫଳ ସୋମବାର ପ୍ରକାଶ ପାଇଛି। ଜେଇଇ ପେପର-୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri