ବିଧାୟକଙ୍କ ପତ୍ନୀ ବିୟୋଗ

ଭୁବନେଶ୍ୱର,୩ା୨(ବ୍ୟୁରୋ)- ଭଦ୍ରକ ଜିଲା ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟଙ୍କ ପତ୍ନୀ ନୀଳିମା ପ୍ରଧାନଙ୍କ ରବିବାର ପରଲୋକ ହୋଇଛି। କିଛିଦିନ ତଳେ କାନରେ ସେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ଏହାପରେ ଚିକିତ୍ସିତ ହୋଇ ସେ ଘରକୁ ଫେରିଥିଲେ। ହେଲେ ପୁନର୍ବାର ସ୍ବାସ୍ଥ୍ୟଗତ କାରଣରୁ ନୀଳିମାଙ୍କୁ ଅନ୍ୟ ଏକ ଘରୋଇ ହସ୍ପିଟାଲ ନିଆଯାଇଥିଲା। ସେଠାରେ ଚିକିତ୍ସିତ ହେଉଥିବା ସମୟରେ ହିଁ ତାଙ୍କର