ବିଧାୟକଙ୍କ କୃଷ୍ଣପ୍ରସାଦ ଲକଡାଉନ ଅଞ୍ଚଳ ପରିଦର୍ଶନ

କୃଷ୍ଣପ୍ରସାଦ,୧ା୪(ଡି.ଏନ୍‌.ଏ)- ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର ଲକଡାଉନ ଅଞ୍ଚଳକୁ ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀ ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର ବୁଧବାର ପରିଦର୍ଶନ କରିଛନ୍ତି। କରୋନା ସଂକ୍ରମଣରୁ ରକ୍ଷା ପାଇଁ ହୋଇଥିବା ଲକଡାଉନରେ ବିଭିନ୍ନ ସମସ୍ୟା ଉପରେ ବିଡିଓ ଅଭିମନ୍ୟୁ ମାଝି, ତହସିଲଦାର ଜିତେନ୍ଦ୍ର ନାୟକଙ୍କ ସହ ଆଲୋଚନା କରିଥିଲେ। ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ଚିଲିକା ନୂଆପଡା ଗୋଷ୍ଠୀ କେନ୍ଦ୍ର ଏବଂ କୃଷ୍ଣପ୍ରସାଦ ଗୋଷ୍ଠୀକେନ୍ଦ୍ର ପରିଦର୍ଶନ କରି ଡାକ୍ତରଙ୍କ ସହ ଆଲୋଚନା କରିଥିଲେ। କୃଷ୍ଣପ୍ରସାଦ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଆବଶକୀୟ ଡାକ୍ତର ନ ଥିବା ଏବଂ ପାନୀୟଜଳର ବ୍ୟବସ୍ଥା ନ ଥିବା ଯୋଗୁ କ୍ଷୋଭ ପ୍ରକାଶ କରିଥିଲେ। ଏ ନେଇ ଜିଲାପାଳଙ୍କ ସହ ଆଲୋଚନା କରିବା ପାଇଁ ସେ କହିଥିଲେ। ପରେ ନୂଆପଡା ସମିତିସଭ୍ୟ ଉତ୍ତମ କୁମାର ତରେଇଙ୍କ ସହ ଏକ ବାଇକରେ ଜହ୍ନିକୁଦା ଗାଟଠାରୁ ଚିଲିକା ପର୍ଯ୍ୟନ୍ତ ବୁଲି ଦେଖିଥିଲେ। ସେହିଭଳି ସରପଞ୍ଚ ମିଟୁସିଂହ ସାମନ୍ତ, କୁମାରସିଂହଙ୍କ ସହ ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଷ୍ଠୀ କନ୍ଦଳରୁ ଫାଇଦା ଉଠାଇବାକୁ ପ୍ରୟାସ

ଖୋର୍ଦ୍ଧା/ବାଲିପାଟଣା,୨୫ା୪(ପ୍ରଭାତ ପାଣିଗ୍ରାହୀ/ଅଭିମନ୍ୟୁ ନାୟକ)ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ଜୟଦେବ ନିର୍ବାଚନମଣ୍ଡଳୀ ଅନୁସୂଚିତ ଜାତି (ଏସ୍‌ସି) ପାଇଁ ସଂରକ୍ଷିତ ରହିଛି। ଗତ ୩ଟି ନିର୍ବାଚନରେ ଏହି...

ତାଣ୍ଡବ ରଚିଲା କାଳବୈଶାଖୀ: ଭାଙ୍ଗିଲା ଗଛ, ଦୋକାନରୁ ଉଡ଼ିଗଲା ଆଜବେଷ୍ଟ୍‌ସ

ନିରାକାରପୁର,୨୪ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ୪୦ ଡିଗ୍ରୀ ତାପମାତ୍ରା ଲାଗିରହିଥିବା ବେଳେ ବୁଧବାର ଅପରାହ୍ନରେ ହଠାତ୍‌ ପାଗର...

ପଦପଦବୀ ଅପେକ୍ଷା ସମ୍ମାନ, ବିଶ୍ୱାସ ବଡ଼

ଖୋର୍ଦ୍ଧା,୨୪ା୪(ପ୍ରଭାତ ପାଣିଗ୍ରାହୀ): ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ବିଜେଡି ମନ୍ମଥ ରାଉତରାୟ, ଭାଜପା ଅପରାଜିତା ଷଡ଼ଙ୍ଗୀ ଏବଂ କଂଗ୍ରେସ...

ଜଟଣୀ ଦେଖିବ ପୁଣି ତ୍ରିମୁଖୀ ପ୍ରତିଦ୍ୱନ୍ଦ୍ୱିତା

ଜଟଣୀ,୨୧ା୪(ରବୀନ୍ଦ୍ରନାଥ ମହାକୁଡ଼)ଭୁବନେଶ୍ୱର ସଂସଦୀୟ ନିର୍ବାଚନମଣ୍ଡଳୀର ୭ଟି ବିଧାନସଭା ଆସନ ମଧ୍ୟରୁ ଜଟଣୀ ବିଧାନସଭା କ୍ଷେତ୍ର ଅନ୍ୟତମ। ନିକଟରେ କଂଗ୍ରେସ ସନ୍ତୋଷ ଜେନାଙ୍କୁ ଏଠାରୁ ଟିକେଟ ଦେବା...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

ଅପରାଜିତାଙ୍କ ବିପକ୍ଷରେ ୨ ଯୁବନେତା

ଖୋର୍ଦ୍ଧା,୧୮।୪(ପ୍ରଭାତ ପାଣିଗ୍ରାହୀ)ଭୁବନେଶ୍ବର ସଂସଦୀୟ କ୍ଷେତ୍ର ପାଇଁ ଭାଜପା ଅପରାଜିତା ଷଡ଼ଙ୍ଗୀ, ବିଜେଡି ମନ୍ମଥ ରାଉତରାୟ ଏବଂ କଂଗ୍ରେସ ୟାସିର ନୱାଜଙ୍କୁ ପ୍ରାର୍ଥୀ ଘୋଷଣା କରିଛି। ଦୁଇ...

ନୂଆ ରୂପରେ ସଜେଇ ହେଲା ଭାଗବତ ଟୁଙ୍ଗି

ବେଗୁନିଆ,୧୮ା୪(ହରପ୍ରସନ୍ନ ପଣ୍ଡା)ବେଗୁନିଆ ବ୍ଲକ ପୋଡ଼ାଡିହ ପଞ୍ଚାୟତ ଅନ୍ତର୍ଗତ ତଳଗଡ଼ ଗାଁରେ ବୁଧବାର ପବିତ୍ର ରାମନବମୀରେ ଆଧ୍ୟାତ୍ମିକ ଭାବଧାରା ଦେଖିବାକୁ ମିଳିଛି। ବିଶ୍ୱାଳସାହିସ୍ଥିତ ଭାଗବତ ଦେବଙ୍କ ନୂତନ...

ଅସ୍ତିତ୍ୱ ହରାଉଛି ଗଡ଼ଖୋର୍ଦ୍ଧା, ପାଣ୍ଡବଘରା

ଖୋର୍ଦ୍ଧା,୧୮ା୪ (ପ୍ରଭାତ ପାଣିଗ୍ରାହୀ)ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଖୋର୍ଦ୍ଧାର ଅନେକ ଐତିହ୍ୟ କୀର୍ତ୍ତିରାଜି ଆଜି ଧ୍ୱଂସାଭିମୁଖୀ। ଐତିହ୍ୟ ଗଡ଼ଖୋର୍ଦ୍ଧା ଏବଂ ବରୁଣେଇ ପାହାଡ଼ ଶୀର୍ଷରେ ଥିବା ପାଣ୍ଡବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri