ବିଧାୟକଙ୍କ କୃଷ୍ଣପ୍ରସାଦ ଲକଡାଉନ ଅଞ୍ଚଳ ପରିଦର୍ଶନ

କୃଷ୍ଣପ୍ରସାଦ,୧ା୪(ଡି.ଏନ୍‌.ଏ)- ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର ଲକଡାଉନ ଅଞ୍ଚଳକୁ ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀ ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର ବୁଧବାର ପରିଦର୍ଶନ କରିଛନ୍ତି। କରୋନା ସଂକ୍ରମଣରୁ ରକ୍ଷା ପାଇଁ ହୋଇଥିବା ଲକଡାଉନରେ ବିଭିନ୍ନ ସମସ୍ୟା ଉପରେ ବିଡିଓ ଅଭିମନ୍ୟୁ ମାଝି, ତହସିଲଦାର ଜିତେନ୍ଦ୍ର ନାୟକଙ୍କ ସହ ଆଲୋଚନା କରିଥିଲେ। ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ଚିଲିକା ନୂଆପଡା ଗୋଷ୍ଠୀ କେନ୍ଦ୍ର ଏବଂ କୃଷ୍ଣପ୍ରସାଦ ଗୋଷ୍ଠୀକେନ୍ଦ୍ର ପରିଦର୍ଶନ କରି ଡାକ୍ତରଙ୍କ ସହ ଆଲୋଚନା କରିଥିଲେ। କୃଷ୍ଣପ୍ରସାଦ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଆବଶକୀୟ ଡାକ୍ତର ନ ଥିବା ଏବଂ ପାନୀୟଜଳର ବ୍ୟବସ୍ଥା ନ ଥିବା ଯୋଗୁ କ୍ଷୋଭ ପ୍ରକାଶ କରିଥିଲେ। ଏ ନେଇ ଜିଲାପାଳଙ୍କ ସହ ଆଲୋଚନା କରିବା ପାଇଁ ସେ କହିଥିଲେ। ପରେ ନୂଆପଡା ସମିତିସଭ୍ୟ ଉତ୍ତମ କୁମାର ତରେଇଙ୍କ ସହ ଏକ ବାଇକରେ ଜହ୍ନିକୁଦା ଗାଟଠାରୁ ଚିଲିକା ପର୍ଯ୍ୟନ୍ତ ବୁଲି ଦେଖିଥିଲେ। ସେହିଭଳି ସରପଞ୍ଚ ମିଟୁସିଂହ ସାମନ୍ତ, କୁମାରସିଂହଙ୍କ ସହ ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଇତିହାସ ରଚିଲେ କାନାଡା ଯୁବରାଜ, T20 World Cupରେ କଲେ ଏମିତି ରନ ବର୍ଷା ବନିଗଲେ…

ନୂଆଦିଲ୍ଲୀ,୧୭।୨: କାନାଡାର ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଯୁବରାଜ ସାମରା ୨୦୨୬ ଟି-୨୦ ବିଶ୍ୱକପରେ ଏକ ଐତିହାସିକ ଶତକ ହାସଲ କରିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷରେ ଏକ ନିଶ୍ଚିତ ବିଜୟୀ ମ୍ୟାଚରେ…

ରକ୍ତରେ ଭିଜିଲା ସପ୍ତାମାତୃକା ଶୈବପୀଠ, ଶହ ଶହ ପଶୁପକ୍ଷୀଙ୍କୁ ଦିଆଗଲା ବଳି

ତୁଣ୍ଡଲା,୧୭।୨(ଫିରୋଜ କୁମାର ଦାଶ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକ ବେଲଖଣ୍ଡି ସ୍ଥିତ ତେଲ ଓ ଉତେଇ ନଦୀର ସଙ୍ଗମରେ ଥିବା ସର୍ବପୁରାତନ ତଥା ଐତିହାସିକ ସପ୍ତମାତୃକା ଶୈବପୀଠ…

AI Impact Summit 2026: ଭାରତ ମଣ୍ଡପମରେ ଝଲସିଲା ‘AI ମହାକୁମ୍ଭ’, ଦିଶିଲା ଭବିଷ୍ୟତର ଝଲକ

ନୂଆଦିଲ୍ଲୀ,୧୭।୨: ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଅନୁଷ୍ଠିତ AI ପ୍ରImpact Summit 2026କୁ ପ୍ରଯୁକ୍ତି ଜଗତର AI ମହାକୁମ୍ଭ ବୋଲି କୁହାଯାଉଛି। ଏହି ସମ୍ମିଳନୀରେ, ପ୍ରମୁଖ ଭାରତୀୟ ଏବଂ…

ପ୍ରେମାନନ୍ଦ ଜୀ ମହାରାଜଙ୍କ ଶରଣ ନେଲେ ବିରୁଷ୍କା

ନୂଆଦିଲ୍ଲୀ,୧୭।୨: ଭାରତୀୟ ଷ୍ଟାର କ୍ରିକେଟର ବିରାଟ କୋହଲି ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କ ସହିତ ପ୍ରେନାନନ୍ଦଜୀ ମହାରାଜଙ୍କ ଦର୍ଶନ ପାଇଁ ଆସିଛନ୍ତି। ଏହା ପ୍ରଥମ ଥର ନୁହେଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri